କଳାହାଣ୍ଡି

ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଭାଗ ନେବ କଳାହାଣ୍ଡିର ନୃତ୍ୟ ଦଳ

ଭବାନୀପାଟଣା,୧।୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଭାନୀପାଟଣା ପ୍ରତିଭା ଅନୁଷ୍ଠାନର ବଜାଶାଲ ନୃତ୍ୟ ଦଳ ଜାତୀୟ ପରେଡ୍‌ରେ ଯୋଗଦେବା ପାଇ ମନୋନୀତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଧ୍ୟାନାନନ୍ଦ ପଣ୍ଡା ଏହି ସୂଚନା ଦେଇଛନ୍ତି। ଆସନ୍ତା ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା...

୨ ବର୍ଷ ହେଲା କାର୍ଯ୍ୟକ୍ଷମ ହେଉନି

କେସିଙ୍ଗା, ୩୦।୧୨ (ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ଅବକାରୀ ବିଭାଗ ନିକଟ କେନ୍ଦୁପତ୍ର କେନ୍ଦ୍ରୀୟ ଗୋଦାମ ଗୃହ ଆଜକୁ ୨ ବର୍ଷ ହେବ କାର୍ଯ୍ୟକ୍ଷମ ନ ହୋଇ ଭୂତକୋଠି ହୋଇ ପଡି ରହିଛି। କେସିଙ୍ଗା ରେଞ୍ଜ ଅଧୀନରେ ୬୨ଟି...

ଟାର୍ଗେଟ ଅଭାବ, ଉଠୁନି ଧାନ

ଜୁନାଗଡ, ୩୦।୧୨ (ଡି.ଏନ.ଏ.): ଚାଷୀଙ୍କୁ ଟୋକନ ମିଳିଛି। ଧାନ ମଧ୍ୟ ଆଣି ମଣ୍ଡିରେ ରଖିଛନ୍ତି। ହେଲେ ଟାର୍ଗେଟ ଅଭାବରୁ ଧାନ ଉଠାଣ ହେଉ ନ ଥିବାରୁ ଗତ ୧୦ ଦିନ ହେଲା ହାଡଭାଙ୍ଗା ଶୀତ କାକରରେ ମଣ୍ଡିରେ ପଡି ରହିଛନ୍ତି ଚାଷୀ।...

ପୂର୍ବତନ ଡ୍ରାଇଭରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଧର୍ମଗଡ଼,୩୦।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ପ୍ରକଳ୍ପର ପୂର୍ବତନ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ତାଙ୍କ ଧର୍ମଗଡ଼ସ୍ଥିତ ବାସଭବନ ଓ ଜୁନାଗଡ଼ ଗେଷ୍ଟ ହାଉସରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ...

କଳାହାଣ୍ଡିରେ ପୁଣି ମାତିଲେ ଲାଲବାହିନୀ: ଗଛ କାଟି ରାସ୍ତା ଅବରୋଧ

ଭବାନୀପାଟଣା,୨୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଥୁଆମୂଳ ରାମପୁର ୪୪ ନଂ. ରାଜ୍ୟ ରାଜପଥ ଯାଖମ ନିକଟରେ ମାଓବାଦୀ ଗଛକାଟି ରାସ୍ତା ଅବରୋଧ କରିଛନ୍ତି । ଏହା ସହ ଓଡ଼ିଶା ରାଜ୍ୟ ସିପିଆଇ ମାଓବାଦୀଙ୍କ ପକ୍ଷରୁ ପୋଷ୍ଟର ଓ ବ୍ୟାନର ଲଗାଯାଇଛି।...

ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗ: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭାନୀପାଟଣା,୨୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଥୁଆପଦର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବାଲେଶ୍ୱର ନାଏକଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି। ଏକାକାଳୀନ ତାଙ୍କ ଭବାନୀପାଟଣାସ୍ଥିତ ଗୋଦାମପଡା ବାସଭବନ,...

ମୋଟେରରେ ସଶସ୍ତ୍ର ଡକାୟତି: ୪୦ ଭରି ସୁନାଗହଣା ସହ ବୁଲେଟ ଧରି ଚମ୍ପଟ ମାରିଲେ ଡକାୟତ

କୋକସରା, ୨୭।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମର ଶାନ୍ତିନଗର ପଡାରେ ରହୁଥିବା ଶିକ୍ଷକ ଯଯାତି ପାଟଯୋଷୀଙ୍କ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ବଡ଼ ଧରଣର ଡକାୟତି ହୋଇଛି । ପ୍ରାୟ ୫ ରୁ ୭ ଜଣ...

ପିସି ଘଟଣା ଅଭିଯୋଗକୁ ଭିତ୍ତିହୀନ କହିଲେ କୋକସରା ବ୍ଲକ ଅଧ୍ୟକ୍ଷା

କୋକସରା, ୨୬।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ଦ୍ୱାରା ଗତ ୨୧ ତାରିଖରେ ବ୍ଲକ ସଭାଗୃହ ରେ ଏକ ସ୍କ୍ରିନିଂ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସ୍କ୍ରିନିଂ କମିଟିର ବୈଠକରେ କୋକସରା ବ୍ଲକ ବିଡ଼ିଓ...

ବିଜେଡି ଜିଲା ସଭାପତି ଓ ଧର୍ମଗଡ ବିଧାୟକଙ୍କ କୋକସରା ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ: ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ଲୋକାର୍ପଣ ନେଇ ସୂଚନା

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ବିଜେଡି ଜିଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ଏବଂ ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତ ଗସ୍ତ କରିଛନ୍ତି। ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା...

କେନ୍ଦୁଗୁଡା ଛକରେ ୪୦୭ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା :୨ ଗୁରୁତର

କୋକସରା, ୨୫।୧୨ (ଡି.ଏନ.ଏ.) -କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବଡ଼କେନ୍ଦୁଗୁଡା ବିଜୁ ଏକ୍ସପ୍ରେସ ରାସ୍ତା ନିକଟରେ ୪୦୭ ଗାଡି ନମ୍ବର ଓଆର୦୮ ବି ୬୬୪୯ ଓ ବାଇକ ନମ୍ବର ଓଡି୦୮ଏଫ୨୭୯୮ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ହୋଇଛି। ବାଇକରେ...

ବ୍ଲକ ସ୍କ୍ରିନିଂ କମିଟି ଚୟନ ବୈଠକ : କୋକସରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ପିସି କାରବାର ଅଭିଯୋଗ

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ସଭା ଗୃହଠାରେ ସୋମବାର ବ୍ଲକ ସ୍କ୍ରିନିଂ କମିଟି ଚୟନ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟାସଭ୍ୟ ଅଂଶଗ୍ରହଣ କରିଥିବା...

କୋକସରା ବ୍ଳକରେ ସ୍କ୍ରିନିଂ କମିଟି ଗଠିତ

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଳକରେ ସ୍କ୍ରିନିଂ କମିଟି ଚୟନ ପ୍ରକ୍ରିୟା ସୋମବାର ଅନୁଷ୍ଠିତ ହୋଇଯାଇଛି। ସ୍କ୍ରିନିଂ କମିଟିର ସଦସ୍ୟ ରୂପେ ସର୍ବସମ୍ମତି କ୍ରମେ ସ୍କ୍ରିନିଂ କମିଟିର ସଭାପତି ଭାବେ ବ୍ଲକ ଅଧ୍ୟକ୍ଷା ଶବ୍ୟାରାଣୀ ବାଗ, ଉପାଧ୍ୟକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri