କଳାହାଣ୍ଡି

ଗ୍ରାହକ ସେବାକେନ୍ଦ୍ର ମୁଖ୍ୟ ଜେଲଗଲେ

କୋକସରା,୮।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ ବଡ଼ପୋଡ଼ାଗୁଡ଼ା ଗ୍ରାମର ଆମପାଣି ଷ୍ଟେଟ ବ୍ୟାଙ୍କ ଦ୍ୱାରା ଅନୁବନ୍ଧିତ ଏକ ଗ୍ରାହକ ସେବାକେନ୍ଦ୍ରରୁ ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ହଡପ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଓଳଟି ପଡ଼ିଲା ବୋଲେରୋ: ଜଣେ ଶ୍ରମିକ ମୃତ, ୪ ଆହତ

ଲାଞ୍ଜିଗଡ଼,୮।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଛତ୍ରପୁର ପଞ୍ଚାୟତ ଭାଟଗୁଡ଼ା ଗାଁ ଶିବ ମନ୍ଦିର ନିକଟ ଏକ ବୁଲାଣିରେ ରବିବାର ଭାରସାମ୍ୟ ହରାଇ ଏକ ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଜୁନାଗଡ଼ ଥାନା କୁଟେନ ଗାଁର ବିରଞ୍ଚି…

ଚାଉଳ ଆଣିବାକୁ ଯାଇଥିବା ହିତାଧିକାରୀଙ୍କୁ ଆକ୍ରମଣ

କର୍ଲାମୁଣ୍ଡା,୮।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ଗ୍ରାମର ହିତାଧିକାରୀମାନେ ରବିବାର ପଞ୍ଚାୟତ କାର୍ଯ୍ୟାଳୟକୁ ପିଡ଼ିଏସ୍‌ ଚାଉଳ ଆଣିବାକୁ ଯାଇଥିବା ବେଳେ ଜୋରାଡବରା ଗ୍ରାମର କେତେକ ବ୍ୟକ୍ତି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ…

ପିଡିଏସ୍‌ ଚାଉଳ ଆଣିବା ବେଳେ ଦୁଇ ଗ୍ରାମର ଲୋକଙ୍କ ମଧ୍ୟରେ ମାଡ଼ପିଟ୍‌

କର୍ଲାମୁଣ୍ଡା,୮ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ଗ୍ରାମର ହିତାଧିକାରୀମାନେ ରବିବାର ପଞ୍ଚାୟତ କାର୍ଯ୍ୟାଳୟକୁ ପିଡିଏସ୍‌ ଚାଉଳ ଆଣିବାକୁ ଯାଇଥିଲେ। ଏହି ସମୟରେ ଜୋରାଡବରା ଗ୍ରାମର କିଛି ବ୍ୟକ୍ତି ଆକ୍ରମଣ କରିଥିବା ଅଭିଯୋଗ କରି କୁଶୁର୍ଲା…

ଟେକ୍ସଟାଇଲ ପାର୍କ ନ ଥିବାରୁ କପାଚାଷୀ ଉପକୃତ ହୋଇପାରୁନାହାନ୍ତି: ମନମୋହନ

ଭବାନୀପାଟଣା,୮।୧୦(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କଳାହାଣ୍ଡି ଜିଲା ଗସ୍ତରେ ଆସିଥିଲେ। ଶନିବାର ପୂର୍ବାହ୍ନରେ ଭବାନୀପାଟଣା ସର୍କିଟ ହାଉସଠାରେ ଜିଲା ଭାଜପା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, କଳାହାଣ୍ଡି ଜିଲାରେ ଅଧିକ କପା ଚାଷ…

ଡୁଡୁକାଠେଙ୍ଗା ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଚିଠି

କୋକସରା,୭ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ଓ୍ବେ ଦର୍ଲିପଡ଼ା ଛକରୁ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଓ ଧବେନ ଚଞ୍ଚରା ୭ କିଲୋମିଟର ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ପଞ୍ଚାୟତର ଜଙ୍ଗଲ…

ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମା’ଲଙ୍କେଶ୍ୱରୀ ପୀଠ

ଭବାନୀପାଟଣା/ଜୁନାଗଡ଼,୭।୧୦(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶୁକବାର ସନ୍ଧ୍ୟାରେ ମହାସମାରୋହରେ ପାଳିତ ହୋଇଯାଇଛି। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ ଦର୍ଶନ…

ବିଦ୍ୟୁତ  ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବି 

କେସିଙ୍ଗା,୭।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଉତ୍‌କେଲା ଫାଣ୍ଡି ଅନ୍ତର୍ଗତ ଚିଚର୍ଲା ଗ୍ରାମରେ ଥିବା ଦାରକାପୁରୀ ଟେକ୍ସଟାଇଲ କପା ମିଲରେ ଜଣେ ଶ୍ରମିକ କାମ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତକ…

୨୨ରେ ମା’ ମାଣିକେଶରୀଙ୍କ ଛତରଯାତ୍ରା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମା’ ମାଣିକେଶରୀ ପବିତ୍ର ଛତର ଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ଥିଲେ।…

ଚର୍ଚ୍ଚାରେ ଅନମୋଲ ଅଙ୍କିତା

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଭବାନୀପାଟଣା ସହରର ଝିଅ ଅନମୋଲ ଅଙ୍କିତା ନୂଆଦିଲ୍ଲୀସ୍ଥିତ ନୂଆ ସଂସଦ ଭବନରେ ଲାଲବାହାଦୁର ଶାସ୍ତ୍ରୀଙ୍କ ଉପରେ ଇଂଲିଶରେ ବକ୍ତୃତା ଉପସ୍ଥାପନା କରି ଏବେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ…

ଶକ୍ତି, ଶୌର୍ଯ୍ୟର ପ୍ରତୀକ ଖଣ୍ଡାବସା

ଆସୁଛି ପାର୍ବଣ। ଚାଲିଛି ପ୍ରସ୍ତୁତି। ଶରତକାଳୀନ କାଶତଣ୍ଡୀ ଫୁଲର ସମ୍ଭାର ପାର୍ବଣ ଋତୁ ଆଗମନର ସୂଚନା ଦେଲାଣି। ମା’ ଦୁର୍ଗାଙ୍କ ଆବାହନ ପାଇଁ ସଜେଇ ହେଉଛି ପୂଜା ମଣ୍ଡପ। ଶକ୍ତିପୀଠରେ ବି ଜମି ଆସୁଛି ଶ୍ରଦ୍ଧାଳୁଙ୍କ ଭିଡ। ମହିଷମର୍ଦ୍ଦିନୀ ମା’ ଦୁର୍ଗାଙ୍କ…

୩୭ ଦିନରେ ପହଞ୍ଚିଲା ଧର୍ମଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବି

କୋକସରା,୪ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗଣଧାରଣା ଆଜିକୁ ୩୭ ଦିନରେ ପହଞ୍ଚିଛି। ବୁଧବାର କ୍ରିୟାନୁଷ୍ଠାନ କମିଟିର ଡାକରାରେ ଧର୍ମଗଡ଼ ଉପଖଣ୍ଡର ଗୋଲାମୁଣ୍ଡା, ଧର୍ମଗଡ଼, କୋକସରା, କଲମପୁର ବ୍ଲକରେ ବନ୍ଦ ଡାକରା ଦିଆଯାଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?