ଶାଗ ତୋଳିବାକୁ ଯାଇଥିଲେ, ମିଳିଲା ମୃତଦେହ
କୋକସରା,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଛକ ନିକଟ ଚାଷ ଜମିରେ ଥିବା ଏକ ବହଳ ଗଛରୁ ପଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଉଡୋଳା ଗ୍ରାମର ଜଣେ ତ୍ରିନାଥ ବେମାଲ(୬୦)। ସୂଚନା ଅନୁସାରେ କାଉଡୋଳା ଗ୍ରାମର…
ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ସ୍କୁଲ ଅଧ୍ୟକ୍ଷ
ଭବାନୀପାଟଣା,୧୦।୩(ସ୍ବ.ପ୍ର.): ଛାତ୍ରୀଙ୍କୁ ଅସଦାଚରଣ କରିବା ସ୍କୁଲ ଅଧ୍ୟକ୍ଷଙ୍କୁ ମହଙ୍ଗା ପଡ଼ିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ଏକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି। ସ୍କୁଲରେ କାର୍ଯ୍ୟରତ ଅଧ୍ୟକ୍ଷ ରାଜୀବ ଦତ୍ତା ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ସହ ଅଶ୍ଳିଳ ମେସେଜ…
ଏକାଠି ହସିଲେ ଶାସକ, ବିରୋଧୀ
ଜୁନାଗଡ଼,୮।୩(ଡି.ଏନ.ଏ.): ନିର୍ବାଚନ ସମୟ ଆସିଲେ ଭାଜପା ଓ ବିଜେଡି ମଧ୍ୟରେ ବିଭିନ୍ନ ଘଟଣାକୁ ନେଇ ଆରୋପ, ପ୍ରତ୍ୟାରୋପ ଲାଗିରହେ। ଏପରି କି ବିଜେଡି ଓ ଭାଜପା ନେତାଙ୍କ ମଧ୍ୟରେ କଥା କଟାକଟି ମଧ୍ୟ ହୁଏ। କଳାହାଣ୍ଡି ଜିଲାରେ ମମିତା ମେହେର ହତ୍ୟା…
ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ୩ ଦଳ
କେସିଙ୍ଗା,୭।୩: ସୋମବାର ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନରେ କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସି ଅଧ୍ୟକ୍ଷ ପଦ ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେଡିରୁ ନୃପରାଜ ଯାଦବ ନାମାଙ୍କନପତ୍ର ଦାଖଳ କରିଥିବା ବେଳେ କଂଗ୍ରେସର ରାମ…
ଅଧ୍ୟକ୍ଷା ପଦବୀ ଦୌଡ଼ରେ ପ୍ରତିଦ୍ୱନ୍ଦ୍ୱିତା ନାହିଁ
କର୍ଲାମୁଣ୍ଡା,୭।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ପଦବୀ ଦୌଡ଼ରେ ଜଣେ ମାତ୍ର ପ୍ରାର୍ଥୀ ରହିଛନ୍ତି। ଫଳରେ ଗଜବାହଲ ପଞ୍ଚାୟତ ସମିତି ସଭ୍ୟା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷା କୁନି ସାହୁ ପୁଣି ବ୍ଲକ ଅଧ୍ୟକ୍ଷା ହେବା ଗୋଟିଏ ପ୍ରକାର ନିଶ୍ଚିତ…
ପ୍ରିନ୍ସପାଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର/ଲାଞ୍ଜିଗଡ଼,୭ା୩(ବ୍ୟୁରୋ/ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବିଶ୍ୱନାଥପୁର ହୀରାନୀଳା କଲେଜର ପ୍ରିନ୍ସପାଲଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରିନ୍ସପାଲ ରମେଶ ଚନ୍ଦ୍ର ସାହୁଙ୍କ ଘରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ଏକକାଳୀନ…
