କେସିଙ୍ଗା ସହରରେ ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ
କେସିଙ୍ଗା,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ବନ୍ଦେ ଉତ୍କଳ ଜନନୀ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଡୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଙ୍ଗୀତ...
ମୂଷା ଖାଇଦେଲା ରବର ଷ୍ଟାମ୍ପ, ବିନା ମୋହରରେ ଦିଆଯାଉଛି ରସିଦ
ଭବାନୀପାଟଣା/କେଗାଁ,୨୯।୫(ସ୍ବ.ପ୍ର/ଡି.ଏନ୍.ଏ.) – କଳାହାଣ୍ଡି ଜିଲା ଗୋଲାମୁଣ୍ଡା ସିଡିପିଓ କାର୍ଯ୍ୟାଳୟରେ ବିନା ମୋହର(ରବର ଷ୍ଟାମ୍ପ)ରେ ରସିଦ ଦିଆଯାଉଛି। ରବର ଷ୍ଟାମ୍ପକୁ ମୂଷା ଖାଇ ଦେଇଥିବାରୁ ଏପରି କରାଯାଉଥିବା ଦାୟିତ୍ୱରେ ଥିବା ଅଧିକାରୀ କହୁଥିବାରୁ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରାପ୍ତ ସୂଚନାରୁ...
ପ୍ରବାସୀଙ୍କ ପାଇଁ ସାମଗ୍ରୀ ବୋହିଲେ ପ୍ରଶାସନିକ ଅଧିକାରୀ
ଜୁନାଗଡ଼,୨୮।୫(ଡି.ଏନ୍.ଏ.)-କୋଭିଡ-୧୯କୁ ମୁକାବିଲା କରିବା ପାଇଁ ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଡିଓଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ଏହି କାମରେ ନିୟୋଜିତ ରହିଛନ୍ତି। ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମସି)ରେ ରହିଥିବା ପ୍ରବାସୀମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ...
ଧାନବସ୍ତା ଟେକିଲେ ମନ୍ତ୍ରୀ
ଜୁନାଗଡ,୨୫।୫(ଡି.ଏନ୍.ଏ.)-ଜୁନାଗଡ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୋମବାର କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସେ ଚାଷୀଙ୍କ ସମସ୍ୟା ବୁଝିବା ସହ ଧାନ ବସ୍ତା ଟେକି ଓଜନ କରୁଥିବା ଦେଖିବାକୁ ମିଳିଥିଲା।...
କୋଭିଡ ହସ୍ପିଟାଲରେ ପ୍ରବାସୀ ଓଡିଆଙ୍କ ମୃତ୍ୟୁ
ଜୁନାଗଡ,୨୫।୫(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଭବାନୀପାଟଣା କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ୩୫ବର୍ଷୀୟ ପ୍ରବାସୀ ଓଡିଆ ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ତାମିଲନାଡୁରୁ ଫେରିଥିଲେ। ଗତ ୨୧ ତାରିଖ ସେ ଜୁନାଗଡ ବ୍ଲକ ହାବସପୁର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ...
୨୦ ପ୍ରବାସୀଙ୍କୁ ପଠାଗଲା ମଧ୍ୟପ୍ରଦେଶ
ଜୁନାଗଡ଼,୨୫ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରକୁ କିଛିମାସ ତଳେ ପେଟପାଟଣା ପାଇଁ ମଧ୍ୟପ୍ରଦେଶ ରାଜ୍ୟ ଜବଲପୁରରୁ ୨୦ ଜଣ ପ୍ରବାସୀ ଲୁହା(କମାର) କାମ କରିବାକୁ ଆସିଥିଲେ। ତେବେ ଲକ୍ଡାଉନ୍ ଯୋଗୁ ସେମାନେ ନିଜ ଅଞ୍ଚଳକୁ ଯାଇ ନ ପାରି ଏଠାରେ...
