କଳାହାଣ୍ଡି

ପାଣି ଅଭାବରୁ ଚାଷ ଜମି ଫାଟି ଆଁ

ଭବାନୀପାଟଣା,୧।୯(ଉତ୍ତମ କୁମାର ଦାଶ): ପାଣି ଅଭାବରୁ ଚାଷ ଜମି ଫାଟି ଆଁ କରିଛି। ଯେଉଁ ଜମିରେ ପ୍ରତିବର୍ଷ ଭଲ ଫସଲ ହେଉଥିଲା, ସେଠାରେ ଏବର୍ଷ ଗଜା ମରୁଡିର ଆଶଙ୍କା ଦେଖାଦେଇଛି। ବିଲରେ ତଳି ଶୁଖି ନଷ୍ଟ ହେବାକୁ ବସିଥିବା ବେଳେ ବଞ୍ଚାଇ…

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଭବାନୀପାଟଣା,୩୧।୮(ଉତ୍ତମ କୁମାର ଦାଶ): ଟିପିଡବ୍ଲୁଓଡିଏଲ୍‌ ପ୍ରବର୍ତ୍ତନ ବିଭାଗ ପକ୍ଷରୁ ନିୟମିତ ଭାବେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ତଥା ଆଖପାଖ ଅଞ୍ଚଳରେ ବେଆଇନ ବିଦ୍ୟୁତ୍‌ ବ୍ୟବହାର, ଲୋଡ୍‌ ନିରୀକ୍ଷଣ ପାଇଁ ଭିଜିଲାନ୍ସ ଯାଞ୍ଚ କରିବା ସହିତ ବହୁ ପରିମାଣର ବିଦ୍ୟୁତ୍‌ ବକେୟା…

ମରୁଡ଼ି ଘୋଷଣା କର

କୋକସରା,୩୧ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଚଳିତ ବର୍ଷ ଚାଷପୋଯୋଗୀ ବର୍ଷା ଅଭାବରୁ କଳାହାଣ୍ଡି ଜିଲା କୋକସରା ବ୍ଲକର ଅନେକ ପଞ୍ଚାୟତରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଛି। ଆସନ୍ନ ମରୁଡି ଚାଷୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିଥିବା ବେଳେ ବ୍ଲକର ଟେମରା ପଞ୍ଚାୟତକୁ ମରୁଡି…

ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୮(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କାଲାହାଣ୍ଡି ଜିଲାର ଉତ୍‌କେଲା ଅଭିମୁଖେ ପ୍ରଥମ ନିର୍ଦ୍ଧାରିତ ବିମାନ ସେବାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗୁରୁବାର ଭୁବନେଶ୍ୱର-ଉତ୍‌କେଲା ଏମ୍‌/ଏସ୍‌ ଇଣ୍ଡିଆ ଓ୍ବାନ ଏୟାର ଦ୍ୱାରା ଏକ…

ବର୍ଷା ନାହିଁ, ଚାଷଜମିରେ ଗୋରୁ ଛାଡ଼ିଲେ ଚାଷୀ

କୋକସରା,୩୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନିଅଣ୍ଟିଆ ବର୍ଷା ଯୋଗୁ ଅନେକ ପଞ୍ଚାୟତରେ ସମ୍ଭାବ୍ୟ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ନିଅଣ୍ଟିଆ ବର୍ଷା ଯୋଗୁ ମାଟି ଫାଟି ଆଁ କରିଥିବା ବେଳେ ନିଜର ସୁନାର ଫସଲ ଆଖି ଆଗରେ ଉଜୁଡିବା…

ରାଜ୍ୟର ସର୍ବ ପ୍ରଥମେ ଜାଗାମିଶନ ଯୋଜନାରେ ସଫଳଯୋଗୁଁ କେସିଙ୍ଗା ଏନ.ଏ.ସି ରାଜ୍ୟସ୍ତରରେ ପୁରସ୍କୃତ

କେସିଙ୍ଗା,୩୦।୮(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ଏନ.ଏ.ସିର ୪୪ଟି ଭୂମିହୀନଙ୍କୁ ଜଗାମିଶନ ଯୋଜନାରେ ଜମି ଓ ଗୃହ ରାଜ୍ୟ ସରକାର ପ୍ରଦାନ କରିଥିଲେ। ଏହି ଉପଲକ୍ଷେ ରାଜ୍ୟ ସରକାର କେସିଙ୍ଗା ଏନ.ଏ.ସିକୁ ପ୍ରଥମ ପୁରସ୍କାର ପ୍ରଦାନ କରିଥିବାରୁ ଜିଲା ତଥା ଅଞ୍ଚଳରେ…

