କଳାହାଣ୍ଡି

ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା: ଜମିଲା ସାଂସ୍କୃତିକ କାର୍ଯ୍ୟକ୍ରମ

କର୍ଲାମୁଣ୍ଡା,୧୭।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ବିଶ୍ୱକର୍ମା ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦରସ୍ଥିତ ମାର୍କେଟ କମ୍ପ୍ଲେକ୍ସଠାରେ ଆୟୋଜିତ ବିଶ୍ୱକର୍ମା ପୂଜାରେ କର୍ତ୍ତା ଭାବେ ରାମଚନ୍ଦ୍ର ଚୌଧୁରୀ ଓ ତାଙ୍କ ପତ୍ନୀ…

କମାଲ ଦେଖାଇଲେ କଳାହାଣ୍ଡି କଳାକାର

ଭବାନୀପାଟଣା,୧୭।୯(ଉତ୍ତମ କୁମାର ଦାଶ)ରାଜ୍ୟ ବାହାରେ କଳାହାଣ୍ଡିର କଳାକାରମାନଙ୍କ କମାଲ ଦେଖିବାକୁ ମିଳିଛି। ମହାରାଷ୍ଟ୍ରର ନାଗପୁରଠାରେ ସଂସ୍କାର ଭାରତୀ ପକ୍ଷରୁ ‘କ୍ରାନ୍ତିଗାଥା’ ଶୀର୍ଷକରେ ଅଖିଳ ଭାରତୀୟ ବହୁଭାଷୀ ନାଟ୍ୟ ମହୋତ୍ସବରେ କଳାହାଣ୍ଡିର ନାଟକ ‘ରିନ୍ଦୋ-୧୮୫୫’ ମଞ୍ଚସ୍ଥ ହୋଇଯାଇଛି। ଓଡ଼ିଶାରୁ ମନୋନୀତ ଏକମାତ୍ର ନାଟକ…

ନୂଆଖାଇର ତିହାରି ହାଟ, ୫୦ ଲକ୍ଷରୁ ଊର୍ଦ୍ଧ୍ୱ କାରବାର

କର୍ଲାମୁଣ୍ଡା,୧୬ା୯(ପ୍ରଦୀପ କୁମାର ସାହୁ): ଆସନ୍ତା ବୁଧବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଧୂମ୍‌ଧାମରେ ପାଳିତ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇସାରିଥିବା ବେଳେ ଶନିବାର ହେଉଛି ନୂଆଖାଇର ତିହାରି ହାଟ। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାଠାରେ ଏହି…

କଳାହାଣ୍ଡିର ୧୫୬୭ ସ୍କୁଲରେ ତାଲା

ଭବାନୀପାଟଣା,୧୬।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ୧୩ଟି ବ୍ଲକର କାର୍ଯ୍ୟରତ ପ୍ରାଥମିକ ଶିକ୍ଷୟିତ୍ରୀ, ଶିକ୍ଷକମାନେ ୩ ଦଫା ଦାବି ନେଇ ଗତ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ଏଥିପାଇଁ ବିଦ୍ୟାଳୟରେ ତାଲା ପଡ଼ିଥିବା ବେଳେ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହୋଇଛନ୍ତି। ଜିଲାରେ…

ନୂଆଁ ଖାଇଲେ ୩ ଗ୍ରାମବାସୀ

କେସିଙ୍ଗା,୧୫।୯(ତୁମେଶ୍ୱର ସାହୁ): ଆଉ କିଛି ଦିନ ପରେ ପଶ୍ଚିମ ଓଡ଼ିଶାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଳନ କରାଯିବ। ଏନେଇ ଗାଁଠୁ ସହର ସବୁଠି ଚଳଚଞ୍ଚଳ। ହେଲେ ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ପଥର୍ଲା, ବହାଦୁରପଦର ସମେତ ପଲକାପଡ଼ା ବାସୀ…

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

କେସିଙ୍ଗା,୧୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଚିକା ସହାୟିକା ସଂଘ ଏବଂ ଭାରତୀୟ ମଜଦୂର ସଂଘର ନେତୃତ୍ୱରେ ବ୍ଲକର ୨୬ ପଞ୍ଚାୟତରେ କାର୍ଯ୍ୟରତ ପ୍ରାୟ ୮୦ ସ୍କୁଲ ପାଚିକା ସହାୟିକାମାନେ ୬ ଦଫା ଦାବି କରିଛନ୍ତି। ଏହି ଅବସରରେ ପାଚିକା…

ବ୍ରିଜ ଉପରେ ୪ ଫୁଟ୍‌ ବନ୍ୟା ପାଣି

କର୍ଲାମୁଣ୍ଡା,୧୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକରେ ବୁଧବାର ରାତିରୁ ଲଗାଣ ବର୍ଷା ହେବା ଫଳରେ ରିଞ୍ଜା-କର୍ଲାମୁଣ୍ଡା ରାସ୍ତା ସରବରା ନାଲା ବ୍ରିଜ ଉପରେ ୪ ଫୁଟ୍‌ ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ରିଞ୍ଜା ଅଞ୍ଚଳର ଲୋକେ ବ୍ଲକ…

୨୪୧ ଶିକ୍ଷକଙ୍କ ସାମୁହିକ ଛୁଟି

କର୍ଲାମୁଣ୍ଡା,୧୩ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ସଂଘ ପକ୍ଷରୁ ବିଭିନ୍ନ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଶିକ୍ଷୟିତ୍ରୀ/ଶିକ୍ଷକ ସାମୁହିକ ଛୁଟି ନେବା ଦ୍ୱାରା ବ୍ଲକର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ ରହିଛି। ଫଳରେ ବୁଧବାର ଛାତ୍ରୀଛାତ୍ର…

ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ପ୍ରାଥମିକ ଶିକ୍ଷକଙ୍କ ଗଣଧାରଣା

କେସିଙ୍ଗା,୧୩ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ସୁରେନ୍ଦ୍ର ଦୋରା, ସମ୍ପାଦକ ସୁରେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଗଣଧାରଣା ଦିଆଯାଇଛି। ଏଥିରେ ଏନ୍‌ପିଏସ୍‌ ସଂଘ ସଭାପତି ଉଗ୍ରସେନ ସାହୁ…

ଧରଣୀପଡା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ବସି ପଢୁଛନ୍ତି ଛାତ୍ରୀଛାତ୍ର

କର୍ଲାମୁଣ୍ଡା:୧୨।୯(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ରିଂଜା ପଞ୍ଚାୟତ ଧରଣୀପଡା (ରିଂଜା)ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ଅଭାବ ଯୋଗୁଁ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢ଼ୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ୪୩ ଜଣ…

୭୨ ବର୍ଷ ପରେ ବି କାର୍ଯ୍ୟାଳୟର ନିଜସ୍ବ କୋଠା ନାହିଁ

ଭବାନୀପାଟଣା,୧୨।୯(ଉତ୍ତମ କୁମାର ଦାଶ): ଗୋଟେ ବର୍ଷ ନୁହଁ କି ୨ ବର୍ଷ ନୁହଁ। ଦୀର୍ଘ ୭୨ ବର୍ଷର ପୌରପାଳିକାର ନିଜସ୍ବ କାର୍ଯ୍ୟାଳୟ ଗୃହ ନ ଥିବା ସାଧାରଣରେ ଏବେ ଚର୍ଚ୍ଚାର ବିଷୟ। ପୌରପାଳିକା ସ୍ଥାପନରୁ ବର୍ତ୍ତମାନ ଯାଏଁ ରାଜୁଡା ଅମଳର ନିର୍ମିତ…

୨୪ରେ ମା’ ମାଣିକେଶ୍ୱରୀଙ୍କଠାରେ ଲାଗି ହେବ ନବାନ୍ନ

ଭବାନୀପାଟଣା,୧୨।୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡିଶାର ମହାନ ଗଣପର୍ବ ନୂଅଁାଖାଇ ଆସନ୍ତା ୨୦ ତାରିଖରେ ପାଳିତ ହେବ। ଏହି ପରମ୍ପରା ଅନୁଯାୟୀ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାରେ ଥିବା ମା’ ମାଣିକେଶ୍ୱରୀଙ୍କ ପୀଠରେ ଆସନ୍ତା ୨୪ ତାରିଖ (ରବିବାର) ଭାଦ୍ରବ ଶୁକ୍ଲପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?