କଳାହାଣ୍ଡି

ବାଘଛାଲ ଜବତ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା/କୋକସରା,୬ା୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡିରେ ପୁଣି ବାଘଛାଲ ଜବତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ବନ ବିଭାଗ। ଛତିଶଗଡ଼ ଉଦନ୍ତି ସୀତାନଦୀ ବ୍ୟାଘ୍ର ଅଭୟାରଣ୍ୟ ଏବଂ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ପକ୍ଷରୁ କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ଆମପାଣି…

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ୧୭ ଦଫା ଦାବିପତ୍ର ପ୍ରଦାନ

କେସିଙ୍ଗା,୧।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ସ୍ବାଭିମାନ ସୁରକ୍ଷା ମଞ୍ଚର ଆବାହକ ସୁରେଶ ରାଓଙ୍କ ନେତୃତ୍ୱରେ ଶୁକ୍ରବାର ୧୭ ଦଫା ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ପଦ୍ମନାଭ ପୁରୋହିତଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଚାଷୀଙ୍କ ମଣ୍ଡି ସମସ୍ୟାଠାରୁ ଆରମ୍ଭ କରି କିପରି ବିଭିନ୍ନ…

ମହିଳାଙ୍କ ମୃତ୍ୟୁର ତଦନ୍ତରେ ଅସନ୍ତୋଷ ଗ୍ରାମବାସୀ: ଦୃଢ଼ କାର୍ଯ୍ୟାନୁଷ୍ଠାନ ନ ହେଲେ ରାଜରାସ୍ତାକୁ ଓହ୍ଲାଇବୁ

ଭବାନୀପାଟଣା/ଜୁନାଗଡ଼, ୨୭।୧୧(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଚିଚୈଗୁଡ଼ା ଗ୍ରାମରେ ରବିବାର ଜଣେ ବିଧବା ମହିଳାଙ୍କୁ ଘରେ ପୋଡ଼ି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ମୃତା ମହିଳାଙ୍କ ନାମ ପଦ୍ମାବତୀ ମେହେର(୪୦)। ସେ ଘରେ…

କୋହଲା ପାଗ ଚାଷୀଙ୍କ ଚିନ୍ତା ବଢ଼ାଇଲା

କୋକସରା,୨୭।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲାରେ ଗତ କିଛିଦିନ ହେବ କୋହଲା ପାଗ ଲାଗି ରହିଛି। ବର୍ତ୍ତମାନ ଖରିଫ ଋତୁ ଧାନ ପ୍ରାୟ ୬୦/୭୦ ପ୍ରତିଶତ ଅମଳ କରି ଖୋଲା ଆକାଶ ଧାନ ଖଳାରେ ରଖି ମଣ୍ଡି କେବେ ଖୋଲିବ ସେ…

କଇଁଫୁଲ ତୋଳିବା କାଳ ହେଲା

ଭବାନୀପାଟଣା,୨୬।୧୧(ଉତ୍ତମ କୁମାର ଦାଶ): କଳହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବରଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀକୁ କଇଁ ଫୁଲ ତୋଳିବାକୁ ଯାଇ ପଙ୍କ ଓ କଇଁ ନଡାରେ ଛନ୍ଦି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମହିଳାଙ୍କୁ ପୋଡ଼ି ମାରିଦେଲେ, ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ଭାଇ

ଭବାନୀପାଟଣା,୨୬ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଚୈଗୁଡ଼ା ଗ୍ରାମରେ ରବିବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବିଧବା ମହିଳାଙ୍କୁ ଘରେ ପୋଡ଼ି ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି। ମୃତ ମହିଳାଙ୍କ ନାମ ପଦ୍ମାବତୀ…

ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଳାହାଣ୍ଡିର ହାବସପୁରୀ ଶାଢ଼ି

ଭବାନୀପାଟଣା,୨୬।୧୧(ଉତ୍ତମ କୁମାର ଦାଶ)ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଳାହାଣ୍ଡିର ହାବସପୁରୀ ଶାଢ଼ି। ଜିଲାର ଜୁନାଗଡ଼ ବ୍ଲକ୍ର ଚିଚୈଗୁଡା, ବଲଧିଆମାଲ, ଚକୁଲି, ଧର୍ମଗଡ଼ ବ୍ଲକ ଜୟନ୍ତପୁର ଅଞ୍ଚଳରେ ବୁଣାକାରମାନଙ୍କ ଦ୍ୱାରା ବୁଣାଯାଉଥିବା ହାବସପୁରୀ ଶାଢ଼ିକୁ ନେଇ ନିର୍ମିତ ହେବାକୁ ଥିବା ଡକ୍ୟୁମେଣ୍ଟାରି ଫିଲ୍ମ ଗୋଆରେ…

ଆଇନ ଅମାନ୍ୟକାରୀଙ୍କ ଉପରେ କଠୋର ହୁଅ

ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ସଡ଼କ ସୁରକ୍ଷା ସମିତି ଓ ଶୂନ୍ୟ ମୃତ୍ୟୁ ସପ୍ତାହ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଜିଲାର ପରିବହନ ବିଭାଗରେ…

ହନ୍ତାଳଗୁଡ଼ା ଘାଟିରୁ ତଳକୁ ଖସିଲା ଗାଡ଼ି, ୫ ମୃତ, ୩ ଗୁରୁତର

ଚିତ୍ରକୋଣ୍ଡା,୨୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ହନ୍ତାଳଗୁଡ଼ା ଘାଟିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ସିମେଣ୍ଟ ରଡ଼ ବୋଝେଇ ଟିପ୍ପର ଗାଡ଼ି ହନ୍ତାଳଗୁଡ଼ା ଘାଟି ଦେଇ ଯାଉଥିବା ସମୟରେ ଗାଡ଼ିଟି ତଳକୁ ଖସିପଡ଼ିଥିଲା। ଗାଡ଼ିରେ ୧୬ ଜଣ ଥିବା…

ଅସୁସ୍ଥ ଥିବା ହାତୀର ମୃତ୍ୟୁ

ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅଧୀନରେ ଥିବା କମର୍ଡା ସେକ୍ସନର ଗନ୍ଧାରବାରୁ ଗାଁ ନିକଟରେ ଅସୁସ୍ଥ ହୋଇ ଏକ ହାତୀ ଚିକିତ୍ସିତ ହେଉଥିଲା। ତେବେ ହାତୀଟିର ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଗାଡ଼ି ଓଲଟି ମହିଳାଙ୍କ ଜୀବନ ଗଲା, ୧୩ ଗୁରୁତର

ମ.ରାମପୁର,୨୨ା୧୧(ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ମ.ରାମପୁର ଦେଇ ଯାଇଥିବା ରାୟପୁର ଓ ଗୋପାଳପୁର ଜାତୀୟ ରାଜପଥ ୫୯ ସଡ଼କ ଉପରେ କେନ୍ଦୁଘାଟି ନିକଟରେ ଓଡି ୦୮ ଟି ୦୬୬୭ ନମ୍ବର ବିଶିଷ୍ଟ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି। ଏଥିରେ କନ୍ଧମାଳ…

ଆଦିବାସୀ ଜମି ଅନ୍ୟତ୍ର ବିକ୍ରି ପ୍ରତ୍ୟାହାର ପାଇଁ ତହସିଲଦାରଙ୍କୁ ଦାବିପତ୍ର

କୋକସରା,୨୨ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଓଡ଼ିଶା ସରକାରଙ୍କ ପକ୍ଷରୁ ଗତ ୧୪ା୧୧ା୨୩ କ୍ୟାବିନେଟ୍‌ ରେଜୁଲେଶନ ୨ରେ ଆଦିବାସୀଙ୍କ ଜମି ଅଣ ଆଦିବାସୀଙ୍କୁ ବିକ୍ରି କରିବା ପ୍ରସଙ୍ଗରେ ନିଆ ଯାଇଥିବା ନିଷ୍ପତ୍ତିକୁ ପ୍ରତ୍ୟାହୃତ କରିବା ପାଇଁ ଓଡ଼ିଶାରେ ଆଦିବାସୀଙ୍କ ମଧ୍ୟରେ ତୀବ୍ର ବିରୋଧ ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?