କଳାହାଣ୍ଡି

ରୁମ୍‌ ନଂ.୨୦କୁ ନେଇ ବଢୁଛି ସସ୍‌ପେନ୍ସ

ଭବାନୀପାଟଣା,୨୩ା୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଏବେ ପୋଲିସ କବଜାରେ ରହିଛନ୍ତି। ଗୋବିନ୍ଦ ଶୁକ୍ରବାର ହତ୍ୟା ଘଟଣାର ସିନ୍‌ ରିକ୍ରିଏଶନ କରିଥିଲେ ...

ଦିବ୍ୟଶଙ୍କରଙ୍କ ବାସଭବନକୁ ଅଣ୍ଡା ମାଡ଼

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଯୁବ ଓ ଛାତ୍ର କଂଗ୍ରେସ ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଭବାନୀପାଟଣାସ୍ଥିତ ମନ୍ତ୍ରୀ...

ଏସ୍‌ପି ଅଫିସ ସମ୍ମୁଖରେ କଂଗ୍ରେସର ଗଣଧାରଣା

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ପାଇଁ ଶୁକ୍ରବାର ଭବାନୀପାଟଣାସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ଗଣଧାରଣା ଦେଇଛି ଜିଲା କଂଗ୍ରେସ। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ...

ଶାଶୁଙ୍କ ହତ୍ୟା ପାଇଁ ବିଷ ମଗାଇଥିଲେ ବୋହୂ, ଅଡିଓ ରେକର୍ଡ ଭାଇରାଲ

ଜୁନାଗଡ଼,୨୨।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଜଣେ ବୋହୂ ତାଙ୍କ ଶାଶୁଙ୍କୁ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଔଷଧ ଦୋକାନୀ ଏବଂ ମହିଳାଙ୍କ ମଧ୍ୟରେ ବିଷ ବାବଦାରେ ହୋଇଥିବା ଫୋନ କଲ୍‌ର ଅଡିଓ ଭାଇରାଲ ହେବା...

ଦିବ୍ୟଶଙ୍କରଙ୍କ ବାସଭବନ ଉପରେ ଅଣ୍ଡା ମାଡ଼

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣାରେ ଆଇନ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଭବାନୀପାଟଣାଠାରେ ଯୁବ ଓ ଛାତ୍ର କଂଗ୍ରେସର ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଭବାନୀପାଟଣାସ୍ଥିତ ମନ୍ତ୍ରୀ...

ରାଧେଙ୍କ ଘରୁ ମିଳିଥିବା ଫୋନ୍‌ କାହାର

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ହତ୍ୟାକାଣ୍ଡ ମାମଲାରେ ଗିରଫ ଅନ୍ୟତମ ଅଭିଯୁକ୍ତ ରାଧେ ଚଣ୍ଡୀଙ୍କ ଘରୁ ଏକ ବ୍ୟାଗ ମିଳିଛି।...

ଡେମୋ ଦେଖାଇଲେ ଗୋବିନ୍ଦ ସାହୁ: କେମିତି ପୋଡିଥିଲେ ମମିତାଙ୍କୁ…

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗୋବିନ୍ଦ ସାହୁ ଶୁକ୍ରବାର ଡେମୋ ଦେଖାଇଛନ୍ତି। ଭୋରରେ ତାଙ୍କୁ ମହାଲିଙ୍ଗ ଷ୍ଟାଡିୟମକୁ ନିଆଯାଇଥିଲା। ଯେଉଁଠି ସେ ମମିତାଙ୍କୁ ପୋଡ଼ିବା ପରେ ପୋତି...

୬ ହଜାର ଟଙ୍କା ନେଇ ଧରାପଡ଼ିଲେ ପିଇଓ

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଲପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) କ୍ଷମା ପ୍ରସାଦ ଦୁରିଆ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର କଳାହାଣ୍ଡି ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜଣେ ହିତାଧିକାରୀଙ୍କଠାରୁ ପ୍ରଧାନମନ୍ତ୍ରୀ...

ବଡ଼ କାର୍ଯ୍ୟାନୁଷ୍ଠାନ: କେ. ଗାଁ ଥାନା ଅଧିକାରୀ ସସ୍‌ପେଣ୍ଡ

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କେ.ଗାଁ ଥାନା ଅଧିକାରୀ ଡମୁ ପରଜାଙ୍କୁ ସସ୍‌ପେଣ୍ଡ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ତାଙ୍କୁ ସସ୍‌ପେଣ୍ଡ କରାଯାଇଥିବା ନେଇ ଗୁରୁବାର କଳାହାଣ୍ଡି ଏସ୍‌ପି ଶ୍ରବଣ ବିବେକ ସୂଚନା...

ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ କଲେ ମହିଳା ମୋର୍ଚ୍ଚା

ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ଅପହରଣ ଓ ହତ୍ୟା ଘଟଣା ନେଇ ବୁଧବାର ଜିଲା ଭାଜପା ପକ୍ଷରୁ କଳାହାଣ୍ଡି ବନ୍ଦ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣାସ୍ଥିତ ଗୃହରାଷ୍ଟ୍ର...

ମମିତା ମୃତ୍ୟୁ ମାମଲାରେ ଭାଜପା ପକ୍ଷରୁ ରାସ୍ତା ଅବରୋଧ

କେସିଙ୍ଗା,୨୦ା୧୦(ଡି.ଏନ୍‌.ଏ.): ଅଧ୍ୟକ୍ଷା ମମିତା ମେହେର ମୃତ୍ୟୁକୁ ନେଇ କେସିଙ୍ଗାରେ ଭାଜପା ପକ୍ଷରୁ ବୁଧବାର ରାସ୍ତାରୋକୋ କରାଯାଇଛି। ସକାଳ ସାଢ଼େ ୬ରୁ ପ୍ରାଣୀ ଚିକିତ୍ସା କେନ୍ଦ୍ର ନିକଟରେ ଏହି ରାସ୍ତାରୋକୋ କରାଯାଇଥିଲା। ଗୃହ ରାଷ୍ଟ୍ରୀମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସନ୍‌ସାଇନ୍‌ କଲେଜର ମାଲିକ...

ଭାଜପାର କଳାହାଣ୍ଡି ବନ୍ଦ

କଳାହାଣ୍ଡି,୧୯।୧୦: ବେସରକାରୀ କଲେଜ ଅଧ୍ୟକ୍ଷା ମମିତା ମେହେରଙ୍କ ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଧରାପଡ଼ିଛି। ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ପୋଲିସ ବଙ୍ଗୋମୁଣ୍ଡ ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦ ଗାଁର ଏକ ଆଖୁ କିଆରୀରୁ ଗିରଫ କରିଛି। ଏହି ଘଟଣାରେ କଳାହାଣ୍ଡିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri