ହାତୀନଦୀରେ ବନ୍ୟା: ଚାଷଜମି ଜଳମଗ୍ନ
ଭବାନୀପାଟଣା,୮ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଜାରିରହିଛି। ଏପରିସ୍ଥଳେ ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୨ଟି ଗେଟ୍ ଖୋଲିବା ପରେ ରବିବାର ବିଳମ୍ବିତ ରାତିରୁ ତଳମୁଣ୍ଡରେ ଥିବା ଜୁନାଗଡ଼ ସହର ନିକଟିସ୍ଥ ହାତୀନଦୀରେ…
ଗାଁକୁ ମାଡ଼ି ଆସିଲା କେନାଲ ପାଣି
ଭବାନୀପାଟଣା,୭।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି । ଏନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନ୍ୟପକ୍ଷେ ଇନ୍ଦ୍ରାବତୀ ସବ୍ ମାଇନର କେନାଲରୁ ଜୟପାଟଣା ବ୍ଲକ ଜୋରଖଣ୍ଡି ପଡାକୁ ପାଣି ମାଡ଼ି ଆସି ରବିବାର ଲୋକଙ୍କ ଘରେ ପଶିଛି।…
ଦୁର୍ବୃତ୍ତଙ୍କ କେମିକାଲ ମାଡ଼ରେ ମହିଳା ଗୁରୁତର
ଭବାନୀପାଟଣା,୭।୮(ସ୍ବ.ପ୍ର.): କେତେକ ଦୁର୍ବୃତ୍ତଙ୍କ କେମିକାଲ ମାଡ଼ରେ ଜଣେ ମହିଳା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଧୀନ ପଣ୍ଡିଗାଁରେ। ଆହତ ମହିଳା ହେଉଛନ୍ତି ଯଶୋବନ୍ତି ନିଆଲ। ଜିଲାରେ ଦିନକୁ…
୧୦ ଆନ୍ତଃରାଜ୍ୟ ଡକାୟତ ଗିରଫ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍ପି
ଭବାନୀପାଟଣା,୬ା୮(ସ୍ବ.ପ୍ର.): କଳାହାଣ୍ଡି ପୋଲିସ ଶନିବାର ଏକ ଡକାୟତି ଗ୍ୟାଙ୍ଗର ଫର୍ଦ୍ଦାଫାଶ କରିଛି। ଦୀର୍ଘମାସ ଧରି କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଡକାୟତି କରି ପୋଲିସକୁ ଚକ୍ମା ଦେଇ ଖସି ପଳାଇବାରେ ସକ୍ଷମ ହୋଇ ଆସୁଥିଲେ ଏହି ଡକାୟତ ଦଳ। ଶେଷରେ…
ସ୍ମାର୍ଟ ସ୍କୁଲ ପରିଦର୍ଶନ କଲେ ବିଧାୟକ
କୋକସରା,୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ଜବାହର ଉଚ୍ଚ ବିଦ୍ୟାଳୟ ସ୍ମାର୍ଟ ସ୍କୁଲରେ ରୂପାନ୍ତରିତ ହୋଇଛି। ଶୁକ୍ରବାର ଧର୍ମଗଡ ବିଧାୟକ ମୌଷଧି ବାଗ ସ୍ମାର୍ଟ ସ୍କୁଲ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ସ୍ମାର୍ଟ ଶ୍ରେଣୀ ଗୃହରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସହ…
ଓଲିଟିଲା ପିକ୍ଅପ୍ ଭ୍ୟାନ୍, ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ
ଭବାନୀପାଟଣା,୫।୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ପିପଲା ଗ୍ରାମ ନିକଟରେ ଶୁକ୍ରବାର ଏକ ପିକ୍ଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୩୦ରୁ ଊଦ୍ଧର୍ବ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ଧର୍ମଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ୮ ଜଣ ଶ୍ରମିକଙ୍କ…
ବର୍ଷା ଅଭାବରୁ ଚାଷଜମି ଫାଟି ଆଁ
କର୍ଲାମୁଣ୍ଡା,୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଖରିଫ ଚାଷ ପାଇଁ ଆବଶ୍ୟକ ବର୍ଷା ଅଭାବରୁ ଚାଷ କାର୍ଯ୍ୟ ଆଗାଇ ପାରୁ ନ ଥିବା ଦେଖିବାକୁ ମିଳିଛି। କେତେକ ଜାଗାରେ ଧାନ ରୁଆ ହୋଇ ସାରିଥିଲେ ହେଁ ପାଣି ଅଭାବ ଯୋଗୁ ଧାନ ବିଲ…
ଚୋର ଭାବି ୨ ଯୁବକଙ୍କୁ ନିସ୍ତୁକ ମାଡ଼: ପାରିଶ୍ରମିକ ଟଙ୍କା ଧରି ଗାଁକୁ ଫେରୁଥିଲେ
ଜୁନାଗଡ଼,୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିଶ୍ରମିକ ଟଙ୍କା ଧରି ଫେରୁଥିବା ବେଳେ ରାସ୍ତାରେ ୨ ଯୁବକଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମରାଯାଇଛି। ଯାହାକି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଭଳି…
ସନ୍ଧ୍ୟା ହେଲେ ଅଜଣା ଭୟରେ ପଡ଼ୁଛି ତାଟିକବାଟ: ସଚେତନ କରିବାକୁ ଅଣ୍ଟା ଭିଡିଲେ ଯୁବ ସରପଞ୍ଚ
କୋକସରା,୨।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଗତକିଛି ଧରି ରାତିରେ ସନ୍ଦିଗ୍ଧ ବ୍ୟକ୍ତି ମାନେ ବୁଲୁଥିବା ଏବଂ ଚୋରି ଡକାୟତି କରୁଥିବା ନେଇ ବିଭିନ୍ନ ସୋସିଆଲ ମିଡ଼ିଆରେ ଖବର ଭାଇରାଲ ହେଉଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଏକ ଅଜଣା ଭୟ…
କୋକସରା ତହସିଲର ନୂତନ ତହସିଲଦାର
କୋକସରା,୨।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ଯୋଗଦେଲେ ନୂତନ ତହସିଲଦାର। ପୂର୍ବରୁ ଥିବା ତହସିଲଦାର ମନୋଜ ପାଢ଼ୀଙ୍କୁ ଫୁଲବାଣୀ ଜିଲା ଟିକାବାଲି ବିଡିଓ ଭାବେ ବଦଳି କରାଯିବାପରେ ତାଙ୍କ ସ୍ଥାନରେ ନୂତନ ତହସିଲଦାର ଭାବେ ରାକେଶ ପରୁଆ କାର୍ଯ୍ୟଭାର ଗ୍ରହଣ…
ଝିଅକୁ ଖୋଜି ଆଣିବାକୁ ଥାନାର ଦ୍ୱାରସ୍ଥ ହେଲେ ବାପା
କୋକସରା,୩୧ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝୀଗୁଡ଼ା ପଞ୍ଚାୟତ ମହୁଳମୁଣ୍ଡା ଗାଁର ଧବଳେଶ୍ବର ରାଉତଙ୍କ ଝିଅ ଜୟନ୍ତୀ(୧୮) ଗତ ୨୬ ତାରିଖ ରାତିରୁ ନିଖୋଜ ଅଛନ୍ତି। ପରିବାର ଲୋକେ ଖୋଜାଖୋଜି କରିବା ପରେ ତାଙ୍କର କୌଣସି ପତ୍ତା ପାଇ ନ…
ବିଦ୍ୟୁତ୍ ବିଲ୍ ପୈଠ ପରେ ବି ଲାଗିଲାନି ଟ୍ରାନ୍ସଫର୍ମର
କୋକସରା,୩୦ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ଗୁଡ଼ା ଗ୍ରାମରେ ଲାଗିଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମର ଜୁଲାଇ ୭ରୁ ବଜ୍ରପାତରେ ପୋଡ଼ି ଯାଇଥିଲା। ପରେ ଗ୍ରାମବାସୀ କୋକସରା ବ୍ଲକ ବିଦ୍ୟୁତ୍ ବିଭାଗୀୟ ଟାଟା ପାଓ୍ବାରର କନିଷ୍ଠ ଯନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ତେବେ କନିଷ୍ଠ ଯନ୍ତ୍ରୀ…
Archives


