କଳାହାଣ୍ଡି

କଟ୍‌ନି ଛଟ୍‌ନିକୁ ନେଇ ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୪ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଭାଜପା ପକ୍ଷରୁ ଧାନର କଟ୍‌ନି ଛଟ୍‌ନି, କପାର ଅଭାବୀ ବିକ୍ରି ,ମଦ ଦୋକାନ ଉଚ୍ଛେଦ,ବିଦ୍ୟୁତ୍‌ ଦରଦାମ ବୃଦ୍ଧି ଆଦି ସମସ୍ୟାକୁ ନେଇ ସହରର ଆମ୍ବେଦକର ଛକ,ବଲାଙ୍ଗୀର ଛକ ସମେତ ବିଭିନ୍ନ ଛକରେ ଜାତୀୟ…

ପ୍ରେମିକ ସହିତ ବୁଲିବାକୁ ଯାଇଥିଲେ, ୧୩ ଜଣ କଲେ ଗଣବଳାତ୍କାର

ଭୁବନେଶ୍ୱର,୨।୧: ଆନ୍ଧ୍ରପ୍ରଦେଶରେ ଗଣବଳାତ୍କାର ଶିକାର ହେଲେ ଓଡ଼ିଶାର ୧୭ ବର୍ଷୀୟ ନାବାଳିକା। ବଏଫ୍ରେଣ୍ଡ ସହିତ ବିଶାଖାପାଟଣାର ଆର.କେ ବିଚ୍ ବୁଲିବାକୁ ଯାଇଥିଲା ବେଳେ ଏଭଳି ଛାତି ଥରା ଘଟଣାର ସାମ୍ନା କରିଛନ୍ତି ନାବାଳିକା। ପୋଲିସ ସୂଚନା ମୁତାବକ ନାବାଳିକାଙ୍କୁ ୧୩ ଜଣ…

୪ରେ କଳାହାଣ୍ଡି ବନ୍ଦ

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଧାନ ଓ କପାର ଅଭାବି ବିକ୍ରିକୁ ନେଇ ଭାଜପା ପକ୍ଷରୁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ସକରାତ୍ମକ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏହାର ପ୍ରତିବାଦରେ ଆଗାମୀ ୪ ତାରିଖରେ ଭାଜପା…

ଜବରଦଖଲ ଉଚ୍ଛେଦ, ୧୦ ଏକର ଜମିରେ ଏନ୍‌ଏସି ପୋତିଲା ଲାଲଝଣ୍ଡା

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧୀନ ବସ୍‌ଷ୍ଟାଣ୍ଡ ନିକଟ ଜାତୀୟ ରାଜପଥକୁ ଲାଗି ରହିଥିବା ୧୦ ଏକର ଜମି ଜବରଦଖଲମୁକ୍ତ ହୋଇଛି। ଦୀର୍ଘ ୩୦ ବର୍ଷ ଧରି କୁର୍ଲୁପଡା ଗ୍ରାମର କେତେକ ବ୍ୟକ୍ତି ସମ୍ପୃକ୍ତ ଜମିକୁ ଜବରଦଖଲ କରି…

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ନାମିତ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ

ଭବାନୀପାଟଣା,୨୯।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।…

କଳାହାଣ୍ଡି ଜିଲା: ଜଣେ ମହିଳା ପାଇଛନ୍ତି ସୁଯୋଗ

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ):ସ୍ବାଧୀନତା ପରେ କଳାହାଣ୍ଡି ଜିଲାରେ କେବଳ ଜଣେ ମହିଳା ବିଧାୟିକା ହେବାର ଗୌରବ ଅର୍ଜନ କରିଛନ୍ତି। ସେ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଧର୍ମଗଡ଼ ବିଧାୟକ ପୁଷ୍ପେନ୍ଦ୍ର ସିଂ ଦେଓଙ୍କ ମା’ ସ୍ବର୍ଗତା ରୋଶନି ସିଂଦେଓ। ତାଙ୍କ ସ୍ବାମୀ…

ବ୍ୟାଟିଂ କରୁଥିବା ବେଳେ ପଡ଼ିଗଲେ ବିଧାୟକ, ମୁଣ୍ଡରେ ଲାଗିଲା ଆଘାତ

ଭବାନୀପାଟଣା,୨୫।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡିଠାରେ ସୋମବାର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହାକୁ ଉଦ୍‌ଘାଟନ କରିବାକୁ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂହ ଯାଇଥିଲେ। ଏହି ସମୟରେ ଖେଳାଳି…

ଟ୍ରେନ୍‌ ଧକ୍କାରେ କଟିଲା ଯୁବକଙ୍କ ଗୋଡ଼

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ନିକଟରେ ଏକ ଯାତ୍ରୀବାହୀ ଟ୍ରେନ୍‌ ଧକ୍କାରେ ସୋମବାର ମଧ୍ୟାହ୍ନରେ ଜଣେ ଯୁବକଙ୍କ ଗୋଡ଼ କଟିଯାଇଛି। ଯୁବକଙ୍କ ନାମ ରାଜେନ୍ଦ୍ର ବିହାରୀ (୩୨) ହୋଇଥିବା ବଳେ ସେ ଜୁନାଗଡ଼ ଥାନା ଅନ୍ତର୍ଗତ…

ସାନଭାଇଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ବଡ଼

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ବଡ଼ ଭାଇ ସାନଭାଇଙ୍କୁ ହତ୍ୟା କରିଛନ୍ତି। ଭବାନୀପାଟଣା ସହର ବିବିସିପଡ଼ାର ବଡ଼ ଭାଇ ମହେନ୍ଦ୍ର ବାଗ ଓ ସାନଭାଇ ଗଣେଶ ବାଗଙ୍କ…

ଅଦିନିଆ ବର୍ଷାରେ ନଷ୍ଟହେଲା ଧଳାସୁନା

ଭବାନୀପାଟଣା,୨୪।୧୨(ଉତ୍ତମ କୁମାର ଦାଶ)ଚାଷ ଓ ଚାଷୀଙ୍କୁ ନେଇ ପରିଚିତ କଳାହାଣ୍ଡି ଜିଲା। ଧାନ ସହିତ କପା ଓ ଡାଲି ଜାତୀୟ ଶସ୍ୟ, ମାଣ୍ଡିଆ, ଗୁର୍ଜି ଭଳି ବିଭିନ୍ନ ଚାଷକୁ ନେଇ ବିଶ୍ୱଦରବାରରେ ନିଜର ସ୍ବତନ୍ତ୍ର ପରିଚୟ ପାଇଛି କଳାହାଣ୍ଡି। ଧାନ ଉତ୍ପାଦନରେ…

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଘଟଣା ସ୍ଥଳରେ ୨ ମୃତ

ବେହେରା,୧୭/୧୨ (ଭୂପେଶ ତିୱାରୀ/କୋକସରା, (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ଖପରାମାଲ ରାସ୍ତାରେ ରବିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ହେବା ଫଳରେ ଦୁଇ ଜଣଙ୍କ ଘଟଣା ସ୍ଥଳରେ…

ଚୋରାଚାଲାଣ ବେଳେ ଧାନବୋଝେଇ ଗାଡ଼ି ଜବତ କଲା ଯୋଗାଣ ବିଭାଗ

କୋକସରା,୧୬ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଯୋଗାଣ ବିଭାଗ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଧର୍ମଗଡ଼ ଉପଖଣ୍ଡ ଜୟପାଟଣା, କୋକସରା ବ୍ଲକ ଦେଇ ବାହାର ରାଜ୍ୟ ଓ ଜିଲାକୁ ସଂଯୋଗ କରୁଥିବା ରାସ୍ତାରେ ତନାଘନା ଯାଞ୍ଚ ଜାରି ରଖିଛି। ଶୁକ୍ରବାର ମଧ୍ୟାହ୍ନରେ ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?