କଳାହାଣ୍ଡି

ଉତ୍କେଲାରୁ ଉଡ଼ିବ ବିମାନ

ଭବାନୀପାଟଣା,୨୧।୪(ସ୍ବ.ପ୍ର.): ଦୀର୍ଘଦିନର ପ୍ରତୀକ୍ଷା ପରେ ଆସନ୍ତା ମେ’ ମାସରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ବିମାନବନ୍ଦରରୁ ବିମାନ ଉଡ଼ାଣ ଆରମ୍ଭ ହେବ। ଇଣ୍ଡିଆ ୱାନ୍‌ ଏୟାରର ଏକ ବିମାନ ପ୍ରଥମେ ଉତ୍କେଲାରୁ ରାୟପୁର ଉଡ଼ିବ। ପରେ ରାୟପୁରରୁ ଫେରି ଭୁବନେଶ୍ୱର…

ସ୍ତ୍ରୀ ହତ୍ୟାକାରୀ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ଭବାନୀପାଟଣା,୨୧।୪(ସ୍ବପ୍ର): କଳାହାଣ୍ଡି ଜିଲା ଜୟପାଟଣା ଥାନା କୁହୁରିଗୁମା ଗାଁରେ ୨୦୧୯ରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଥିଲା। ଏହି ଗାଁର ଅଗସ୍ତି ମାଝି ତାଙ୍କ ସ୍ତ୍ରୀ ବେଲଙ୍କ ଚରିତ୍ରକୁ ସନ୍ଦେହ କରି ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଏହି ମାମଲାର ଶୁଣାଣି ଶୁକ୍ରବାର…

୨ ନାବାଳିକାଙ୍କୁ ଗଣବଳାତ୍କାର

ଭବାନୀପାଟଣା/ଲାଞ୍ଜିଗଡ଼, ୨୧।୪(ସ୍ବ.ପ୍ର./ଡି.ଏନ୍‌.ଏ.): ଯାତ୍ରା ଦେଖି ଫେରୁଥିବା ବେଳେ ଗଣବଳାତ୍କାରର ଶିକାର ହୋଇଛନ୍ତି ୨ ନାବାଳିକା। ମାନବିକତାକୁ ଦୋହଲାଇଦେବା ଭଳି ଏଭଳି ଲଜ୍ଜାଜନକ ଘଟଣା କଳାହାଣ୍ଡି ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗତ ରବିବାର ଭୋର୍‌ ସମୟରେ ଏହି କାଣ୍ଡ ଘଟିଥିବା ବେଳେ…

ବିଷ ପିଇ ଜୀବନ ହାରିଲେ ନାବାଳିକା: ବନ୍ଧାହେଲେ ଅଭିଯୁକ୍ତ ପ୍ରେମିକ

କୋକସରା,୨୦ା୪(ଡି.ଏନ.ଏ.): ପ୍ରେମ ପ୍ରତାରଣାର ଶିକାର ହୋଇ ଜଣେ ନାବାଳିକା ଲୋକଲଜ୍ଜା ସହି ନ ପାରି ବିଷ ପିଇ ଗୁରୁତର ହୋଇପଡିଥିଲେ। ଏକ ମାସ ହେଲା ନାବାଳିକ ବୁର୍ଲା ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଥିଲେ। ଏମିତି ଏକ…

ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର, ୫ ଅଭିଯୁକ୍ତ ଫେରାର

ଭବାନୀପାଟଣା/ଲାଞ୍ଜିଗଡ଼,୨୦ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କଳାହାଣ୍ଡିରେ କଳଙ୍କ। ଯାତ୍ରା ଦେଖି ଫେରୁଥିବା ୨ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ମସଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପରିବାର ଲୋକେ ଏନେଇ ବିଜେପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ଜିଲାର ବିଜେପୁର…

ଡାକ୍ତରଙ୍କ ବିରୋଧରେ ଥାନାରେ ଅଭିଯୋଗକଲେ ମାଲିକ

ଭବାନୀପାଟଣା,୨୦।୪(ସ୍ବ.ପ୍ର.): ଟମି ମୋ ପରିବାରର ଥିଲା ଜଣେ ସଦସ୍ୟ। ସେ କୁକୁର ହେଲେ ବି ମୋ ପୁଅ ଭଳି ଥିଲା। ହଠାତ୍‌ ତାର ଦେହ ଖରାପ ହେବାରୁ ମେଡ଼ିକାଲ ନେଲି ହେଲେ ଡାକ୍ତର ବାବୁଙ୍କ ଅବହେଳା ଯୋଗୁ ଆଜି ଟମି ମୋତେ…

