କଳାହାଣ୍ଡି

ଭାରୀଯାନ ଚଳାଚଳ ବନ୍ଦ ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ ଗ୍ରାମବାସୀ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା କେସିଙ୍ଗା ବ୍ଲକର କିକିଆଠାରୁ ପିପଲପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ବହୁ ଅର୍ଥ ବ୍ୟୟରେ ରାସ୍ତା କାମ ଚାଲୁଛି। ଉକ୍ତ ରାସ୍ତାଟି ପଥର୍ଲା ପଞ୍ଚାୟତ, କୁଣ୍ଡାବନ୍ଧ ପଞ୍ଚାୟତ ମଧ୍ୟ ଦେଇ ସଂଯୋଗ…

ଦାନାରୀଗୁଡ଼ା-ପୁକେର ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ଼,୨୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଦାନାରୀଗୁଡାଠାରୁ ପୁକେର ଗାଁକୁ ଯୋଗାଯୋଗ ବିଛିନ୍ନ ହେଇଯାଇଛି। ଦାନାରୀଗୁଡାଠାରୁ ପୁକେର ଗାଁକୁ ସଂଯୋଗ କରୁଥିବା ଆର୍‌ଡି ରାସ୍ତା ଓ ଗାର୍ଡୱାଲ କାମ ନିମ୍ନମାନର ହୋଇଥିବାରୁ ନିର୍ମାଣର ଏକ ମାସ…

୧୪ କି.ମି. ଭାରରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପୁଣି ସାମ୍ନାକୁ ଆସିଛି ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଶେଷରେ ବାଧ୍ୟହୋଇ ପରିବାର ଲୋକେ ଗର୍ଭବତୀଙ୍କୁ ଭାରରେ ପ୍ରାୟ ୧୪ କି.ମି. ବୋହି ନେଇଥିଲେ। ଶୁକ୍ରବାର ଏଭଳି…

ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଲା

କେସିଙ୍ଗା,୨୮ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତର ସରାପଦର ଗ୍ରାମର ଧନ ଗୌଡ଼ଙ୍କ ସାନ ପୁଅ ଡିଲେଶ୍ୱର ଗତ ଏପ୍ରିଲ ମାସରେ ଦାଦନ ଖଟିବାକୁ ମୁମ୍ବାଇ ଯାଇଥିଲେ। ସେଠାକାର ଏକ ପ୍ରତିଷ୍ଠିତ ଅମୂଲ ଫ୍ୟାକ୍ଟ୍ରିରେ କାମ କରୁଥିଲେ।…

ନାବାଳିକାଙ୍କୁ ପ୍ରେମ ପ୍ରତାରଣା: ଅଭିଯୁକ୍ତ ଗିରଫ

କୋକସରା,୨୭।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ପୋଲିସ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ଅପହରଣ କରିନେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ କୋକସରା ଥାନା ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗ ଜିପିଏଚ୍‌ (ସାଧାରଣ ଜନ ସ୍ବାସ୍ଥ୍ୟ ବିଭାଗ) ସେକ୍ସନ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ବିଭାଗ ଚଢ଼ାଉ…

ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ମାରିବା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୨୬ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଯାହାକୁ ସାତ ଜନ୍ମର ଜୀବନସାଥୀ କରିବାକୁ ହୋମନିଆଁରେ ଶପଥ ନେଇଥିଲେ ସ୍ବାମୀ ସେହି ଜୀବନସାଥୀଙ୍କୁ ପେଟ୍ରୋଲ ଢାଳି ନିଆଁରେ ପୋଡ଼ି ମାରି ଏବେ ଜେଲ୍‌ ହାଜତକୁ ଗଲେ ନୃଶଂସ ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ…

ଦୁଇ ଗ୍ରାମକୁ ରାଜସ୍ବ ଗ୍ରାମର ସ୍ବୀକୃତି

କେସିଙ୍ଗା,୨୬ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ପଞ୍ଚାୟତର କଛାରପଦର ଓ ଧୁଙ୍ଗିଆମୁଣ୍ଡା ଗ୍ରାମକୁ ରାଜ୍ୟ ସରକାର ରାଜସ୍ବ ଗ୍ରାମ ଭାବେ ବୁଧବାର ସ୍ବୀକୃତି ପ୍ରଦାନ କରିଛନ୍ତି। ଫଳରେ ଗ୍ରାମବାସୀଙ୍କ ମନରେ ଆନନ୍ଦର ଲହରି ଖେଳିଯାଇଛି। କେସିଙ୍ଗା ତହସିଲ କାର୍ଯ୍ୟାଳୟ…

ବାଲୁକା କଳାରେ ହଳଲଙ୍ଗଳ

କର୍ଲାମୁଣ୍ଡା,୨୬ା୭(ପ୍ରଦୀପ କୁମାର ସାହୁ): ଏବର୍ଷ ବର୍ଷା ବିଳମ୍ବରେ ହୋଇଥିଲେ ହେଁ ବର୍ତ୍ତମାନ ଚାରିଆଡ଼େ ପଲ୍ଲା ରୁଆ, ବେଉଷଣ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି। ଟ୍ରାକ୍ଟର,ପାଓ୍ବାରଟିଲର ଓ ଆଧୁନିକ ଯନ୍ତ୍ରପାତି ବ୍ୟବହାର ଗ୍ରାମାଞ୍ଚଳରେ ମଧ୍ୟ ଦେଖିବାକୁ ମିଳୁଛି। ଲୁପ୍ତ ପ୍ରାୟ ହଳ ଲଙ୍ଗଳ…

ଲଗାଣ ବର୍ଷାରେ କାଙ୍ଗୁରକୋଣ୍ଡା ପୋଲ ବୁଡ଼ିଲା: ୩୨୬ ଜାତୀୟ ରାଜପଥରେ ଯାତାୟତ ଠପ୍‌

ମାଲକାନଗିରି,୨୬।୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଠାରୁ ମୋଟୁ ଯିବା ୩୨୬ ନମ୍ବର ଜାତୀୟ ରାଜ ପଥ କାଙ୍ଗୁରୁକୋଣ୍ଡାଠାରେ ଲଗାଣ ବର୍ଷାରେ ପୋଲ ଉପରେ ୩ ଫୁଟର ଜଳ ପ୍ରବାହିତ ହେଉଛି। ଯାହା ଫଳରେ ଉଭୟ ପଟରେ ଶତାଧିକ ଜାନବାହାନ ଅଟକି ରହିଛି ।…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ସହ ସୁନାରୁପା, ବ୍ୟାଙ୍କ ପାସବୁକ ଜବତ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନର ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁ ଙ୍କ ଘରେ ବୁଧବାର ସକାଳୁ ଭିଜିଲାନନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ…

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

କୋକସରା,୨୫।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)କଳାହାଣ୍ଡି ଜିଲା କଲମପୁରର ଜଣେ ମହିଳା ନିଜ ଭାଇ ଘର ବଡ ପୋଡାଗୁଡା ପଞ୍ଚାୟତ ସର୍ଗିଗୁଡ଼ା ଗାଁକୁ ଆସିଥିବା ବେଳେ ଏକ ନାଗ ସାପ ଦଂଶନରେ ଗୁରୁତର ହୋଇଥିଲେ । ସମ୍ପର୍କୀୟମାନେ କୋକସରା ଡାକ୍ତରଖାନାରେ ଆଣି ସୋମବାର ସଂଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?