ବଡ଼ କାର୍ଯ୍ୟାନୁଷ୍ଠାନ: କେ. ଗାଁ ଥାନା ଅଧିକାରୀ ସସ୍ପେଣ୍ଡ
ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କେ.ଗାଁ ଥାନା ଅଧିକାରୀ ଡମୁ ପରଜାଙ୍କୁ ସସ୍ପେଣ୍ଡ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ତାଙ୍କୁ ସସ୍ପେଣ୍ଡ କରାଯାଇଥିବା ନେଇ ଗୁରୁବାର କଳାହାଣ୍ଡି ଏସ୍ପି ଶ୍ରବଣ ବିବେକ ସୂଚନା ଦେଇଛନ୍ତି।…
ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ କଲେ ମହିଳା ମୋର୍ଚ୍ଚା
ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ଅପହରଣ ଓ ହତ୍ୟା ଘଟଣା ନେଇ ବୁଧବାର ଜିଲା ଭାଜପା ପକ୍ଷରୁ କଳାହାଣ୍ଡି ବନ୍ଦ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣାସ୍ଥିତ ଗୃହରାଷ୍ଟ୍ର ମନ୍ତ୍ରୀ…
ମମିତା ମୃତ୍ୟୁ ମାମଲାରେ ଭାଜପା ପକ୍ଷରୁ ରାସ୍ତା ଅବରୋଧ
କେସିଙ୍ଗା,୨୦ା୧୦(ଡି.ଏନ୍.ଏ.): ଅଧ୍ୟକ୍ଷା ମମିତା ମେହେର ମୃତ୍ୟୁକୁ ନେଇ କେସିଙ୍ଗାରେ ଭାଜପା ପକ୍ଷରୁ ବୁଧବାର ରାସ୍ତାରୋକୋ କରାଯାଇଛି। ସକାଳ ସାଢ଼େ ୬ରୁ ପ୍ରାଣୀ ଚିକିତ୍ସା କେନ୍ଦ୍ର ନିକଟରେ ଏହି ରାସ୍ତାରୋକୋ କରାଯାଇଥିଲା। ଗୃହ ରାଷ୍ଟ୍ରୀମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସନ୍ସାଇନ୍ କଲେଜର ମାଲିକ ଗୋବିନ୍ଦ…
ଭାଜପାର କଳାହାଣ୍ଡି ବନ୍ଦ
କଳାହାଣ୍ଡି,୧୯।୧୦: ବେସରକାରୀ କଲେଜ ଅଧ୍ୟକ୍ଷା ମମିତା ମେହେରଙ୍କ ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଧରାପଡ଼ିଛି। ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ପୋଲିସ ବଙ୍ଗୋମୁଣ୍ଡ ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦ ଗାଁର ଏକ ଆଖୁ କିଆରୀରୁ ଗିରଫ କରିଛି। ଏହି ଘଟଣାରେ କଳାହାଣ୍ଡିରେ ଭାଜପା…
ମମିତା ମିଷ୍ଟ୍ରି : ଷ୍ଟାଡିୟମ ଖୋଳୁ ଖୋଳୁ ମିଳିଲା ପୋଡ଼ା ମୃତଦେହ
ଭବାନୀପାଟଣା,୧୯।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ଘରୋଇ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣା ଏବେ ନୂଆମୋଡ଼ ନେଇଛି। କୌଣସି ଖବରପାଇ ପୋଲିସ ମଙ୍ଗଳବାର ସକାଳେ ସ୍କୁଲ ଷ୍ଟାଡିୟମରେ ଖୋଜାଖୋଜି…
ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ
କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ ମରଣାତ୍ମକ ଆକ୍ରମଣ କରିଛନ୍ତି। ଏ ନେଇ ମୁରଲୀଙ୍କ ପରିବାର ଲୋକେ ଥାନରେ ଏକ ଅଭିଯୋଗ…
ଫେସବୁକରେ ପ୍ରେମିକାଙ୍କ ଫଟୋ ଛାଡ଼ି ଗିରଫ ହେଲେ ବିବାହିତ
କୋକସରା,୧୧।୧୦(ଡି.ଏନ.ଏ): ନିଜ ଫେସବୁକ ଆକାଉଣ୍ଟରେ ଜଣେ ନାବାଳିକାଙ୍କ ସହ ନିଜ ଫଟୋକୁ ଏଡିଟ୍ କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି ଜଣେ ବିବାହିତ ଯୁବକ। ପୋଷ୍ଟରେ ଯୁବକ ଜଣଙ୍କ ନାବାଳିକାଙ୍କୁ ପ୍ରେମିକା ବୋଲି କ୍ୟାପସନରେ ଲେଖିଛନ୍ତି। ଏହି ଫଟୋଟି ଭାଇରାଲ ହେବା…
୧୨ ରାତି ୮ଟାରୁ ୧୪୪
ଭବାନୀପାଟଣା,୯।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ପସ୍ତୁତି ଚୂଡାନ୍ତ ହୋଇଛି। ଆସନ୍ତା ୧୩ ତାରିଖ ମା’ଙ୍କ ଯାତ୍ରା ହେବ। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରରେ ୧୨ତାରିଖ ରାତି ୮ଟାରୁ ୧୩ ତାରିଖ…
ଇଭିନିଙ୍ଗ ୱାକ୍ ବେଳେ ଗଲା ଜୀବନ
ଧର୍ମଗଡ,୬।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଧୀନ କେବଡ଼ିସ୍ଥିତ ବିଜୁ ଏକ୍ସପ୍ରେସ ୱେ ନିକଟରେ ବୁଧବାର ସନ୍ଧ୍ୟାରେ ଅଜଣା ବୋଲେରୋ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଧର୍ମଗଡ଼ ବଜାରପଡାର ନରେଶ ଅଗ୍ରୱାଲ ବୋଲି ଜଣାପଡିଛି। ସନ୍ଧ୍ୟା ସମୟରେ ୱାକ୍…
ଚାକିରି ଦେବାକୁ କହି ଠକୁଥିଲେ
ଭବାନୀପାଟଣା,୪।୧୦(ସ୍ବ.ପ୍ର.): ଦିନକୁ ଦିନ ଶିକ୍ଷିତ ବେରୋଜଗାର ଯୁବକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏଭଳି ସମୟରେ କେତେଜଣ ଲାଭଖୋର ବ୍ୟକ୍ତି ବିଭିନ୍ନ ସଂସ୍ଥା ଖୋଲି ନିଯୁକ୍ତି ଦେବା ନାଁରେ ଯୁବକମାନଙ୍କଠାରୁ ହଜାର ହଜାର ଟଙ୍କା ଠକି ନେଉଛନ୍ତି। ଏହି କଥା ପ୍ରଘଟ ନ…
ବନ୍ଧା ହେଲେ ସିଡିପିଓ
ଲାଞ୍ଜିଗଡ଼/ଭବାନୀପାଟଣା, ୪।୧୦(ଡି.ଏନ୍.ଏ./ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସିଡିପିଓ (ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରୀ) ମୀନା କୁମାରୀ ପାତ୍ର ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ସିଡିପିଓ ମୀନା ଲାଞ୍ଜିଗଡ଼…
ସୁନା, ଟଙ୍କା ସହ ନେଇଗଲେ ୨ ବସ୍ତା ଚାଉଳ
କୋକସରା,୧।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗ୍ରାମ ତିଳ ନାଏକଙ୍କ ଘରେ କଳାକନା ବୁଳାଇଛନ୍ତି ଦୁର୍ବୁତ୍ତ। ଘରେ ଥିବା ୨୦ ଭରି ସୁନାଗହଣା, ନଗଦ ୨ ଲକ୍ଷ ଟଙ୍କା ସହ ୨ ବସ୍ତା ଚାଉଳ ଚୋରି ହୋଇଥିବା…
Archives


