ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ
ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ୪ କି.ମି. ଚାଲି ଚାଲି ଡାକ୍ତରଖାନା ଗଲେ ଗର୍ଭବତୀ ମହିଳା। ଏଭଳି ଏକ…
ଭାଜପାର ମୋଟର ସାଇକେଲ ରାଲି
କେସିଙ୍ଗା,୧୦।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବୋରିଙ୍ଗପଦର ଠାରୁ ସହରର ବଗାଡ଼ ଯାଏ ଭାଜପାର ମୋଟର ସାଇକେଲ ରାଲି ଟାଉନ ସଭାପତି ମଗନ ସିନ୍ଦୁରଙ୍କ ନେତୃତ୍ୱରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏହି ରାଲିରେ ଏମ.ପି ପ୍ରାର୍ଥୀନି ମାଲବିକା ଦେଓ, ପୂର୍ବତନ…
ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁନ୍ନା ଖାଁ
କୋକସରା,୧୦ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନିର୍ବାଚନ ପାଇଁ ବିଗୁଲ ବାଜି ସାରିଥିବା ବେଳେ ହାତ ଗଣତି ସମୟ ରହିଛି। ପ୍ରଚାର ପାଇଁ ଦିନରାତି ଏକ କରି ଦେଇଛନ୍ତି ପ୍ରାର୍ଥୀ ଓ ସମର୍ଥକ। ଗୁରୁବାର ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ କଳାହାଣ୍ଡି ଜିଲା କୋକସରା ବ୍ଲକର…
ସରକାରଙ୍କ ଅଣଦେଖା: ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ
ଭବାନୀପାଟଣା,୯ା୫(ଉତ୍ତମ କୁମାର ଦାଶ): ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଓ ଜନପ୍ରତିନିଧିମାନଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁ ଆଜି ବି ଉପାନ୍ତ ଅଞ୍ଚଳରେ ସରକାରଙ୍କ ବିକାଶ ପହଞ୍ଚି ପାରିନାହିଁ।…
ବିଧାୟକ, ଏମ୍ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ
କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ ୬ର ଘରକୁ ଘର ବୁଲି ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ,ଏମ୍.ପି. ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କ…
ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍
କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ ଟ୍ରକ୍ ଫସି ରହିଥିବା ଦେଖିବାକୁ ମିଳିଛି। ଉକ୍ତ କଂକ୍ରିଟ ରାସ୍ତାଟି ୨୦୨୩-୨୪ ଆର୍ଥିକ ବର୍ଷରେ…
ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ୮୦-ବିଧାନ ସଭା ଭବାନୀପାଟଣା ନିର୍ବାଚନ କ୍ଷେତ୍ରକୁ ହାତେଇବା ପାଇଁ ସବୁ…
ଜମୁଛି ପ୍ରଚାର, ନିଜ ସପକ୍ଷରେ ଭୋଟ୍ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି ପ୍ରାର୍ଥୀ
କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଯୋଡ଼ି ଶଙ୍ଖରେ ଭୋଟ୍ ଦେବା ପାଇଁ ନଗରପାଳ ନୃପରାଜ ଯାଦବଙ୍କ ନେତୃତ୍ୱରେ ବିଜେଡି କର୍ମୀଙ୍କ ଦ୍ୱାରା ନିର୍ବାଚନୀ ପ୍ରଚାରକୁ ବୁଧବାର ଜୋର୍ଦାର କରାଯାଇଛି। ଏଥିରେ ଟାଉନ ସଭାପତି ରମେଶ ପଟ୍ଟନାୟକ ନିର୍ବାଚନୀ ପ୍ରଚାରରେ…
କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…
ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ ସେଠାରୁ ସଡ଼କ ପଥରେ ଲାଲ୍ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର ବିଜୟ…
ତାଣ୍ଡବ ରଚିଲା କାଳବୈଶାଖୀ
କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ ଅଞ୍ଚଳରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର ସମୟରେ ହାଠାତ…
ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ
ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍ ସମୟ ଥିବାରୁ ଏଠାକାର ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗିଛନ୍ତି। ଏଠାରେ ଭାଜପାରୁ ପ୍ରଦୀପ୍ତ ନାଏକ, ବିଜେଡିର…
କଳାହାଣ୍ଡି ସ୍ବାଧୀନ ଏମ୍ପି ପ୍ରାର୍ଥୀଙ୍କୁ ଆକ୍ରମଣ
ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ମୂଚନା ଯୋଗ୍ୟ, ନରେଶ ପ୍ରଚାର ପାଇଁ ଭବାନୀପାଟଣା…

