କଳାହାଣ୍ଡି

ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ ପୂର୍ବରୁ…

କଳାହାଣ୍ଡି: ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ଭବାନୀପାଟଣା,୧୨ା୫(ଉତ୍ତମ କୁମାର ଦାଶ): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ କଳାହାଣ୍ଡି ଲୋକ ସଭା କ୍ଷେତ୍ର ରହିଛି। ଶନିବାର କଳାହାଣ୍ଡି ଜିଲାର ନର୍ଲା ଓ ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀର ୫୬୫ ବୁଥ୍‌କୁ ପୋଲିଂ ପାର୍ଟି…

ପ୍ରଚାରର ଶେଷ ଦିନରେ ଦମ୍‌ ଦେଖାଇଲେ ଲଳିତା

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନର ଶେଷଦିନରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜୋନ୍‌ ନଂ-୩ରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ତାଙ୍କ ସମର୍ଥକଙ୍କ ସହ ଶନିବାର ଏକ ବିରାଟ…

କୋକସରା ବ୍ଲକ: ୧୦୨ ବୁଥ୍‌ରେ ମତଦାନ କରିବେ ୯୧,୩୭୬ ଭୋଟର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ନିର୍ବାଚନ କ୍ଷେତ୍ରର ଧର୍ମଗଡ଼ ବିଧାନସଭାରେ ପ୍ରଥମ ପର୍ଯ୍ୟାୟର ନିର୍ବାଚନ ପ୍ରଚାରର ଆଜି ଶେଷଦିନ ହୋଇଥିବା ବେଳେ ଆସନ୍ତା ୧୩ ତାରିଖରେ କଳାହାଣ୍ଡି ଲୋକ ସଭା ଓ ୭ ବିଧାନସଭା ପାଇଁ ନିର୍ବାଚନ ହେବ। କୋକସରା ବ୍ଲକର…

ଭାଲୁ ଆକ୍ରମଣରେ ୩ ଗୁରୁତର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ଖଇରଭା ଗ୍ରାମର ଦୁଇ ଜଣ ବୃଦ୍ଧା ଫଗନି ରାଉତ (୫୫) ଓ ତୁଳସା ରାଉତ (୬୫) ନିକଟସ୍ଥ ଜଙ୍ଗଲରେ ଶନିବାର ଭାଲୁ ଆକ୍ରମଣର ଶିକାର ହୋଇଥିବା ଜଣାପଡ଼ିଛି। ସକାଳୁ…

ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, କହିଲେ ବିକାଶ ପାଇଁ…

ଭବାନୀପାଟଣା/ଜୁନାଗଡ଼,୧୧ା୫(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖ ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଳାହାଣ୍ଡି ଜିଲାରେ ଅନୁଷ୍ଠିତ ହେବ। ଶନିବାର ପ୍ରଚାରର ଶେଷଦିନରେ ଜୁନାଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ପହଞ୍ଚି ଦଳୀୟ ବିଧାୟକ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ…

ଦିବ୍ୟ ଶଙ୍କରଙ୍କ ପ୍ରଚାର ଶୋଭାଯାତ୍ରା ବେଳେ ବିଜେଡି-ଭାଜପା କର୍ମୀ ମୁହାଁମୁହିଁ

ଜୁନାଗଡ଼,୧୧ା୫(ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଚାରର ଶେଷ ଦିନ ଥିବାରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଲାଗି ପଡିଛନ୍ତି। ଏହାରି ଭିତରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡ଼ା ଗ୍ରାମରେ…

ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ

ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍‌ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ୪ କି.ମି. ଚାଲି ଚାଲି ଡାକ୍ତରଖାନା ଗଲେ ଗର୍ଭବତୀ ମହିଳା। ଏଭଳି ଏକ…

ଭାଜପାର ମୋଟର ସାଇକେଲ ରାଲି

କେସିଙ୍ଗା,୧୦।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବୋରିଙ୍ଗପଦର ଠାରୁ ସହରର ବଗାଡ଼ ଯାଏ ଭାଜପାର ମୋଟର ସାଇକେଲ ରାଲି ଟାଉନ ସଭାପତି ମଗନ ସିନ୍ଦୁରଙ୍କ ନେତୃତ୍ୱରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏହି ରାଲିରେ ଏମ.ପି ପ୍ରାର୍ଥୀନି ମାଲବିକା ଦେଓ, ପୂର୍ବତନ…

ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁନ୍ନା ଖାଁ

କୋକସରା,୧୦ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନିର୍ବାଚନ ପାଇଁ ବିଗୁଲ ବାଜି ସାରିଥିବା ବେଳେ ହାତ ଗଣତି ସମୟ ରହିଛି। ପ୍ରଚାର ପାଇଁ ଦିନରାତି ଏକ କରି ଦେଇଛନ୍ତି ପ୍ରାର୍ଥୀ ଓ ସମର୍ଥକ। ଗୁରୁବାର ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ କଳାହାଣ୍ଡି ଜିଲା କୋକସରା ବ୍ଲକର…

ସରକାରଙ୍କ ଅଣଦେଖା: ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଭବାନୀପାଟଣା,୯ା୫(ଉତ୍ତମ କୁମାର ଦାଶ): ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଓ ଜନପ୍ରତିନିଧିମାନଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁ ଆଜି ବି ଉପାନ୍ତ ଅଞ୍ଚଳରେ ସରକାରଙ୍କ ବିକାଶ ପହଞ୍ଚି ପାରିନାହିଁ।…

ବିଧାୟକ, ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ

କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ ୬ର ଘରକୁ ଘର ବୁଲି ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ,ଏମ୍‌.ପି. ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?