ଶୁଖିଲା ପଡ଼ିଛି ଶତାଧିକ ପୋଖରୀ

କେସିଙ୍ଗା,୨୦ା୪(ଡି.ଏନ.ଏ.): ଗତ କିଛି ଦିନ ହେବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଟାଣ ଖରା ଯୋଗୁ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଏବେ ଠାରୁ ଅଧିକାଂଶ କୂଅ, ପୋଖରୀ, ନାଳ ଶୁଖିବାରେ ଲାଗିଛି। ଅସହ୍ୟ ଗରମ ଅନୁଭୂତ…

ସମ୍ବଲପୁର ହିଂସା ଘଟଣାର ପ୍ରତିବାଦ: କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ବନ୍ଦ ପ୍ରଭାବ

ଭବାନୀପାଟଣା,୧୯।୪(ସ୍ବ.ପ୍ର.): ସମ୍ବଲପୁର ହିଂସା ଘଟଣାରେ ପ୍ରତିବାଦରେ ବିଶ୍ବ ହିନ୍ଦୁ ପରିଷଦ ଓ ପଶ୍ଚିମ ପ୍ରାନ୍ତ ତରଫରୁ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ୧୦ ଓ ଅବିଭକ୍ତ କୋରାପୁଟର ୪ ଜିଲାକୁ ମିଶାଇ ମୋଟ ୧୪ ଜିଲାରେ ବୁଧବାର ବନ୍ଦ ଡାକରା ଦିଆଯାଇଛି।…

ବର୍ଷେ ପରେ ବି ହୋଇପାରିଲାନି ଜମି ଚିହ୍ନଟ

କେସିଙ୍ଗା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଫଟକାମାଲ ପଞ୍ଚାୟତରେ ସରକାରୀ ଗୋଚରଜମି ଉଚ୍ଛେଦ ପାଇଁ ମଙ୍ଗଳବାର ତହସିଲଦାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହା ସହ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସରପଞ୍ଚ ସଙ୍ଘର ସଭାପତି ସୁବୋଧ ରଣାଙ୍କ ନେତୃତ୍ୱରେ…

ଡୋକରୀଚଞ୍ଚରା, ବୁଢ଼ାରଜା ମନ୍ଦିର ସ୍ଥିତି ଅନୁଧ୍ୟାନ

କୋକସରା,୧୮।୪(ଡି.ଏନ.ଏ)-ସୋମବାର କଳାହାଣ୍ଡି ଜିଲାର ପ୍ରଶାସନିକ ଅଧିକାରୀଙ୍କ ମିଳିତ ଟିମ୍‌ କୋକସରା ବ୍ଲକର ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଓ ଆମପାଣି ବୁଢ଼ାରଜା ମନ୍ଦିର ପରିଦର୍ଶନ କରିଛନ୍ତି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପାୱାର…

ପଦା ହେଉଛି ସୁଲିଆ ସଂରକ୍ଷିତ ଜଙ୍ଗଲ

ଭବାନୀପାଟଣା,୧୮।୪(ସ୍ବ.ପ୍ର): ପରିବେଶ ସୁରକ୍ଷାରେ ଜଙ୍ଗଲର ଭୂମିକା ଅତୁଳନୀୟ। ଜଙ୍ଗଲ ଆର୍ଥିକ, ସାମାଜିକ, ଔଦ୍ୟୋଗିକ ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। କିନ୍ତୁ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି ଜଙ୍ଗଲ ସମ୍ପଦ। କେଉଁଠି ଜଙ୍ଗରେ ନିଆଁ ବଡ ବଡ ଗଛ…

୩ ମହିଳାଙ୍କ ଜଣେ ସ୍ବାମୀ

ଭବାନୀପାଟଣା,୧୮।୪(ସ୍ବ.ପ୍ର): ସ୍ବାମୀ ଜଣେ, ସ୍ତ୍ରୀ ତିନୋଟି। ଫିଲ୍ମ ଷ୍ଟାଇଲରେ ପ୍ରେମ। କଥାଟି ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଏପରି ଏକ ଘଟଣା ସାମ୍ନାକୁ ଆସିଛି କଳାହାଣ୍ଡି ଜିଲା ଭବାନୀପାଟଣାରେ। ଏଠିକାର ଜଣେ ବ୍ୟକ୍ତି ୩ ମହିଳାଙ୍କୁ ଠକି ବିବାହ କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?