୩୧ରେ ଉତ୍କେଲା ବିମାନବନ୍ଦର ଲୋକାର୍ପଣ

ଭବାନୀପାଟଣା,(ଉତ୍ତମ କୁମାର ଦାଶ)/ ଭୁବନେଶ୍ୱର,୨୮।୮(ଅସମାପିକା ସାହୁ): ରାଜ୍ୟ ବିମାନ ସେବାରେ ଯୋଡ଼ିହେବ ନୂଆ ଅଧ୍ୟାୟ। କଳାହାଣ୍ଡି ଉତ୍କେଲାରୁ ଉଡ଼ିବ ବିମାନ। ଆଉ ୩ଦିନ ପରେ କଳାହାଣ୍ଡିବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେବ। ୩୧ ତାରିଖରେ ଲୋକାର୍ପଣ ହେବ ଜିଲାର ପ୍ରଥମ…

‘ଘୁମୁରା’ଖୋଜୁଛି ସାହାରା

ପୌରାଣିକ କିମ୍ବଦନ୍ତୀ କୁହେ ଦେବ-ଦାନବ ଯୁଦ୍ଧରେ ବ୍ୟବହାର ହୋଇଥିଲା ରଣବାଦ୍ୟ ‘ଘୁମୁରା’। ଏକଦା ଶକ୍ତି ଉପାସନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ପାରମ୍ପରିକ ଲୋକବାଦ୍ୟ ଓ ଏହାକୁ ନେଇ ସୃଷ୍ଟି ହୋଇଥିବା ଲୋକନୃତ୍ୟ ଶବର ସମ୍ପ୍ରଦାୟର ଭାବାବେଗ ସହ ଓତଃପ୍ରୋତ…

ସିଭିଲ ଇଞ୍ଜିନିୟରରୁ ସଫଳ ଚାଷୀ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): ଦିନେ ସେ ପୁନେରେ ସିଭିଲି ଇଞ୍ଜିନିୟର ଭାବେ ଏକ ବେସରକାରୀ କମ୍ପାନୀରେ କାମ କରି ମୋଟା ଅଙ୍କର ଦରମା ପାଉଥିଲେ। ହେଲେ ଲକ୍‌ଡାଉନରେ ଘରକୁ ଚାଲି ଆସି ସମନ୍ବିତ ଚାଷ ପ୍ରଣାଳୀ ପ୍ରତି ଆକର୍ଷିତ ହୋଇଥିଲେ। ଫଳରେ…

ତହସିଲଦାରଙ୍କୁ ଶିକ୍ଷକଙ୍କ ଦୁର୍ବ୍ୟବହାର ଅଭିଯୋଗ

କୋକସରା,୨୪।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନ ଆମପାଣି ପଞ୍ଚାୟତ ବିରିମୁହାଣ ଗ୍ରାମକୁ ଗୁରୁବାର କୋକସରା ତହସିଲଦାର ଦେବବ୍ରତ କରାଟି ସରକାରୀ କାର୍ଯ୍ୟରେ ଯାଇଥିବା ବେଳେ ବିରିମୁହାଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟ ପରିଦର୍ଶନ…

ଅଭିଯୁକ୍ତଙ୍କ ମୃତ୍ୟୁକୁ ନେଇ ଧାରଣା

କୋକସରା,୨୪।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଓଲମା ଗ୍ରାମରେ ହୋଇଥିବା ଶସସ୍ତ୍ର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ଗୁରୁତର ଅଭିଯୁକ୍ତ ଗମ୍ଭାରୀଗୁଡା ଗ୍ରାମର ରୂପେଶ ନାଏକଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଗୁରୁବାର…

୩ ଦିନ ମଧ୍ୟରେ ଦାବି ପୂରଣ କର

କେସିଙ୍ଗା,୨୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଯୋଗାଣ ସହାୟକ ସଙ୍ଘ ସଭାପତି ଚମାରୁ ସୁନା, ସମ୍ପାଦକ ଦୁର୍ଗା ପ୍ରସାଦ ମିଶ୍ରଙ୍କ ନେତୃତ୍ୱର ଗୁରୁବାର ୬ ଦଫା ସମ୍ବଳିତ ଏକ ଦାବିପତ୍ର ଶାସନ ସଚିବ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?