ଆଖିରେ ପଟି ବାନ୍ଧି ସବୁ କାମ କରୁଛନ୍ତି ୮ ବର୍ଷର ନାବାଳକ
କୋକସରା,୬।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ପୋଡାଗୁଡା ଗାଁର ବିସ୍ମୟ ବାଳକ ରିତେଶ କୁମାର ସାହୁ (୮)। ସାଧାରଣତଃ ଆମ ଆଖିରେ ପଟି ବାନ୍ଧିଲେ ଆମକୁ କିଛି ଦେଖାଯାଏ ନାହିଁ। ହେଲେ ରିତେଶ ଆଖି ବନ୍ଦ କରି ସବୁ କାମ କରିପାରୁଛନ୍ତି।…
ଚାମଚରେ ପାଣି ପିଇଲେ ମହାଦେବଙ୍କ ବୃଷଭ
କୋକସରା,୬।୩(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗାଁରେ ଥିବା ଚମ୍ପେଶ୍ୱର ମହାଦେବ ମନ୍ଦିରରେ ରବିବାର ମହାଦେବଙ୍କ ବୃଷଭ ଚାମଚରେ ପାଣି ପିଉଥିବା ଚର୍ଚ୍ଚା ହୋଇଥିଲା। ଏହାଶୁଣି ମନ୍ଦିରକୁ ଭକ୍ତଙ୍କ ସୁଅ ଛୁଟିଥିଲା। ପଥରରେ ନିର୍ମିତ ବୃଷଭ ପାଣି ପିଇବା ଅବିଶ୍ୱାସ…
ବାଙ୍ଗାଲୋରରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ, କାରଣ ଖୋଜୁଛି ପୋଲିସ
କୋକସରା,୬।୩(ଡି.ଏନ୍.ଏ): ପୁଣି ବାଙ୍ଗାଲୋରରେ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ବେଳେ ବାଙ୍ଗାଲୋର ଜିଆର୍ପି ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ,…
ଶଟ୍ ସର୍କିଟରୁ ଜଳିଗଲା ଘର
ଲାଞ୍ଜିଗଡ଼,୬।୩(ଡି.ଏନ.ଏ): ବିଦ୍ୟୁତ୍ ଶଟ୍ ସର୍କିଟରୁ ନିଆଁ ଲାଗି ଜଣେ ମହିଳାଙ୍କ ଘର ପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଫଳରେ ମହିଳାଙ୍କ ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି। ମିଳିଥିବା ସୂଚନା ମୁତବକ, ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ପଞ୍ଚାୟତ ଗୋବର୍ଦ୍ଧନପୁର ଗାଁର ଗୋମତୀ ହରିଜନ…
ମୃତ ଶ୍ରମିକଙ୍କ ପରିବାର ଲୋକଙ୍କୁ ୧୩ ଲକ୍ଷ ଟଙ୍କା ସହାୟତା ଦେଲା ବେଦାନ୍ତ
ଲାଞ୍ଜିଗଡ଼,୬।୩(ଡି.ଏନ୍.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ କାରଖାନା ପରିସରରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବକ୍ସାଇଟ ବୋଝେଇ ହାଇଓ୍ବା ଚାପାରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଝାଡ଼ଖଣ୍ଡ ଅଞ୍ଚଳର ମୁକେଶ ଟୁଡୁ(୩୩) ଓ ଅଭିମନ୍ୟୁ କୁମାର…
ବେଦାନ୍ତରେ ଅଘଟଣ: ହାଇଓ୍ବା ଚାପାରେ ଦୁଇ ଶ୍ରମିକଙ୍କ ଜୀବନ ଗଲା
ଭବାନୀପାଟଣା,୬ା୩(ସ୍ବ.ପ୍ର.): ବେଦାନ୍ତ ଲିମିଟେଡ୍ରେ ଘଟିଛି ଅଘଟଣ। ବକ୍ସାଇଟ୍ ବୋଝେଇ ଓ ଖଲାସ କରିବା ପାଇଁ ଓଏସ୍ଏଲ କମ୍ପାନୀ ନିୟୋଜିତ ଥିବାବେଳେ ଏହା ଅଧୀନରେ ଥିବା ରାୟଗଡ଼ା ଜିଲା ମୁନିଗୁଡ଼ାର ଜନୈକ ବ୍ୟକ୍ତିଙ୍କ ହାଇଓ୍ବା ଟ୍ରକ୍ ଏଥିରେ ଭଡ଼ାରେ ଲାଗିଥିଲା। ଶନିବାର ବିଳମ୍ବିତ…
Archives


