କଳାହାଣ୍ଡି

ଭିଜିଲାନ୍ସ କୋର୍ଟରେ ପୂର୍ବତନ ମେଡିକାଲ ଅଫିସର ଦଣ୍ଡିତ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ ଉପଖଣ୍ଡ ଚିକିତ୍ସାଳୟର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଫିସର ଡାକ୍ତର ଅଜିତ କୁମାର ନେଗୀ ସୋମବାର ଭିଜିଲାନ୍ସ ମାମଲାରେ ଦଣ୍ଡିତ ହୋଇଛନ୍ତି। ୨୦୧୪ରେ ଜଣେ ବ୍ୟକ୍ତିଙ୍କଠାରୁ ଏକ ପ୍ରସବ ମାମଲାରେ ଲାଞ୍ଚ ନେଉଥିବା...

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବହିଷ୍କାର ଦାବିରେ ସ୍କୁଲ ଘେରାଉ : ପ୍ରଧାନ ଶିକ୍ଷୟିତ୍ରୀ ଚେତା ଶୁନ୍ୟ

କେସିଙ୍ଗା,୨୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବୋରିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସବିତା ସେଠି ୧୦ ବସ୍ତା (୫) କୁଇଣ୍ଟାଲ ମଧ୍ୟାହ୍ନ ଭୋଜନ ଚାଉଳ ନେଉଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ଧରା ପଡିଥିଲେ।...

ମନ୍ଥର ଗତିରେ ଚାଲିଛି ନିର୍ମାଣ କାର୍ଯ୍ୟ

କେସିଙ୍ଗା,୨୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଗୋକୁଲେଶ୍ୱର ଗ୍ରାମପଞ୍ଚାୟତ ଗୋକୁଳେଶ୍ୱରରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ବିନା ସୂଚନା ଫଳକ, ନିମ୍ନମାନର ଏବଂ ମନ୍ଥର ଗତିରେ ନିର୍ମାଣ କାର୍ଯ୍ୟ ଚାଲିଛି। ଏ ନେଇ ଗ୍ରାମବାସୀ ଜିଲାପାଳ ଓ ବିଭାଗୀୟ...

ଖବର ପ୍ରକାଶ ପରେ ରାସ୍ତା କାମ ଆରମ୍ଭ

କୋକସରା,୨୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ବୋବରିଆ ଛକରୁ ଡେଙ୍ଗାଗୁଡ଼ା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଶୋଚନୀୟ ହୋଇ ପଡ଼ିଥିବା ନେଇ ଗତକିଛି ଦିନ ତଳେ ବିଭିନ୍ନ ଖବରକାଗଜରେ ଖବର ପ୍ରକାଶିତ ପରେ...

ଯୌତୁକ ବାଇକ୍‌ ପୋଡ଼ିଦେଲେ ଦୁର୍ବୃତ୍ତ

କୋକସରା,୨୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝିଗୁଡ଼ା ପଞ୍ଚାୟତ ଦାବ୍ରିଗୁଡ଼ା ଗ୍ରାମର ସୁଦର୍ଶନ ନାଏକଙ୍କ ଘର ବାରଣ୍ଡା ଆଗରେ ଥିବା ୟାମାହା ନମ୍ବର ଓଡି ୦୮ ଏଲ୍‌ ୭୨୬୨କୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଅଜଣା...

ଧରିତ୍ରୀ ପ୍ରଭାବ: ରାସ୍ତା ମରାମତି କଲା ଆର୍‌ଡି ବିଭାଗ

କେସିଙ୍ଗା,୨୨ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ମାଟିଆ ଗ୍ରାମର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ବର୍ଷା ପାଣି ଜମି ରହୁଥିବାରୁ ସ୍କୁଲ ଛାତ୍ରୀଛାତ୍ର ଆଣ୍ଠୁଏ ପାଣି କାଦୁଅ ପାଣିରେ ସ୍କୁଲ ଯାଉଥିଲେ। ‘ମୁଖ୍ୟ ରାସ୍ତା...

ଆଣ୍ଠୁଏ ପାଣିରେ ପଶି ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୨୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ଅଧୀନ ମାଟିଆ ଗ୍ରାମର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମବାସୀ ଆର୍‌ଡ଼ି ବିଭାଗ ଏବଂ କେସିଙ୍ଗା ବିଡିଓଙ୍କୁ ବାରମ୍ବାର ଜଣାଇବା...

ଦୋକାନର ଛାତ କାଟି ନେଇଗଲେ

ଜୁନାଗଡ଼,୨୦।୭(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ ସହରର କଲମପୁର ଛକ ନିକଟରେ ଥିବା ୨ଟି ଦୋକାନର ଛାତ କାଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରିନେଇଛନ୍ତି। ଏ ନେଇ ଦୋକାନ ମାଲିକ ଗୁରୁବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।...

ବିନା ସୂଚନାଫଳକରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିର୍ମାଣ ଅଭିଯୋଗ

କେସିଙ୍ଗା,୨୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଗୋକୁଳେଶ୍ୱର ପଞ୍ଚାୟତର ଗୋକୁଳେଶ୍ୱର ଗ୍ରାମରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟ ବିନା ସୂଚନା ଫଳକ ଓ ନିମ୍ନମାନର କାର୍ଯ୍ୟ ହେଉଥିବା ନେଇ ଗ୍ରାମବାସୀ ଜିଲାପାଳ ଓ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ...

ଭାଙ୍ଗିଲା ଗାର୍ଡଓ୍ବାଲ୍‌

କର୍ଲାମୁଣ୍ଡା,୧୯ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉତେଇ କେନାଲର ଡୁକେରମାଲ ଡିଷ୍ଟ୍ରିବୁଟାରୀ ଅନ୍ତର୍ଗତ ରାଜପୁର କେନାଲରେ ନିର୍ମାଣ ହୋଇଥିବା ସାଇଡ ଓ୍ବାଲ୍‌ର ଗୋଟିଏ ପଟର ପ୍ରାୟ ୨୦୦ ମିଟର ଯାଏ ଭୁଶୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ସରକାର...

ରାସ୍ତା ଉନ୍ନତିକରଣ ନାଁରେ ସରକାରୀ ଅନୁଦାନ ବାଟମାରଣା

କୋକସରା,୧୯ା୭(ଦୁଷ୍ମନ୍ନ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଡାଲଗୁମା ପଞ୍ଚାୟତରୁ ବାଙ୍କୀମୁଣ୍ଡାକୁ ସଂଯୋଗ କରୁଥିବା ରାସ୍ତା ଏହି ଅଞ୍ଚଳବାସୀଙ୍କ ପାଇଁ ମୁଖ୍ୟ ଯାତାୟାତର ମାଧ୍ୟମ ହୋଇଥିବା ବେଳେ ଦଶନ୍ଧି ପରେ ମଧ୍ୟ ଏହି ରାସ୍ତା ଉପରେ ପ୍ରଶାସନର ନଜର...

ନାବାଳିକାଙ୍କୁ ପ୍ରେମ ପ୍ରତାରଣା ପରେ ଅପହରଣ ଘଟଣା: ଜେଲ୍‌ ଗଲେ ଯୁବକ

କୋକସରା,୧୯ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନାବାଳିକାଙ୍କୁ ନିଜ ପ୍ରେମ ଜାଲରେ ଫସାଇ ମିଛ ବିବାହର ପ୍ରତିଶ୍ରୁତି ଦେଇ କୋକସରା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା କୋକସରା ଥାନାରେ ଗତ ଜୁନ୍‌ ୨୨ରେ ଝିଅ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri