କଳାହାଣ୍ଡି

ବିଜେଡି ଦଖଲ କଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ପଦ

କେସିଙ୍ଗା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ଭାବେ ବିଜେଡି ପ୍ରାର୍ଥୀ ନୃପରାଜ ଯାଦବ ବିଜୟୀ ହୋଇଛନ୍ତି। ନୃପରାଜ ୫୧୦୩ ଖଣ୍ଡ ଭୋଟ ପାଇ ଥିବାବେଳେ କଂଗ୍ରେସର ରାମ କୁମାର ଜୈନ…

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଗଡ଼ରେ ଫୁଟିଲା ପଦ୍ମ

ଜୁନାଗଡ଼,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସି ଅଧ୍ୟକ୍ଷ ଭାବେ ଭାଜପା ପ୍ରାର୍ଥୀ ମୁକେଶ ଅଗ୍ରୱାଲ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ମହେଶ ସାହୁଙ୍କୁ ୧୧୬୪ ଭୋଟରେ ପରାସ୍ତ କରି ବିଜୟ ମୁକୁଟ ପିନ୍ଧିଛନ୍ତି। ବିଜୟୀ ପରେ ମହେଶ…

ସରପଞ୍ଚରୁ ଜିଲା ପରିଷଦ ଉପସଭାପତି

ଭବାନୀପାଟଣା,୨୫।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଆଟିଗଁା ୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟା ସୁଧୀରା ମେହେର କଳାହାଣ୍ଡି ଜିଲା ପରିଷଦ ଉପସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଜିଲା ପରିଷଦ ଉପସଭାପତି ନିର୍ବାଚନରେ ବିଜେଡି ପକ୍ଷରୁ…

ଅଞ୍ଚଳର ବିକାଶ ପାଇଁ କାମ କରିବି

କୋକସରା,୨୫।୩(ଡି.ଏନ.ଏ): କଳାହାଣ୍ଡି ଜଲା କୋକସରା ପଞ୍ଚାୟତ ସମିତିର ନବ ନିର୍ବାଚିତ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଏବଂ ଉପାଧ୍ୟକ୍ଷ ରାଜିବ ଅଗ୍ରୱାଲ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହି ଅବସରରେ ଅଧ୍ୟକ୍ଷା ଏବଂ ଊପାଧ୍ୟକ୍ଷ ଅଞ୍ଚଳର ବିକାଶ ପାଇଁ କାମ କରିବେ ବୋଲି…

ବୃଦ୍ଧାଙ୍କୁ କୋଳରେ ବୋହି ମତଦାନ କେନ୍ଦ୍ରକୁ ନେଲେ ମହିଳା ପୋଲିସ

ଭବାନୀପାଟଣା,୨୪।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାରେ ଗୁରୁବାର ପୌର ନିର୍ବାଚନ ଶେଷ ହୋଇଛି। ଭବାନୀପାଟଣା ୧୪ ନମ୍ବର ୱାର୍ଡ ଟାଉନ ହାଇସ୍କୁଲ ବୁଥ୍‌ ନଂ. ୩୮ରେ ମତଦାନ ଚାଲିଥିବା ବେଳେ ସେଠାରେ ନିଯୁକ୍ତି ହୋଇଥିବା ଜାହ୍ନବୀ ସାହୁ ନାମକ ଜଣେ ମହିଳା ପୋଲିସ…

ଲାଇନରେ ଠିଆ ହୋଇ ଭୋଟ ଦେଲେ ମନ୍ତ୍ରୀ

ଜୁନାଗଡ଼,୨୪।୩(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସିରେ ଗୁରୁବାର ପୌର ନିର୍ବାଚନ ପାଇଁ ମତଦାନ ହୋଇଥିଲା। ଏନ୍‌ଏସିର ବ୍ଲକ କଲୋନୀପଡ଼ା ପ୍ରାଥମିକ ବିଦ୍ୟାଳୟରେ ହୋଇଥିବା ୨ ନମ୍ବର ୱାର୍ଡ ସ୍ଥିତ ୩ ନମ୍ବର ବୁଥ୍‌ରେ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ର…

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

କେସିଙ୍ଗା,୨୪ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ପୌର ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେଉଛି।ବର୍ତ୍ତମାନ ୧୭ଟି ଭୋଟ୍‌ କେନ୍ଦ୍ରରେ ଶାନ୍ତି ଶୃଙ୍ଖଳା ଭାବେ ମତଦାନ ଚାଲିଛି। ଏହି କେନ୍ଦ୍ରଗୁଡ଼ିକ ମଧ୍ୟରୁ ସରକାରୀ ବାଳିକା ବିଦ୍ୟାଳୟ ଠାରେ ୬ ଓ ୭ ଓ୍ବାର୍ଡ ପାଇଁ…

୧୬ ଖଣ୍ଡ ଭୋଟ୍‌ ପାଇ ଜିତିଲେ ରାଜଲକ୍ଷ୍ମୀ

କେସିଙ୍ଗା,୨୩।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉପାଧ୍ୟକ୍ଷ ନିର୍ବାଚନ ବୁଧବାର ଶେଷ ହୋଇଛି। ଏଥିରେ ଦେଓଗାଁ ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ରାଜଲକ୍ଷ୍ମୀ ପଟ୍ଟନାୟକ ଓ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ସୀତା ଚୌଧୁରୀଙ୍କ ମଧ୍ୟରେ ପ୍ରତିନ୍ଦ୍ୱନ୍ଦ୍ୱିତା ହୋଇଥିଲା। ରାଜଲକ୍ଷ୍ମୀ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଏଏସ୍‌ଆଇ

କେସିଙ୍ଗା,୨୩।୩(ଡି.ଏନ୍‌.ଏ.): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପୋଲିସ ଏଏସ୍‌ଆଇ ରମେଶ ଚନ୍ଦ୍ର ପଟ୍ଟନାୟକ । ସେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଅଧିକାରୀ ଭାବେ କାଯର୍‌ୟ କରୁଥିଲେ। ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଆମପାଣି ଫରେଷ୍ଟରଙ୍କ ନାଁରେ ଶ୍ରମିକଙ୍କ ଅର୍ଥ ଆତ୍ମସାତ ଅଭିଯୋଗ: ତଦନ୍ତ ଲାଗି ପହଞ୍ଚିଲେ ଡେପୁଟି କଞ୍ଜରଭେଟର

କୋକସରା,୨୨।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଧର୍ମଗଡ଼ ବନାଞ୍ଚଳ ଆମପାଣି ସେକ୍ସନ ଫରେଷ୍ଟର ଜଗନ୍ନାଥ ନାଗଙ୍କ ନାମରେ ଭିଏସ୍‌ଏସ୍‌ କମିଟି ସଭାପତି ଓ ଶ୍ରମିକମାନେ ଲକ୍ଷାଧିକ ଟଙ୍କା ଆତ୍ମସାତ କରିଥିବା ନେଇ ଅଭିଯୋଗ କରିଥିଲେ। ୩ ମାସ ବିତି ଯାଇଥିଲେ ମଧ୍ୟ…

ପ୍ରଚାରର ଶେଷ ଦିନ : କଳାହାଣ୍ଡିରେ ବିଜେଡିର ରୋଡ ଶୋ’

କେସିଙ୍ଗା,୨୨।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ୨୪ରେ ହେବାକୁ ଥିବା ବେଳେ ମଙ୍ଗଳବାର ପ୍ରଚାରର ଶେଷ ଦିନ। ଶେଷ ଦିନରେ କଳାହାଣ୍ଡି ଜିଲା କେସିଙ୍ଗାରେ ପ୍ରଚାରକୁ ଜୋରଦାର କରାଯାଉଛି। ବିଜେଡି ପକ୍ଷରୁ ଏକ ବାଇକ୍‌ ରୋଡ ଶୋ’ କରାଯାଇଛି। କେସିଙ୍ଗା ଏନ୍‌ ଏ ସିର…

ନିର୍ବାଚନୀ ସଭାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଟାର୍ଗେଟ

ଜୁନାଗଡ଼,୨୨।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍‌ଷ୍ଟାଣ୍ଡଠାରେ ଭାଜପାର ବିଶାଳ ନିର୍ବାଚନୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ଜୁନାଗଡ ଏନ୍‌ଏସି ଅଧ୍ୟକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri