କେବେ ଶେଷ ହେବ ଜନନୀ ଯନ୍ତ୍ରଣା: ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ
ଥୁଆମୂଳ ରାମପୁର,୬।୬(ଦୁର୍ଗା କୀର୍ତ୍ତି): କେବେ ଶେଷ ହେବ ଦୁର୍ଗମ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳର ଜନନୀ ଯନ୍ତ୍ରଣାର ଦୁଃଖ। ପୁଣି ଗର୍ଭବତୀଙ୍କୁ ଖଟିରେ ବୁହା ହେବା ଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଦୁର୍ଗମ ଅଞ୍ଚଳରେ ଭଲ ରାସ୍ତାଘାଟ ନ…
ଉତ୍କେଲାରୁ ରାୟପୁରକୁ ଉଡ଼ିଲା ବିମାନ
କେସିଙ୍ଗା,୬ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ ଉତ୍କେଲା ଏୟାରପୋର୍ଟରୁ ସାବିତ୍ରୀ ଆମାବାସ୍ୟା ଉପଲକ୍ଷେ ରାୟପୁରକୁ ଉଡ଼ିଛି ବିମାନ। ଗୁରୁବାର ଏୟାର ଓ୍ବାନ ଇଣ୍ଡିଆ ପକ୍ଷରୁ ରାୟପୁରକୁ ଏହି ବିମାନ ଯାତ୍ରା କରିଛି। ଉକ୍ତ କାର୍ଯ୍ୟକ୍ରମରେ ଜୁନାଗଡ଼ ବିଧାୟକ ତଥା କ୍ୟାପ୍ଟେନ…
ଅଭିଶପ୍ତ ଜୀବନ ବିତାଉଛନ୍ତି ଜାକମ୍ ଗ୍ରାମବାସୀ
ଭବାନୀପାଟଣା,୬ା୬(ଉତ୍ତମ କୁମାର ଦାଶ)ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ସୁବିଧା ପାଇଁ ଅନେକ ଯୋଜନା କରୁଛନ୍ତି। ହେଲେ କଳାହାଣ୍ଡି ଜିଲାର ଅନେକ ଅଞ୍ଚଳରେ ଲୋକଙ୍କ ପାଇଁ ସରକାରଙ୍କ ଯୋଜନା ପହଞ୍ଚତ୍ ପାରିନାହଁି। ଫଳରେ ସେମାନେ ଅଭିଶପ୍ତ ଜୀବନ ବିତାଉଛନ୍ତି। ଏପରି…
ନର୍ଲାରେ ଭକ୍ତ ଦାସଙ୍କୁ ହରାଇଲେ ମନୋରମା
ରୁପ୍ରାରୋଡ,୪।୬(ସଞ୍ଜିବ ଦାସ): ନର୍ଲା ବିଧାନସଭା ଆସନରେ ବିଜେଡି ବିଧାୟିକା ପ୍ରାର୍ଥିନୀ ମନୋରମା ମହାନ୍ତି ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା କଂଗ୍ରେସ ପ୍ରାର୍ଥୀ ଭକ୍ତ ଦାସଙ୍କୁ ୫୫୬୯ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ସେହିପରି ଭାଜପା ପ୍ରାର୍ଥୀ…
କଳାହାଣ୍ଡିରେ ମାଳବିକା ଆଗୁଆ
ଭବାନୀପାଟଣା,୪ା୬(ଉତ୍ତମ କୁମାର ଦାଶ): ମଙ୍ଗଳବାର ରାଜ୍ୟରେ ଜାରି ରହିଛି ଭୋଟ୍ ଗଣତି। ଏହି କ୍ରମରେ କଳାହାଣ୍ଡିରେ ପୋଷ୍ଟାଲ ବାଲଟ ଗଣତି ହେଉଥିବା ବେଳେ କିଛି ସ୍ଥାନରେ ଶେଷ ହୋଇଛି। ବାଲଟ ଗଣତିରେ କଳାହାଣ୍ଡି ଏମ୍ପି ପ୍ରାର୍ଥିନୀ ମାଳବିକା କେଶରୀ ଦେଓ ଆଗୁଆ…
ତାଣ୍ଡବ ରଚିଲା କାଳବୈଶାଖୀ: ଉପୁଡିଲା ବିଦ୍ୟୁତ୍ ଖୁଣ୍ଟ, ବଡ଼ ଗଛ ଧରାଶାୟୀ
କୋକସରା,୨ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକ ଅଞ୍ଚଳରେ ରବିବାର ତାଣ୍ଡବ ରଚିଛି କାଳବୈଶାଖୀ। ଅପରାହ୍ନରେ ପ୍ରବଳ ପବନ ସହ ବର୍ଷା ଯୋଗୁ ବ୍ଲକର ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡିପଡିଛି। ଫଳରେ ବିଦ୍ୟୁତ…
ଜଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଅନ୍ୟ ଜଣଙ୍କ ଆଧାର ଲିଙ୍କ୍
