ଶିକ୍ଷୟିତ୍ରୀଙ୍କ ଡେପୁଟେଶନକୁ ନେଇ ତାତିଗଲେ ଗ୍ରାମବାସୀ: ଆଉ ତା’ପରେ …
ତୁଣ୍ଡଲା,୨୭ା୯(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ପଞ୍ଚାୟତ ତାଲଭଅଁରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେଶନରେ ଅନ୍ୟ ବିଦ୍ୟାଳୟକୁ ପଠାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ସ୍କୁଲ ପରିଚାଳନା କମିଟି ସଭାପତି ସୁବାସ ଚନ୍ଦ୍ର…
ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ୧୩ ବ୍ଲକରେ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କର୍ମୀମାନଙ୍କୁ ଦୀର୍ଘ ୬ମାସରୁ ଊଦ୍ଧର୍ବ ହେବ ଦରମା ଟଙ୍କା ମିଳିନାହିଁ। ଏହାକୁ ନେଇ ମିଶନ ଶକ୍ତିରେ କାର୍ଯ୍ୟରତ ୫ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ସିଆର୍ପି, ଏମ୍ବିକେ,…
‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ: ୩୦ ହଜାର ଶିଶୁ ଉପକୃତ ହେବା ଲକ୍ଷ୍ୟ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ବେଦାନ୍ତ ‘ସ୍ବର୍ଣ୍ଣ ପ୍ରାଶନ’ ଅଭିଯାନ ଆରମ୍ଭ କରିଛି। ଭବାନୀପାଟଣା ସହରସ୍ଥିତ ମାଣିକେଶ୍ବରୀ ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ମନ୍ଦିରଠାରେ ବେଦାନ୍ତ ଆଲୁମିନିୟମ ଓ ଆୟୁଷ ମନ୍ତ୍ରଣାଳୟ ସହଯୋଗରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ…
ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ
ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ପାଳିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ସଚିନ…
ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ଚାଲିଗଲା ଯୁବତୀଙ୍କ ଜୀବନ
ଭବାନୀପାଟଣା,୨୬।୯(ଉତ୍ତମ ଦାଶ): କଳାହାଣ୍ଡି ଜିଲା ସଦର ବ୍ଲକ ଯୁଗସାଏପାଟଣା ମାଣ୍ଡିଆବିରି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ଗାଁକୁ ପହଞ୍ଚି ନ ପାରିବାରୁ ରାସ୍ତାର ଜଣେ ଯୁବତୀଙ୍କୁ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ସୂଚନା ମୁତାବକ, ଯୁବତୀ ଜଣକ…
ଦରମା ନ ମିଳିବାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ, ବିଡିଓଙ୍କୁ ଦେଲେ ଦାବିପତ୍ର
ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ସିଆରପି,ଏମ୍ବିକେ, ବ୍ୟାଙ୍କମିତ୍ର, ପ୍ରାଣୀମିତ୍ର, କୃଷିମିତ୍ର ଓ ଏଲ୍ଏସ୍ପିଙ୍କୁ ଗତ ୬ ମାସ ହେଲା ଦରମା ମିଳିଥିବା ନ ଅଭିଯୋଗ ସାମ୍ନାକୁ ଆସିଛି। ଯାହାକୁ ନେଇ ସେମାନଙ୍କ ମଧ୍ୟରେ…
୧୦ ଦଫା ଦାବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ, ସମାଧାନ ନ ହେବା ଯାଏ…
ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): ରାଜ୍ୟ ସଂଘର ଆହ୍ବାନ କ୍ରମେ ବୁଧବାର କଳାହାଣ୍ଡି ଜିଲାରେ ମଧ୍ୟ ଓଡ଼ିଶା ନର୍ସିଂ ଅଫିସରମାନେ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି ଅବସରରେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଜିଲାର କାର୍ଯ୍ୟରତ ନର୍ସିଂ…
ବିଜୁ ଛାତ୍ର ଜନତା ଦଳରୁ ଇସ୍ତଫା ଦେଲେ କିରଣ, କହିଲେ ଏହି ବଡ଼ କାରଣ…
ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବିଜୁ ଛାତ୍ର ଜନତା ଦଳ (ବିସିଜେ)ରୁ ବୁଧବାର ଇସ୍ତଫା ଦେଇଛନ୍ତି ଯୁବ ନେତା କିରଣ କୁମାର ପ୍ରଧାନୀ। ସେ ତାଙ୍କ ଇସ୍ତଫାପତ୍ରକୁ ଜିଲା ଛାତ୍ର ସଭାପତି ଅଜିତ କୁମାର ସାହୁଙ୍କୁ ପ୍ରେରଣ କରିଛନ୍ତି। ଗତ…
ସମ୍ବଲପୁରୀ ଗାୟିକା ରୁକ୍ସାନାଙ୍କ କବର ଖୋଳିବାକୁ ଦେଲେନି ପରିବାର ଲୋକେ, ଫେରିଆସିଲେ ମାଜିଷ୍ଟ୍ରେଟ୍-ପୋଲିସ
ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗତ ୧୯ ତାରିଖ ଭୁବନେଶ୍ୱରସ୍ଥିତ ଏମ୍ସରେ ମୃତ୍ୟୁ ହୋଇଥିଲା। ସ୍କ୍ରବ୍ ଟାଇଫସ୍ରେ ତାଙ୍କ ମୃତ୍ୟୁ ହେଇଥିବା ଡାକ୍ତର କହୁଥିବା…
ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ
ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ ପାଳିତ। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ…
ମା’ ଲଙ୍କେଶ୍ୱରୀଙ୍କ ବିଜୟର ପର୍ବ ଖଣ୍ଡାବସା
ଖଣ୍ଡାବସାର ନାମକରଣ: ଜୁନାଗଡ଼ ସହର ବଙ୍ଗଳା ଛକ ନିକଟରେ ଦୀର୍ଘ ଦଶନ୍ଧି ଧରି କୁଳଦେବୀ ଭାବରେ ମା’ ଲଙ୍କେଶ୍ୱରୀ ପୂଜା ପାଇଆସୁଛନ୍ତି। ପୂର୍ବକାଳରେ ନାଗବଂଶୀୟ ରାଜାମାନେ ପ୍ରତ୍ୟେକ ବର୍ଷ ମା’ ଲଙ୍କେଶ୍ୱରୀଙ୍କ ପବିତ୍ର ଖଣ୍ଡାବସା ପର୍ବକୁ ମହାସମାରୋହରେ ପାଳନ କରିଆସୁଥିଲେ ବୋଲି…
ଜିଲାପାଳଙ୍କ ଜନ ଶୁଣାଣି: ୧୦୮ ଅଭିଯୋଗ ପଞ୍ଜୀକୃତ
କୋକସରା,୨୩ା୯ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର କୋକସରା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ସ୍ନେହାପ୍ରଭା ମାଝିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଧର୍ମଗଡ଼ ଉପ ଜିଲାପାଳ ଧୀମାନ ଚକମା,…

