ଗୋବିନ୍ଦଙ୍କ ପାଇଁ ସବୁ ଜଳାଞ୍ଜଳି
ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ଗୋବିନ୍ଦଙ୍କ ପାଇଁ ସବୁ ଲକ୍ଷ୍ମଣରେଖାକୁ ଡେଇଁଥିଲେ ସରକାରୀ ବାବୁମାନେ। କମ୍ପଟ୍ରୋଲର ଆଣ୍ଡ୍ ଅଡିଟର ଜେନେରାଲ (ସିଏଜି)ଙ୍କ ଆପତ୍ତି ସତ୍ତ୍ୱେ ଗୋବିନ୍ଦଙ୍କ ଶିକ୍ଷାନୁଷ୍ଠାନକୁ ଅଜାଡ଼ି ଚାଲିଥିଲେ ସରକାରୀ ଟଙ୍କା। ତାଙ୍କ ଶିକ୍ଷାନୁଷ୍ଠାନକୁ ମନ୍ତ୍ରୀ, ନେତା ବାରମ୍ବାର ଧାଉଁଥିଲେ। ନେତା, ଅଫିସରଙ୍କୁ ଖୁସି…
ମନ୍ତ୍ରୀଙ୍କ ଗିରଫ ଦାବିରେ କଂଗ୍ରେସର ଗଣଧାରଣା
କେସିଙ୍ଗା,୨୪।୧୦(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ କଳାହାଣ୍ଡି ଜିଲା କେସିଙ୍ଗା ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ଆଦର୍ଶ ଥାନା ସମ୍ମୁଖରେ ଗଣଧାରଣା ଦିଆଯାଇଛି। ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗିରଫ ଓ ବହିଷ୍କାର ଦାବି ଶତାଧିକ କଂଗ୍ରେସ…
ଆଜି ସରୁଛି ଗୋବିନ୍ଦଙ୍କ ରିମାଣ୍ଡ ଅବଧି
ଭବାନୀପାଟଣା,୨୪।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ରିମାଣ୍ଡ ଅବଧି ଆଜି ସରିବ। ଜେରା ସରିବା ପରେ ଜେଲ ଯିବେ ଗୋବିନ୍ଦ। ମଧ୍ୟାହ୍ନ ୧୨ଟାରୁ ୧…
ବିନା ଭକ୍ତରେ ଶେଷ ହେଲା ବୁଢ଼ାରଜାଙ୍କ ବାର୍ଷିକ ଦଶହରା
କୋକସରା,୨୩।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣିଠାରେ ବୁଢ଼ାରଜାଙ୍କ ବାର୍ଷିକ ଦଶହରା ଉତ୍ସବ ବିନା ଭକ୍ତରେ ଶେଷ ହୋଇଛି। କଳାହାଣ୍ଡି ଓ ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ତଳେ ଅବସ୍ଥିତ ଆରାଧ୍ୟ ଦେବତା ବୁଢ଼ାରଜାଙ୍କ ଦଶହରା ପର୍ବ ଶନିବାର ନିରାଡ଼ମ୍ବରରେ…
ରୁମ୍ ନଂ.୨୦କୁ ନେଇ ବଢୁଛି ସସ୍ପେନ୍ସ
ଭବାନୀପାଟଣା,୨୩ା୧୦(ସ୍ବ.ପ୍ର): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ଏବେ ପୋଲିସ କବଜାରେ ରହିଛନ୍ତି। ଗୋବିନ୍ଦ ଶୁକ୍ରବାର ହତ୍ୟା ଘଟଣାର ସିନ୍ ରିକ୍ରିଏଶନ କରିଥିଲେ ।…
ଦିବ୍ୟଶଙ୍କରଙ୍କ ବାସଭବନକୁ ଅଣ୍ଡା ମାଡ଼
ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଯୁବ ଓ ଛାତ୍ର କଂଗ୍ରେସ ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଭବାନୀପାଟଣାସ୍ଥିତ ମନ୍ତ୍ରୀ ଦିବ୍ୟ…
ଏସ୍ପି ଅଫିସ ସମ୍ମୁଖରେ କଂଗ୍ରେସର ଗଣଧାରଣା
ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର ଓ ଗିରଫ ପାଇଁ ଶୁକ୍ରବାର ଭବାନୀପାଟଣାସ୍ଥିତ ଏସ୍ପି ଅଫିସ ସମ୍ମୁଖରେ ଗଣଧାରଣା ଦେଇଛି ଜିଲା କଂଗ୍ରେସ। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ…
ଶାଶୁଙ୍କ ହତ୍ୟା ପାଇଁ ବିଷ ମଗାଇଥିଲେ ବୋହୂ, ଅଡିଓ ରେକର୍ଡ ଭାଇରାଲ
ଜୁନାଗଡ଼,୨୨।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଜଣେ ବୋହୂ ତାଙ୍କ ଶାଶୁଙ୍କୁ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଔଷଧ ଦୋକାନୀ ଏବଂ ମହିଳାଙ୍କ ମଧ୍ୟରେ ବିଷ ବାବଦାରେ ହୋଇଥିବା ଫୋନ କଲ୍ର ଅଡିଓ ଭାଇରାଲ ହେବା ପରେ…
ଦିବ୍ୟଶଙ୍କରଙ୍କ ବାସଭବନ ଉପରେ ଅଣ୍ଡା ମାଡ଼
ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟା ଘଟଣାରେ ଆଇନ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଭବାନୀପାଟଣାଠାରେ ଯୁବ ଓ ଛାତ୍ର କଂଗ୍ରେସର ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଭବାନୀପାଟଣାସ୍ଥିତ ମନ୍ତ୍ରୀ ଦିବ୍ୟ…
ରାଧେଙ୍କ ଘରୁ ମିଳିଥିବା ଫୋନ୍ କାହାର
ଭବାନୀପାଟଣା,୨୨।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ହତ୍ୟାକାଣ୍ଡ ମାମଲାରେ ଗିରଫ ଅନ୍ୟତମ ଅଭିଯୁକ୍ତ ରାଧେ ଚଣ୍ଡୀଙ୍କ ଘରୁ ଏକ ବ୍ୟାଗ ମିଳିଛି। ଉକ୍ତ…
ଡେମୋ ଦେଖାଇଲେ ଗୋବିନ୍ଦ ସାହୁ: କେମିତି ପୋଡିଥିଲେ ମମିତାଙ୍କୁ…
ଭବାନୀପାଟଣା,୨୨।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗୋବିନ୍ଦ ସାହୁ ଶୁକ୍ରବାର ଡେମୋ ଦେଖାଇଛନ୍ତି। ଭୋରରେ ତାଙ୍କୁ ମହାଲିଙ୍ଗ ଷ୍ଟାଡିୟମକୁ ନିଆଯାଇଥିଲା। ଯେଉଁଠି ସେ ମମିତାଙ୍କୁ ପୋଡ଼ିବା ପରେ ପୋତି ଦେଇଥିଲେ।…
୬ ହଜାର ଟଙ୍କା ନେଇ ଧରାପଡ଼ିଲେ ପିଇଓ
ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଲପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) କ୍ଷମା ପ୍ରସାଦ ଦୁରିଆ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର କଳାହାଣ୍ଡି ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜଣେ ହିତାଧିକାରୀଙ୍କଠାରୁ ପ୍ରଧାନମନ୍ତ୍ରୀ ଆବାସ…
Archives


