କଳାହାଣ୍ଡି

ଚେନ୍ନାଇରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ଏକମାତ୍ର ରୋଜଗାରିଆ ପୁଅ ହରାଇଲା ପରିବାର

ଭବାନୀପାଟଣା,୧୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଦାଦନ ଦୁଖ ଦେଖୁବାକୁ ମିଳିଛି। ଜିଲାର ଜୁନାଗଡ ବ୍ଲକ ଅନ୍ତର୍ଗତ ଚିନୈଗୁଡା ଗ୍ରାମର ରାକେଶ ସୁନା (୨୮) ନାମକ ଜଣେ ଯୁବକ ଗତ ଅଢେଇ ମାସ ତଳେ ଦାଦନ ଖଟିବାକୁ ଚେନ୍ନାଇକୁ ଯାଇଥିଲେ।…

କେସିଙ୍ଗା ବ୍ଲକ ପ୍ରଶାସନର ମନମୁଖୀ କାର୍ଯ୍ୟକଳାପ ବିରୋଧରେ ସରପଞ୍ଚ ସଂଘର ଗଣଧାରଣା ପାଇଁ ନିଷ୍ପତ୍ତି, ଜିଲାପାଳଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନର ମନମୁଖୀ କାର୍ଯ୍ୟ କଳାପ ବିରୋଧରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣ ଧାରଣା ଦେବାପାଇଁ ସରପଞ୍ଚ ସଙ୍ଘ ପକ୍ଷରୁ ଜିଲାପାଳଙ୍କୁ ୫ଦଫା ଦାବିକୁ ନେଇ ମଙ୍ଗଳବାର ସଙ୍ଘର ଉପ ସଭାନେତ୍ରୀ ତଥା ଚାଞ୍ଚେର…

ସ୍କଟଲାଣ୍ଡରେ ପ୍ରବାସୀ ପଶ୍ଚିମ ଓଡିଶାବାସୀ ପାଳିଲେ ନୂଆଁଖାଇ

ଭବାନୀପାଟଣା,୧୦।୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କେବଳ ଯେ ପଶ୍ଚିମ ଓଡିଶାରେ ସୀମିତ ନାହିଁ। ଦେଶ ଓ ବିଦେଶର କୋଣ ଅନୁକୋଣରେ ଏହାକୁ ଧୂମଧାମରେ ପାଳନ କରୁଛନ୍ତି ପଶ୍ଚିମ ଓଡିଶାବାସୀ । ଏହି ପରିପେକ୍ଷୀରେ ସ୍କଟଲାଣ୍ଡଠାରେ ରହୁଥିବା ପ୍ରବାସୀ ଓଡିଆ ପାରମ୍ପରିକ ଢଙ୍ଗରେ…

ଦିନ ରାତି ଜଳି ରହୁଛି ବିଭିନ୍ନ କାର୍ଯ୍ୟାଳୟର ଷ୍ଟ୍ରିଟ୍‌ ଲାଇଟ୍‌

ଥୁଆମୂଳ ରାମପୁର,୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ମୁଖ୍ୟାଳୟର ତହସିଲ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ଦୈନିକ ମାର୍କେଟ ପର୍ଯ୍ୟନ୍ତ ଲାଗିଥିବା ଷ୍ଟ୍ରିଟଲାଇଟ୍ ଦୀର୍ଘ ବର୍ଷ ଧରି ଅଚଳ ହୋଇ ପଡ଼ି ରହିଥିବା ବେଳେ ଦିନ ରାତିସାରା ଜଳୁଛି…

ବାଲୁକା କଳାରେ ନୂଆଁଖାଇ

କର୍ଲାମୁଣ୍ଡା,୮ା୯(ପ୍ରଦୀପ କୁମାର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଗ୍ରାମର ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ୍‌ପ୍ରକାଶ ସାହୁ ଆଦିବାସୀ ଜନଜୀବନର ଏକ କଳାକୃତି…

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଶୁକ୍ରବାର ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିଲେ କଳାହାଣ୍ଡି ଜିଲା ଥୁଆମୂଳ…

ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ସାଗର

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ରହିଥିବା ଚର୍ଚ୍ଚାକୁ ଆସିଛି। ଗତ କିଛି ଦିନ ତଳେ ତାଙ୍କୁ ଦିଲ୍ଲୀ ଡ଼କାଯାଇଥିବାବେଳେ ସେଠାରେ ସେ ମୌଖିକ ପରୀକ୍ଷା ଦେଇ ଫେରିଥିବା…

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସପାଲ

ଭବାନୀପାଟଣା/ଥୁଆମୂଳ ରାମପୁର,୬।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତୀ ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି କଳାହାଣ୍ଡି…

ଏକ୍ସପାଏରି ଔଷଧ ନେଲା ମହିଳାଙ୍କ ଜୀବନ

ଗୋଲାମୁଣ୍ଡା,୫ା୯(ବଟକୃଷ୍ଣ ପଣ୍ଡା)- ଏକ୍ସପାଏରି ଔଷଧ ଖାଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ୍‌ ଦଶପୁର ପଞ୍ଚାୟତ ଦେକୋଟ ଗ୍ରାମରେ। ସୂଚନାମତେ, ଗ୍ରାମର ସୁଭଦ୍ରା ବନ୍ଦିଛୋଡ୍‌ ନାମ୍ନୀ ମହିଳା…

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୫।୯: ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ। କଳାହାଣ୍ଡି…

୩ କୋଟିରେ ନିର୍ମାଣ ହେବ ଏନ୍‌ଏସି କାର୍ଯ୍ୟାଳୟ

ଭବାନୀପାଟଣା, ୫ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ଏନ୍‌ଏସିର ନିଜସ୍ବ ଗୃହ ଦୀର୍ଘ ୫୫ ବର୍ଷ ପରେ ନିର୍ମାଣ ହେବାକୁ ଯାଉଛି। ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଜୁନାଗଡ଼ ଏନ୍‌ଏସି କାର୍ଯ୍ୟାଳୟର ନୂତନ ଗୃହ କେବେ ନିର୍ମାଣ ହେବ ସେ…

କଳାହାଣ୍ଡି ଜିଲାରେ ଶିକ୍ଷା ସମସ୍ୟା: ଏଆଇଏସ୍‌ଏଫ୍‌ର ବିକ୍ଷୋଭ ସମାବେଶ

ଭବାନୀପାଟଣା,୪ା୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଶିକ୍ଷା ସମସ୍ୟାକୁ ନେଇ ମଙ୍ଗଳବାର ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ଅଫିସ ଆଗରେ ଅଖିଳ ଭାରତ ଛାତ୍ର ସଂଘ (ଏଆଇଏସ୍‌ଏଫ୍‌) ଓ ଜିଲା ଛାତ୍ର ସଂଘ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହାପୂର୍ବରୁ ସ୍ଥାନୀୟ ବସ୍‌ ଟର୍ମିନାଲଠାରୁ ଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?