କଳାହାଣ୍ଡିରେ ମା’ ଝିଅ କରୋନା ପଜିଟିଭ୍ : ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଲା
ଜୁନାଗଡ଼,୨୪ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ର ଏକ ଦେୟଯୁକ୍ତ ଟିଏମ୍ସିରେ ଥିବା ୨ ଜଣ ମହିଳାଙ୍କ ସ୍ବାବ୍ ନମୁନା କରୋନା ପଜିଟିଭ୍ ଆସିଛି। ସେମାନେ ଉଭୟ ମା’ ଝିଅ । ଗତ ୧୨ ତାରିଖରେ ସେମାନେ ପଶ୍ଚିମବଙ୍ଗରୁ ଟ୍ରେନ୍ ଯୋଗେ ସମ୍ବଲପୁର...
ନିମ୍ନମାନର ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ
କୋକସରା, ୨୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ପୂର୍ତ୍ତ ବିଭାଗ ଅଧୀନ ସାନପୋଡ଼ାଗୁଡାଠାରୁ ଗୋତମୁଣ୍ଡା ରାସ୍ତାର ଏବେ ଦୋହରୀକରଣ ଚାଲିଛି। ଏଥିଲାଗି ସୂଚନା ଫଳକ ଲଗା ଯାଇନାହିଁ। ପୁନଶ୍ଚ ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଠିକାସଂସ୍ଥା କାମ କରୁଛି। ଯାହା ବି...
କର୍ଲାମୁଣ୍ଡା ବ୍ଲକ: ୧୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୪୩ ପ୍ରବାସୀ ଓଡିଆ
କର୍ଲାମୁଣ୍ଡା,୨୧ା୫,(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କରୋନା ମୁକାବିଲା ପାଇଁ ୧୪ଟି (ଟିଏମସି) ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୫୪୩ ଜଣ ପ୍ରବାସୀ ଓଡିଆଙ୍କୁ ରଖାଯାଇଛି। ବ୍ଲକର ମୋଟ୍ ୧୨ଟି ପଞ୍ଚାୟତରେ ୧୪ଟି କେନ୍ଦ୍ର ତଥା ରିଞ୍ଜା ପଞ୍ଚାୟତ ୨ଟି କେନ୍ଦ୍ରରେ...
ପ୍ରବାସୀଙ୍କୁ ଅଧାବାଟରେ ଛାଡି ଚାଲିଗଲା ବସ୍
ଜୁନାଗଡ଼,୧୮।୫(ଡି.ଏନ୍.ଏ.): ଚେନ୍ନାଇରେ ଫସି ରହିଥିବା କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩୧ ଜଣ ଓ ଜୁନାଗଡ଼ ବ୍ଲକର ଜଣେ ପ୍ରବାସୀ ସୋମବାର ଏକ ବସ୍ ଭଡା କରି ଫେରୁଥିଲେ। ବସ୍ ଚାଳକ ରୁଟ୍ ପରମିଟ ସମୟ ସୀମା କମ୍ ଥିବା...
ଚିକିତ୍ସା ପାଇଁ କଟକ ଏସ୍ସିବି ମେଡିକାଲ ଗଲେ ରଘୁମଣି
ଜୁନାଗଡ,୧୭।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ (୪୨)ଙ୍କ ଚିକିତ୍ସା ପାଇଁ ଜୁନାଗଡ ବିଧାୟକ ତଥା ରାଜ୍ୟ ସରକାରଙ୍କ ଶକ୍ତି, ଶିଳ୍ପ, ଏମ୍ଏସ୍ଏମ୍ଇ ତଥା ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ହସ୍ତକ୍ଷେପ କରିଛନ୍ତି।...
ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ୩୦ପ୍ରବାସୀ
ଜୁନାଗଡ,୧୭।୫(ଡି.ଏନ୍.ଏ.)-ତାମିଲନାଡୁର କୋଏମ୍ବାଟୁରରେ ଫସି ରହିଥିବା କଳାହାଣ୍ଡି ଜିଲାର ୩୦ଜଣ ପ୍ରବାସୀ ରବିବାର ଏକ ବସ୍ ଯୋଗେ ଆସି ଜୁନାଗଡରେ ପହଞ୍ଚିଥିଲେ। ଏଥିରେ ଜୁନାଗଡ ବ୍ଲକର ୧୫, ଧର୍ମଗଡର ୧୦ ଓ କୋକସରା ବ୍ଲକର ୫ଜଣ ଶ୍ରମିକ ରହିଛନ୍ତି। ସମସ୍ତେ କୋଏମ୍ବାଟୁରର...
Archives


