କଳାହାଣ୍ଡି

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ ନ ଥିବାରୁ ସୋମବାର କେସିଙ୍ଗା ପଞ୍ଚାୟତ ସମିତିରେ ଅନୁଷ୍ଠିତ ଏହି ଶିବିରରେ ଅଭିଯୋଗ…

୨୪ରୁ ସିବିଏସ୍‌ଇ ଇଷ୍ଟ ଜୋନ୍‌ ତୀରନ୍ଦାଜ ପ୍ରତିଯୋଗିତା: ଭାଗ ନେବେ ୧୧ ରାଜ୍ୟର ପ୍ରତିଯୋଗୀ

ଭବାନୀପାଟଣା,୨୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟରେ ଆସନ୍ତା ୨୪ ଜୁଲାଇରୁ ସିବିଏସ୍‌ଇ ଫାର୍‌ ଇଷ୍ଟ ଜୋନ୍‌ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏ ନେଇ ସୋମବାର ବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏକ ଖବରଦାତା…

ସାଧାରଣ ଲୋକଙ୍କ ଦାବି, ସପ୍ତାହକୁ ଦୁଇଦିନ ହେଉ ଜମି ରେଜିଷ୍ଟ୍ରେସନ

କର୍ଲାମୁଣ୍ଡା,୨୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି କର୍ଲାମୁଣ୍ଡା ତହସିଲ୍ ଠାରେ ସପ୍ତାହକୁ ମାତ୍ର ଗୋଟିଏ ଦିନ ସବରେଜେଷ୍ଟ୍ରା ଅଫିସ ଚାଲୁଅଛି । ଏଠାରେ କେବଳ ପ୍ରତି ସପ୍ତାହରେ ଶୁକ୍ରବାର ଦିନ ଜମିଜମା କିଣାବିକା ରେଜିଷ୍ଟ୍ରେସନ ହୋଇଥାଏ । ଏଥିପାଇଁ ମାତ୍ର ୩୦ଟି ସ୍ଲଟର…

ଶିକ୍ଷକ ଅବସର ପରେ ଏଡେଡ୍ ହାଇସ୍କୁଲରେ ନିଯୁକ୍ତି ନାହିଁ: ଶିକ୍ଷକ ଅଭାବରେ ଶିକ୍ଷାଦାନ ବ୍ୟାହତ

କେସିଙ୍ଗା, ୨୦।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସରକାରୀ ଅନୁଦାନପ୍ରାପ୍ତ (ଏଡେଡ୍) ଓ ନୂତନ ଏଡେଡ୍ ହାଇସ୍କୁଲଗୁଡ଼ିକରେ ଶିକ୍ଷକମାନଙ୍କ ଅବସର ପରେ ନୂତନ ନିଯୁକ୍ତି ହେଉ ନ ଥିବାରୁ ଶିକ୍ଷା ବ୍ୟବସ୍ଥା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଫଳରେ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ ଅବହେଳା ପ୍ରକାଶ ପାଇଛି । କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ ବେଦନାରେ ଛଟପଟ ହେଉଥିବା ଜଣେ ଗର୍ଭବତୀ ମହିଳାଙ୍କୁ ଆମ୍ବୁଲାନ୍ସ ସେବା ନ ମିଳିବାରୁ…

ରାସ୍ତା ଉପରେ ଆଣ୍ଠୁଏ ପାଣି, ବହୁବାର ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ, ମରାମତି ଦାବି କରି…

କେସିଙ୍ଗା,୧୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ଖଜୁରପଡ଼ାଠାରୁ କିକିଆ ୩କିମି ରାସ୍ତା ଶୋଚନୀୟ ଅବସ୍ଥାରେ ଦୀର୍ଘ ୧୫ ବର୍ଷ ହେଲା ପଡ଼ିରହିଛି। ଗତ ୨୦୧୦-୧୧ରେ ଏହି ୩କିମି ରାସ୍ତାକୁ କେସିଙ୍ଗା ଆର୍‌ଡି…

ସିର୍ଜାପାଲିରେ ଶ୍ରୀ ଜଗନ୍ନାଥଙ୍କ ବରାହ ବେଶ ଦର୍ଶନ

କେସିଙ୍ଗା, ୧୯।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିର୍ଜାପାଲି ଗ୍ରାମସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପାରମ୍ପରିକ ବରାହ ବେଶରେ ସୁସଜ୍ଜିତ କରାଯାଇଥିଲା। ଏହି ଅବସରରେ ସକାଳୁ ସକାଳୁ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ମନ୍ଦିରକୁ…

ଥମୁନି ଦାଦନ ଦୁଃଖ, କର୍ନାଟକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକ ଯାଇଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଶରଧାପୁର ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ତୁଳସୀରାମ ଧୁରୁ। ମିଳିଥିବା ସୂଚନା ମତାବକ,…

କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର (ବ୍ରଡ ସ୍ପେଶିଆଲିଟି-ପାଥୋଲୋଜି)ରେ ଉତ୍ତୀର୍ଣ୍ଣ ହୋଇଥିବାରୁ ସମଗ୍ର ଜିଲାରେ ଆନନ୍ଦର ଲହରି ଖେଳିଯାଇଛି। ଓଡ଼ିଶା…

ମୁଖ୍ୟ ରାସ୍ତା ଶୋଚନୀୟ: ଯାତାୟାତରେ ନାହିଁ ସୁବିଧା, ପାଲଟିଛି ମରଣଯନ୍ତା

ରିଷିଡା, ୧୮।୭ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଗ୍ରାମର ମୁଖ୍ୟ ରାସ୍ତା ବର୍ତ୍ତମାନ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ପହଞ୍ଚିଛି। ରାସ୍ତାଟି ସମ୍ପୂର୍ଣ୍ଣ ଭାବେ ଜରାଜୀର୍ଣ୍ଣ ହୋଇପଡ଼ିଥିବା ବେଳେ ବଡ଼ ବଡ଼ ଖାଲ, ଉଚ୍ଚନୀଚ ସ୍ଥାନ, ଭାଙ୍ଗିଯାଇଥିବା…

ମହାପ୍ରଭୁଙ୍କ କଚ୍ଛପ ଅବତାର ଦର୍ଶନ କରିବା ପାଇଁ ଭକ୍ତଙ୍କ ଭିଡ଼

ରିଷିଡ଼ା,୧୮ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ମାଉସୀମା’ ମନ୍ଦିରଠାରେ ଦଶ ଅବତାର ବେଶ ଅନୁଷ୍ଠିତ ହେଉଥିବା ବେଳେ ମହାପ୍ରଭୁଙ୍କ ଦ୍ବିତୀୟ ଦିନରେ କଚ୍ଛପ ଅବତାର ବେଶ ଶନିବାର ହୋଇଥିଲା। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?