କଳାହାଣ୍ଡି

ଲୁଚି ଗାଁକୁ ଫେରିଲେ ୩୦ ଦାଦନ ଶ୍ରମିକ

ଭବାନୀପାଟଣା,୮।୫(ସ୍ବ.ପ୍ର.): ତେଲଙ୍ଗାନାରେ କାମ କରିବାକୁ ଯାଇ ସେଠାରେ ନିର୍ଯାତିତ ହେବା ଯୋଗୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଲୁଚି ଗାଁକୁ ଫେରି ଆସିଥିଲେ। ପରେ ନ୍ୟାୟ ପାଇଁ ଗତ କିଛି ତଳେ ସେମାନେ କଳାହାଣ୍ଡି…

ନର୍ଲା ଡାକ୍ତରଖାନାରେ ନାହାନ୍ତି ବିଶେଷଜ୍ଞ ଡାକ୍ତର

ପଲମ,୬।୫ (ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ନର୍ଲା ସରକାରୀ ଡାକ୍ତରଖାନାରେ ନାହଁ।ନ୍ତି ବିଶେଷଜ୍ଞ ଡାକ୍ତର। ରାଜ୍ୟ ସରକାର ସବୁବେଳେ ମହିଳା ଓ ସେବା ପ୍ରତି ସବୁ ସମୟରେ ପ୍ରାଥମିକତା ଦେଇ ଆସୁଥିବାବେଳେ ସ୍ଥାନୀୟ ନେତୃତ୍ୱ ଓ ପ୍ରଶାସନିକ ଅଧିକାରୀଙ୍କ ଯୋଗଁ ଏହାର ଗୁରୁତ୍ୱ…

ଆସନ୍ତା ୧୫ ଯାଏ ବଢ଼ିପାରେ ରବି ଜଳସେଚନ ଅବଧି

ଭବାନୀପାଟଣା,୫ା୫(ସ୍ବ.ପ୍ର): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରରୁ ଗତ ଜାନୁଆରୀ ୬ରୁ ରବି ଜଳସେଚନ ଆରମ୍ଭ ହୋଇଥିଲା। ଆସନ୍ତା ୬ରେ ଏହାର ଅବଧି ସରିବାକୁ ଥିବା ବେଳେ ଚାଷୀଙ୍କ ଆବଶ୍ୟକତାକୁ ଆଖି ଆଗରେ ରଖି ମେ ୧୫ ପର୍ଯ୍ୟନ୍ତ ଜଳସେଚନକୁ ବୃଦ୍ଧି କରାଯାଇ…

୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିଲେ ବୃଦ୍ଧା

ଭବାନୀପାଟଣା,୩।୪(ସ୍ବ.ପ୍ର.): ଭତ୍ତା ପାଇଁ ସଂଘର୍ଷ। କଳାହାଣ୍ଡି ଜିଲାରୁ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଯେଉଁଠି ୫୦୦ ଟଙ୍କା ଭତ୍ତା ପାଇଁ ୫ କିଲୋମିଟର ଚାଲିକି ଯାଉଛନ୍ତି ଜଣେ ୮୦ ବର୍ଷୀୟ ବୃଦ୍ଧା । ଯାହାର ଭିଡିଓ ଏବେ ଭାଇରାଲ…

ବିଲ୍‌ ଉଠିଛି, ଶ୍ରମିକ ପାଇନାହାନ୍ତି

ଲାଞ୍ଜିଗଡ଼,୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଳି ପଞ୍ଚାୟତ ଅନ୍ତର୍ଗତ ଘାଟିକୁଣ୍ଡରୁ ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ମହାଦୁର୍ନୀତି ଏବଂ ମାସ ମାସ ଧରି ଶ୍ରମିକଙ୍କୁ ପାରିଶ୍ରମିକ ରାଶି ମିଳୁ ନ ଥିବା ଅଭିଯୋଗ ହୋଇଛି I କେନ୍ଦ୍ର ସରକାର ଗରିବ ଲୋକଙ୍କୁ କର୍ମ…

ଜାଲ୍‌ ଚେକ୍‌ ମାଧ୍ୟମରେ ୪୨ଲକ୍ଷ ଟଙ୍କା ଉଠାଇନେବାକୁ ଉଦ୍ୟମ: ଥାନାରେ ଏତଲା ଦେଲେ ଇଓ

ଭବାନୀପାଟଣା,୧।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସିର ଏକ ଜାଲ୍‌ ଚେକ୍‌ ମାଧ୍ୟମରେ ଜଣେ ବ୍ୟକ୍ତି ସ୍ଥାନୀୟ ଆକ୍ସିସ ବ୍ୟାଙ୍କରୁ ୪୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେବାକୁ ଚେଷ୍ଟା କରିଥିଲେ। ଏପରିକି ବ୍ୟକ୍ତି ଜଣକ ନିଜକୁ ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ବୋଲି ପରିଚୟ…

ଡିବିରି ଆଲୁଅରେ ଦିନକାଟୁଛନ୍ତି ଗ୍ରାମବାସୀ

ଭବାନୀପାଟଣା,୧ା୫(ସ୍ବ.ପ୍ର): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଲାଣି। ଏହା ଭିତରେ ସରକାରଙ୍କ ମାଳ ମାଳ ଯୋଜନା ହୋଇଛି। ହେଲେ ଏବେ ବି ବିଜୁଳି ଭଳି ମୌଳିକ ସୁବିଧାରୁ ବଞ୍ଚିତ ରହିଛି ଓଡ଼ିଶାର ଅନେକ ଗାଁ। ଡିବିରି ଆଲୁଅରେ ଦିନ କାଟୁଛନ୍ତି…

୭ ଚନ୍ଦନ ଗଛ କାଟିନେଲେ

ଲାଞ୍ଜିଗଡ଼,୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ପଞ୍ଚାୟତ କେନ୍ଦୁଗୁଡ଼ା ଗଁାରେ କେତେକ ଦୁବୃର୍ତ୍ତ ମୁରଲୀଧର ସାହୁଙ୍କ ୭ଟି ଚନ୍ଦନ ଗଛ କାଟି ଚୋରି କରି ନେଇଛନ୍ତି। ନେଇ ଏହାର ମୂଲ୍ୟ ୭ ଲକ୍ଷରୁ ଅଧିକ ହେବ ବୋଲି ମୁରଲୀଧର କହିଛନ୍ତିି।…

ମା’ଙ୍କ ମଣ୍ଡେଇ ଯାତ୍ରା

କୋକସରା,୩୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ମାଲପଡ଼ା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ପେଣ୍ଡ୍ରାଣୀଙ୍କ ମଣ୍ଡେଇ ଯାତ୍ରା ଆରମ୍ଭ ହୋଇଛି। ଶନିବାର ଅଧିବାସ ସହ ରବିବାର ଦେବୀଙ୍କ ମଣ୍ଡେଇ ଯାତ୍ରା ଅବସରରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହୋଇଥିଲା। ଦେବୀଙ୍କ ପ୍ରତି…

ଆମପାଣି ଘାଟିରେ ଓଲଟିଲା ଲୁହା ପାଇପ୍‌ ବୋଝେଇ ଟ୍ରେଲର

କୋକସରା,୩୦।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଆମପାଣି ଘାଟିରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ଭାରସାମ୍ୟ ହରାଇ ଓଲଟି ପଡିବାରୁ ୨ଜଣ ଡ୍ରାଇଭର ଗୁରୁତର ହୋଇଛନ୍ତି। ସେମାନେ ହେଲେ ଆନ୍ଧ୍ରପ୍ରଦେଶର ବି. ସାନୁବାଲ(୫୪) ଓ ବିହାରର ରସିତ ଇକବାଲ(୨୪)। ମିଳିଥିବା ସୂଚନା ମୁତାବକ,…

ପିଅନ ହତ୍ୟା ମାମଲା: ହତ୍ୟାକାରୀ ୩ ପୁଅ, ମା’ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ବହୁଚର୍ଚ୍ଚିତ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଧର୍ମଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ବନ୍ଦନା କର…

ନକଲି ଆଦିବାସୀ ପ୍ରମାଣପତ୍ର ଦେଇ ଶିକ୍ଷକତା କରୁଥିଲେ, ଅବସର ନେବାର ଦିନକ ପୂର୍ବରୁ ପଡିଲେ ଧରା

କର୍ଲାମୁଣ୍ଡା, ୨୯/୪ (ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକରେ କାର୍ଯ୍ୟରତ ଜନୈକ ନକଲି ଆଦିବାସୀ ପ୍ରଧାନ ଶିକ୍ଷକ ଅବସର ନେବା ଦିନକ ପୂର୍ବରୁ ପଛୁଆ ବର୍ଗର ବୋଲି ଜଣାପଡିବାକୁ ନକଲି ଆଦିବାସୀ ପ୍ରମାଣିତ ହେବା ପରେ ନକଲି ଆଦିବାସୀଙ୍କ ମନରେ ଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?