ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
ଭବାନୀପାଟଣା,୨୭ା୫(ଉତ୍ତମ କୁମାର ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ.ରାମପୁର କାଣୀଗୁମ୍ମା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସନ୍ନ୍ୟାସୀ ନାୟକ। ସୋମବାର ସକାଳେ ଅଭିଯୋଗକାରୀଙ୍କଠାରୁ ମନରେଗା ଯୋଜନାରେ ଶ୍ରମିକ ପାଉଣା ପ୍ରଦାନ କରିବା ଓ ମଷ୍ଟରରୋଲ୍ ଆଗେଇ…
ଦେଢ଼ଶୁର ବଳାତ୍କାର କରିବା ପରେ ଚରମ ନିଷ୍ପତ୍ତି ନେଲେ ମହିଳା
ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ବିବାହିତା ମହିଳାଙ୍କୁ ନିଜ ସମ୍ପର୍କୀୟ ଦେଢ଼ଶୁର ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହାପରେ ମହିଳା ଜଣକ ଲୋକଲଜ୍ଜାକୁ ସହି ନ ପାରି ବିଷ ପିଇ…
ଜୁନାଗଡ଼ରେ ପ୍ରାଚୀନ ନଗର ସଭ୍ୟତାର ସନ୍ଧାନ
ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ପ୍ରାଚୀନ ନଗର ସଭ୍ୟତା ଧ୍ୱଂସାବଶେଷର ସନ୍ଧାନ ମିଳିଛି। ଅନ୍ତର୍ଜାତୀୟ ପତ୍ରିକା ‘ହେରିଟେଜ୍’ରେ ଏ ସମ୍ପର୍କିତ ରିପୋର୍ଟ ପ୍ରକାଶ ପାଇବା ପରେ ବୁଦ୍ଧିଜୀବୀ, ଐତିହାସିକ ଓ କଳାହାଣ୍ଡିବାସୀଙ୍କ ମନରେ ଉତ୍ସୁକତା ବଢ଼ିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ…
କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ
ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ ଚିନ୍ତା। ଅଭାବୀ ବିକ୍ରିର ଶିକାର ହେଉଛନ୍ତି କଳାହାଣ୍ଡି ଜିଲାର କାଜୁ ଚାଷୀ। ଜିଲାର କାଜୁଚାଷ…
ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ
ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍ଏସ୍ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସଞ୍ଜୁସ୍ମିତା ମୁଣ୍ଡ। ତାଙ୍କ ଘର ମହାବୀରପଡ଼ା ବୋଲି ଜଣାପଡିଛି। ମିଳିଥିବା…
ଭବାନୀପାଟଣାରେ ଫେଲ୍ ମାରିଛି ମୁକ୍ତା ଯୋଜନା
ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପିଲାଙ୍କ ପାର୍କ ହୋଇଥିଲେ ପିଲାମାନେ ଖେଳି ମଜା ନିଅନ୍ତେ। ବଡ଼ମାନେ ଘେରାଏ ବୁଲି…
ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ
ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି l କେହି ପରପୁରୁଷ ପ୍ରେମରେ ପଡ଼ି ସ୍ବାମୀଙ୍କୁ ହତ୍ୟା କରୁଛନ୍ତି ତ କେହି ପର…
ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି
ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି ଆସୁଥିବା ଏକ ସ୍କର୍ପିଓ ପ୍ରଥମେ ଏକ ଗାଈକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଗାଈର…
ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ
କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ କେସିଙ୍ଗା ପୋଲିସ ଶୁକ୍ରବାର କୋର୍ଟ ଚାଲାଣ କରିଛି। ପରଲସିଙ୍ଗା ଗ୍ରାମ ମହୁଲପଡାର ଜିତୁଙ୍କୁ ତାଙ୍କ…
ସ୍ବାମୀଙ୍କ ମୃତ୍ୟୁ ପରେ ଅସହାୟ ପରିବାର: ଶୁଦ୍ଧିକ୍ରିୟା ପାଇଁ ସହାୟତା ଯୋଗାଇ ଦେଲେ ସରପଞ୍ଚ
କେସିଙ୍ଗା,୧୫।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ପରଲସିଙ୍ଗା ପଞ୍ଚାୟତ ରଏନପଡା ଗ୍ରାମର ବିରଞ୍ଚି ନାଏକ (୩୨)ଙ୍କୁ ଯୋଜନା ମୁତାବକ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ନେଇ ସ୍ତ୍ରୀ ଲିଲି ନାଏକ ଅଭିଯୋଗ କରିଛନ୍ତି। ଏ ନେଇ କେସିଙ୍ଗା ଥାନା…
ନିଖୋଜର ଦିନକ ପରେ ମିଳିଲା ମୃତଦେହ: ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ
କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଭମରମାଲ ଛକ ନିକଟରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ କେସିଙ୍ଗା ଥାନା ଅଧୀନ ପରଲସିଙ୍ଗା ଗ୍ରାମର ରଏନପଡାର ବିରଞ୍ଚି ନାଏକ(୩୨)। ମିଳିଥିବା ସୂଚନା ମୁତାବକ, ବିରଞ୍ଚିଙ୍କୁ…
ବୁଥ ନ ହେବାରୁ ଭୋଟ ଦେଲେନି ଗ୍ରାମବାସୀ
କୋକସରା,୧୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସୋମବାର ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ପାଇଁ ମତଦାନ ପ୍ରକିୟା ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମତଦାନ ହୋଇଥିବା ବେଳେ ଗାଁରେ ମତଦାନ କେନ୍ଦ୍ର କରିବାକୁ ଦାବି କରି ଭୋଟ ବର୍ଜନ କରିଛନ୍ତି…