ଲାଞ୍ଜିଗଡ଼,୨ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ କେନ୍ଦୁଗୁଡା ଗ୍ରାମର ପାର୍ବତୀ ସାହୁ (୭୪)ଙ୍କ ନାମରେ ଥିବା ବ୍ୟାଙ୍କ ଆକାଉଣ୍ଟରେ ମାଳିଯୁବାଙ୍ଗ ପଞ୍ଚାୟତର ପାର୍ବତୀ ସାହୁ ନାମକ ଅନ୍ୟ ଜଣେ ମହିଳାଙ୍କ ଆଧାର ଲିଙ୍କ୍ ଯୋଗୁ ହିତାଧିକାରୀ…
ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର
ଲାଞ୍ଜିଗଡ,୩୧ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅଧୀନ କପାଗୁଡା ଗାଁରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ଆକ୍ରମଣ କରିବା ଘଟଣାରେ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ, କପାଗୁଡା ଗାଁର ପୁରୁଷୋତ୍ତମ…
ମିଳିଲା ଦନ୍ତାହାତୀର ମୃତଦେହ
ଲାଞ୍ଜିଗଡ,୩୦ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସୀମାନ୍ତ ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ କମର୍ଦ୍ଦା ସେକ୍ସନ ଭୁର୍ଟିଗଡ଼ ବିଟ ଅନ୍ତର୍ଗତ କୁଟିମସ୍କା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହକୁ ବନ ବିଭାଗ ଗୁରୁବାର ଠାବ କରିଛି। ତେବେ ସପ୍ତାହେ ହେବ…
ବାଇକ୍ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର
ଥୁଆମୂଳ ରାମପୁର, ୩୦ା୫:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୁଣୁପୁର ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାରେ ଗୁରୁବାର ଏକ ବାଇକ୍ ଦୁର୍ଘଟଣା ଘଟିଛି l ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ…
ହଜିବାକୁ ବସିଛି କଳାହାଣ୍ଡିର ହାବସପୁରୀ ପାଟଶାଢ଼ି
ଭବାନୀପାଟଣା,୩୦ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ହାବସପୁରୀ ପାଟଶାଢ଼ିର କମକୁଟ ପରିପାଟୀ ମହିଳାମାନଙ୍କୁ ଆକର୍ଷିତ କରିଥାଏ। ହେଲେ ସରକାରୀ ସହାୟତା ଓ ପ୍ରୋତ୍ସାହନ ଅଭାବରୁ ବିଭିନ୍ନ ସମୟରେ ବିଶ୍ବ ଦରବାରରେ ନିଜର ଏକ ନିଆରା ଛାପ ସୃଷ୍ଟି କରିଥିବା ହାବସପୁରୀ ପାଟଶାଢ଼ି ହଜିବାକୁ ବସିଛି।…
ଗଛତଳେ ଆଶ୍ରୟ ନେଇଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଯୁବକଙ୍କ ଜୀବନ
କୋକସରା,୨୯ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଧଅଁରପୁର ପଞ୍ଚାୟତ ତେନ୍ତୁଳିପଡ଼ାରେ ବଜ୍ରପାତ ଘଟି ଦୁଇ ଯୁବକଙ୍କ ଜୀବନ ଯାଇଛି। ଧଅଁରପୁର ଗ୍ରାମକୁ ମିସ୍ତ୍ରୀ କାର୍ଯ୍ୟ କରି ବୁଧବାର ସନ୍ଧ୍ୟାରେ ଫେରୁଥିବା ସମୟରେ ଝଡ଼ ତୋଫାନ, ଘଡ଼ଘଡ଼ି, ବିଜୁଳି ହେବାରୁ…

