ଭୈରବ ଦେବଙ୍କ ଝାମୁଯାତ୍ରା, କଣ୍ଟା ଦୋଳିରେ ଝୁଲିଲେ କାଳିଶି
ଭବାନୀପାଟଣା/କୋକସରା,୧୬।୯(ସ୍ବ.ପ୍ର/ଡି.ଏନ୍.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଅଗ୍ନି ଭୈରବ ଦେବଙ୍କ ଝାମୁଯାତ୍ରା ତଥା ବାଲିଯାତ୍ରା ଉତ୍ସବ ପାରମ୍ପରିକ ରୀତିନୀତିରେ ସମ୍ପନ୍ନ ହୋଇଯାଇଛି। ପୀଠରେ ତାନ୍ତ୍ରିକ ଓ ଗୁପ୍ତ ପଦ୍ଧତିରେ ପୂଜାର୍ଚ୍ଚନା କରାଯାଉଥିବାରୁ ଝାମୁଯାତ୍ରା ଦିନ କାଳିଶିଙ୍କ ଦେହରେ ଅଗ୍ନି ଭୈରବ ପ୍ରବେଶ…
ଟ୍ରକ-ବାଇକ୍ ମୁହାଁମୁହିଁ: ଚାଲିଗଲା ବାଇକ୍ ଚାଳକଙ୍କ ଜୀବନ
କର୍ଲାମୁଣ୍ଡା/ମଦନପୁର୧୫।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ରିଷି-ରାମପୁର ରାସ୍ତା ପରମାନନ୍ଦପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍ ଚାଳକଙ୍କ ମୃତ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କ୍ଷମା ବାଗ (୪୦)। ଆହତମାନେ ହେଲେ ମଦନପୁରର…
ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ
କୋକସରା,୧୪ା୯(ଡି.ଏନ୍.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ କୋକସରା ବ୍ଲକ କୁସୁମଖୁଣ୍ଟି ନିର୍ବାହୀ ଯନ୍ତ୍ରୀଙ୍କୁ ଜଳଯୋଗାଣ ପାଇଁ ଅଞ୍ଚଳର ଚାଷୀମାନେ ଅଭିଯୋଗ କରି ଚାଷୀ ନୟାନ୍ତ ହୋଇପଡ଼ିଲେଣି। ନା ହୋଇପାରୁଛି ସମାଧାନ ନା ଚାଷଜମିକୁ ମିଳୁଛି ମେଗାଲିଫ୍ଟ କେନାଲରୁ ଜଳ। ଅନ୍ୟପଟେ ବର୍ଷା ଅଭାବରୁ କୋକସରା…
ଭିଜିଲାନ୍ସ ଜାଲରେ ଫରେଷ୍ଟର୍
ଭବାନୀପାଟଣା,୧୩।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା କର୍ଲାପାଟ ରେଞ୍ଜ ଶଗଡା ଫରେଷ୍ଟର୍ ଯୋଗେନ୍ଦ୍ର ମାଝୀ ସୋମବାର ବିଳମ୍ବିତ ରାତିରେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଚଢ଼ାଉ ସମୟରେ ତାଙ୍କ ନିକଟରୁ ୨ ଲକ୍ଷ ତିନି ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଥିଲା। ହେଲେ ପଚାରାଉଚୁରା…
କିନ୍ନରଙ୍କ ସହ ସ୍ବାମୀଙ୍କୁ ବିବାହ କରାଇଲେ ସ୍ତ୍ରୀ
ଭବାନୀପାଟଣା/ନର୍ଲା,୧୩।୯(ସ୍ବ.ପ୍ର./ଡି.ଏନ୍.ଏ.):ମନ ସହ ମନର ମିଳନ ହିଁ ପ୍ରକୃତ ପ୍ରେମ। ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲାର ନର୍ଲା ବ୍ଲକ ଅଧୀନ ଧୁରୁକୁଟି ଗ୍ରାମରେ। ୫ବର୍ଷ ଧରି ବୈବାହିକ ଜୀବନ ବିତାଇଥିବା ଜନୈକ ଯୁବକ ଜଣେ କିନ୍ନରଙ୍କ ହାତ ଧରିଛନ୍ତି।…
ମହିଳା ନିର୍ଯାତନାରେ ୧ ନମ୍ବର: ଗର୍ଜିଲା ଭାଜପା ମହିଳା ମୋର୍ଚ୍ଚା
ଜୁନାଗଡ଼,୧୧।୯(ଡି.ଏନ.ଏ.) ଏନ୍ସିଆର୍ବି ରିପୋର୍ଟ ୨୦୨୧ ଅନୁଯାୟୀ ମହିଳା ନିର୍ଯାତନାରେ ଓଡିଶା ୧ ନମ୍ବର ସ୍ଥାନ ରହିଥିବାରୁ ରାଜ୍ୟ ସରକାରଙ୍କ ବିରୋଧରେ ଭାଜପା ଜିଲା ମହିଳା ମୋର୍ଚ୍ଚା ପକ୍ଷରୁ ରବିବାର କଳାହାଣ୍ଡି ଜିଲା ଜୁନାଗଡ଼ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପରେ ମା’ ଲଙ୍କେଶ୍ୱରୀ…
ମାନସିକ ଚାପରେ ବିଷ ପିଇ ଜୀବନ ହାରିଲେ
କୋକସରା,୧୧।୯(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ଚିଲିଗୁଡା ଗ୍ରାମର ଜଣେ ଯୁବକ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଶାନ୍ତ ଖମାରୀ (୨୦)। ମିଳିଥିବା ସୂଚନା ମୁତାବକ, ସୁଶାନ୍ତ କୌଣସି କାରଣକୁ ନେଇ ମାନସିକ ଚାପରେ ରହୁଥିଲେ। ଫଳରେ ସେ…
ତହସିଲ କାର୍ଯ୍ୟାଳୟରେ ବିବାହ କଲେ ପ୍ରେମୀଯୁଗଳ
କୋକସରା,୧୦ା୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି । ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ପ୍ରେମୀଯୁଗଳ ହେଲେ କାଶୀକାହାଲ ଗ୍ରାମର ସୁଜିତ ସରାଫ ଓ ଅଙ୍କିତା ସରାଫ। କୋକସରା ଭାରପ୍ରାପ୍ତ ତହସିଲଦାର ରାକେଶ ପରୁଆଙ୍କ ଉପସ୍ଥିତିରେ…
କାମରେ ଆସୁନି ମେଗାଲିଫ୍ଟ ପାଇପ୍ ଲାଇନ
କୋକସରା,୯।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା ଗ୍ରାମର ଚାଷୀମାନେ ଗୁରୁବାର କୁସୁମଖୁଣ୍ଟି ଇନ୍ଦ୍ରାବତୀ ଉଠା ମୁଖ୍ୟବନ୍ଧ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ…
କାମରେ ଆସୁନି ମେଗାଲିଫ୍ଟ ପାଇପ୍ ଲାଇନ: ଚାଷୀଙ୍କ ଧାରଣା
କୋକସରା,୮।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା ଗ୍ରାମର ଚାଷୀମାନେ ଗୁରୁବାର କୁସୁମଖୁଣ୍ଟି ଇନ୍ଦ୍ରାବତୀ ଉଠା ମୁଖ୍ୟବନ୍ଧ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ…
ନାସା ଯିବେ କଳାହାଣ୍ଡି ପୁଅ ହ୍ରିଙ୍କାର ମିଶ୍ର
ଭବାନୀପାଟଣା,୮।୯(ସ୍ବ.ପ୍ର.): ଓଡ଼ିଆ ପୁଅଙ୍କ ସଫଳତା। ନାସାରେ ରକେଟ ଲଞ୍ଚ କାର୍ଯ୍ୟକ୍ରମରେ କାମ କରିବାର ସୁଯୋଗ ପାଇବେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଜଣେ ମେଧାବୀ ଛାତ୍ର ହ୍ରିଙ୍କାର ମିଶ୍ର। ତୁଳସୀ ଦୁଇପତ୍ରରୁ ବାସିବା ଭଳି ଛାତ୍ର ଜଣଙ୍କ ପ୍ରତିଭା ପିଲାଟି ବେଳୁ…
ଓଭରଟେକ୍ ବେଳେ ଦୁଇ ବାଇକ୍ ଦୁର୍ଘଟଣାଗ୍ରସ୍ତ: ୨ ଗୁରୁତର
କୋକସରା,୭ା୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଆମପାଣିରୁ ଧର୍ମଗଡ଼କୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ଓ୍ବେର ବଡ଼ କେନ୍ଦୁଗୁଡ଼ା ବଜାର ପଡ଼ିଆ ନିକଟରେ ବୁଧବାର ଅପରାହ୍ନରେ ଦୁଇ ବାଇକ୍ ଓଭରଟେକ୍ କରୁଥିବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ବଡ଼…
Archives


