କୂଅରୁ ମିଳିଲା ଯୁବକଙ୍କ ମୃତଦେହ
କୋକସରା,୧୧ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଗମ୍ଭାରୀଗୁଡ଼ା ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଗାଁ ନିକଟସ୍ଥ ଏକ କୂଅରୁ ଠାବ ହୋଇଛି। ମୃତ ଯୁବକ ହେଲେ ସେହି ଗ୍ରାମର ଚିନ୍ତାମଣି ପଟେଲଙ୍କ ପୁଅ ଧର୍ମେନ୍ଦ୍ର…
ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: ବନ୍ଧା ହେଲେ ଅଭିଯୁକ୍ତ
ଭବାନୀପାଟଣା,୯।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ କୋକସରା ଥାନା…
ଅସୁସ୍ଥ ମା’ଙ୍କୁ ଦେଖିବାକୁ ଯାଉଥିଲେ ଝିଅ, ବାଟରେ ଭାଲୁ ଆକ୍ରମଣରେ ଚାଲିଗଲା ଜୀବନ
କୋକସରା,୮ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ପାତ୍ରବସା ଗ୍ରାମର ଜଣେ ମହିଳା ବୁଧବାର ନିଜ ମା’ଙ୍କ ଦେହ ଅସୁସ୍ଥ ଥିବାରୁ ବେହେରନସିଲ ଗାଁକୁ ଚାଲି ଚାଲି ଯାଉଥିଲେ। ବରାଡଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ତାଙ୍କୁ ଭାଲୁ…
ଖଟିଆରେ ବୁହାହେଲେ ଗର୍ଭବତୀ: ଅଧବାଟରେ ଜନ୍ମ ନେଲା ଶିଶୁପୁତ୍ର
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): ଭଗବାନ ଭରସାରେ ଜନନୀ। ୫ କି.ମି. ପାହାଡିଆ ରାସ୍ତା ଦେଇ ଖଟିଆରେ ବୁହା ହେବା ପରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି ଜଣେ ଗର୍ଭବତୀ। ଭାଗ୍ୟକୁ ମା’ ପୁଅ ସୁରକ୍ଷିତ ଥିବା ବେଳେ ଜନନୀ ସୁରକ୍ଷା ଉପରେ…
କୁଆପଥର ବର୍ଷାରେ ଧାନ, କପା ଚାଷ ନଷ୍ଟ
ଗୋଲାମୁଣ୍ଡା,୬।୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକର ୩ଟି ଗ୍ରାମପଞ୍ଚାୟତରେ ଶନିବାର ରାତିରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ଏଥିଯୋଗୁ ଧାନ, କପା, ଆଖୁ, ବିଭିନ୍ନ ପନିପରିବା ଚାଷ ଓ ଡାଲି ଜାତୀୟ ଫସଲ ନଷ୍ଟ ହେବା ସହିତ…
ପଟ୍ଟା ଜମିରୁ ଜମି ଗାଏବ, ୪୫ ଡିସିମିଲରୁ ରହିଛି ୫
ଜୁନାଗଡ଼,୩।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ତହସିଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜମି ପଟ୍ଟାରୁ ଜମି ଗାଏବ ହୋଇଯାଇଛି। ଆଗରୁ ଥିବା ୪୫ ଡିସିମିଲରୁ ବର୍ତ୍ତମାନ ୫ ଡିସିମିଲ ଜାଗା ରହିଛି। ଅନ୍ୟପକ୍ଷରେ ଆବେଦନରର ଦୀର୍ଘ…
କମାଲ ଦେଖାଉଛନ୍ତି ନବୀନଙ୍କ ଡୁପ୍ଲିକେଟ୍: ପେସା ମେକାନିକ, ନିଶା କିନ୍ତୁ…
ଭବାନୀପାଟଣା,୨।୧୧(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଳି ବେଶ ଓ ତାଙ୍କ ଭଳି କଥା। ହଠାତ୍ ଦେଖିଲେ ଚମକି ଯିବେ। ମୁଖ୍ୟମନ୍ତ୍ରୀଙ୍କ କଥାକୁ ଫଲୋ କରି ଉପସ୍ଥାପନା କରିବା ତାଙ୍କର ମୁଖ୍ୟ ପରିଚୟ। ଜିଲାରେ କୌଣସି ଯାନିଯାତ୍ରା ହେଉ କିମ୍ବା…
କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ
ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍ ଚାଲିବ ଏବଂ ସବୁ ପଞ୍ଚାୟତକୁ…
ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କଳାହାଣ୍ଡି,୧।୧୧: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ବୁଧବାର କଳାହାଣ୍ଡି ଜିଲାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଣିକି ଏହା ମା’ ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ନାମରେ ଜଣାଯିବ। ଏହା ବ୍ୟତୀତ କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ…
ରାସ୍ତା, ନେଟୱର୍କ ସମସ୍ୟା ପର୍ଯ୍ୟଟକଙ୍କୁ କରୁଛି ନିରାଶ
ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ପ୍ରାକୃତିକ ଶୋଭାର ଗନ୍ତାଘର କଳାହାଣ୍ଡି। ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ, ଜଳ ପ୍ରପାତ ରହିଛି। ସେଥିମଧ୍ୟରୁ ରାବଣଧର ଜଳପ୍ରପାତ ଅନ୍ୟତମ। ଭବାନୀପାଟଣା ମୁଖ୍ୟାଳୟରୁ ୧୧ କି.ମି. ଦୂର ଲାଞ୍ଜିଗଡ଼ ବ୍ଲକ ଭଟାଙ୍ଗପଦର ପଞ୍ଚାୟତରେ ରହିଛି ରାବଣଦର ଜଳପ୍ରପାତ। ବର୍ଷା…
ବାଇକ୍ କିଣିବାକୁ ଯାଉଥିଲେ: ବାଟରୁ ୨ ଲକ୍ଷ ଟଙ୍କା ଛଡାଇନେଲେ ଦୁର୍ବୃତ୍ତ
ଥୁଆମୂଳ ରାମପୁର,୨୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓ କାଶୀପୁର ମୁଖ୍ୟ ରାସ୍ତା ଲାଠିଆଗୁଡା ଛକରେ ଦୁର୍ବୃତ୍ତମାନେ ଜଣେ ବାଇକ୍ ଆରୋହୀଙ୍କଠାରୁ ମୋବାଇଲ ଫୋନ୍ ଓ ନଗଦ ୨ ଲକ୍ଷ ଟଙ୍କା ଲୁଟି ନେଇ ଚମ୍ପଟ ମାରିଛନ୍ତି। ଏ ନେଇ…
ଗାଁରେ ପଶିଲେ ୫ ଟିକିଆ ହାତୀପଲ
ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ଦାଦପୁରରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଏକ ୫ ଟିକିଆ ହାତୀପଲ ଗାଁ ଭିତରେ ପଶି ଧାନ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ହାତୀ ଦେଖି ଗାଁ…

