କଳାହାଣ୍ଡି

କଳାହାଣ୍ଡିରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ଲିଙ୍କ୍‌

ଭବାନୀପାଟଣା,୧୦।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ଲିଙ୍କ୍‌ ଥିବା ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବଲାଙ୍ଗୀର ଘଟଣାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ସହିତ ସହଯୋଗୀ ଥିବା କଳାହାଣ୍ଡିର ବିନୀତ ନାଏକ ଜିଲାର ବହୁ ଛାତ୍ରୀଛାତ୍ରଙ୍କୁ ଚାକିରି ଦେବା…

ବଜ୍ରପାତରେ ଚାଲିଗଲା ନାବାଳିକାଙ୍କ ଜୀବନ

କୋକସରା,୯।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ା ଗ୍ରାମରେ ବଜ୍ରପାତ ଘଟି ତରୁଣ ବାଗଙ୍କ ନାବାଳିକା ଝିଅ ମଧୁସ୍ମିତା(୧୩)ଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ମଧୁସ୍ମିତା ସାଙ୍ଗମାନଙ୍କ ସହ ଗାଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ସେତିକିବେଳେ ଘଡଘଡି ସହ ବର୍ଷା…

୧୬୦ କି.ମି.ଚାଲିକି ଗାଁକୁ ଆସିଲେ ଦାଦନ ଶ୍ରମିକ

ଭବାନୀପାଟଣା,୭।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ଜିଲାରେ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମନାକୁ ଆସିଛି। କଳାହାଣ୍ଡି ଜିଲାରୁ ସୁଦୂର ବାଙ୍ଗାଲୁରକୁ ଦାଦନ ଖଟିବାକୁ ଯାଇ ସେଠାରେ ଠିକାଦାରଙ୍କ ଦ୍ୱାରା ନିର୍ଯାତିତ ହୋଇ କୌଣସି ପାଉଣା ନ ପାଇ ଶେଷରେ…

ହନୁମାନଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ମନ୍ତ୍ରୀ

କୋକସରା,୬।୪(ଡି.ଏନ୍‌.ଏ.): ହନୁମାନ ଜନ୍ମୋତ୍ସବ ଅବସରରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ଥିବା ବଜରଙ୍ଗବଳୀ ମନ୍ଦିରରେ ହନୁମାନ ଜୟନ୍ତୀ ମହାଆଡମ୍ବରରେ ପାଳନ କରାଯାଇଛି। ଏହି ଉପଲକ୍ଷେ ମନ୍ଦିର କମିଟି ପକ୍ଷରୁ ସ୍ବତନ୍ତ୍ର ପୂଜାବିଧି ସହ ୧୦୮ ସବାମଣି ଭୋଗ ଅର୍ପଣ କରାଯାଇଥିଲା।…

ଗ୍ୟାସ୍‌ଚୁଲାରେ ପୋଡ଼ି ମହିଳା ଗୁରୁତର

କୋକସରା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ଝରିଆଗୁଡ଼ା ଗ୍ରାମର ସୂର୍ଯ୍ୟକାନ୍ତି ମହାନ୍ତି (୬୫) ଗୁରୁବାର ଘରେ ରୋଷେଇ କରୁଥିବା ବେଳେ ରନ୍ଧନ ଗ୍ୟାସ୍‌ ଚୁଲା ନିଆଁରେ ପୋଡ଼ି ଗୁରୁତର ହେବା ପରେ ପରିବାର ଲୋକେ କୋକସରା ଡାକ୍ତରଖାନାରେ ଭର୍ତ୍ତି…

କଶ୍ମୀରର ଭ୍ରମ ସୃଷ୍ଟି କରୁଛି ଆମପାଣି

କୋକସରା,୬ା୪(ଡି.ଏନ୍‌.ଏ.): କିଛିଦିନ ହେବ କୋକସରା ବ୍ଲକ ଅଞ୍ଚଳରେ ଅପରାହ୍ନରେ ଝଡ଼ ତୋଫାନ ସହ ତୁହାକୁତୁହା ବର୍ଷା ଲାଗି ରହିଛି। ଗୁରୁବାର ଅପରାହ୍ନରେ ବ୍ଲକର ଆମପାଣି, ବଡ଼ ପୋଡ଼ାଗୁଡ଼ା,ବରାଡଙ୍ଗା ପଞ୍ଚାୟତ ଅଞ୍ଚଳରେ ପ୍ରବଳ ଝଡ଼ ସହ କୁଆପଥର ବର୍ଷା ହୋଇଛି। ଆମପାଣି ଦେଇ…

ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜଣେ ମୃତ, ଜଣେ ଗୁରୁତର

କୋକସରା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା ଗ୍ରାମରେ ଗୁରୁବାର ଅପରାହ୍ନରେ ପଶ୍ଚିମା ଝଡ଼ ପ୍ରଭାବରେ ହଠାତ ଝଡ଼ବର୍ଷା ସହ ବଜ୍ରପାତ ହୋଇଥିଲା। ଏହି ସମୟରେ ଚାଷ ଜମିକୁ କାମ କରିବାକୁ ଯାଇଥିବା ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା…

କଳାହାଣ୍ଡି ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢ଼ା

ଭବାନୀପାଟଣା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ମେଡିକାଲ କଲେଜରେ ଚଳିତବର୍ଷ ପାଠପଢ଼ା ଆରମ୍ଭ ହେବ। ୧୦୦ଟି ଏମ୍‌ବିବିଏସ୍‌ ସିଟ୍‌ ଲାଗି ଅନୁମତି ମିଳିଥିବା ନ୍ୟାଶନାଲ ମେଡିକାଲ କମିଶନ ମେଡିକାଲ ଆସେସମେଣ୍ଟ ଆଣ୍ଡ ରେଟିଂ ବୋର୍ଡ ସୂଚନା ଦେଇଛି। ୨୦୨୩-୨୪ ଶିକ୍ଷାବର୍ଷରୁ କଳାହାଣ୍ଡି…

କେସିଙ୍ଗା ପୋଲିସ ଦ୍ୱାରା ଡକାୟତ ଦଳ କାବୁ

କେସିଙ୍ଗା,୬ା୪(ଡି.ଏନ.ଏ.): ମଙ୍ଗଳବାର ରାତିରେ ସ୍ଥାନୀୟ ପୋଲିସ କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧୀନ ପୋଡଖମ୍ବ ଗ୍ରାମ ନିକଟରୁ ଏକ ଡକାୟତ ଦଳକୁ କାବୁ କରିଛନ୍ତି। ସେମାନଙ୍କ ନିକଟରୁ ଲୁଟ ହୋଇଥିବା ୧୭ଲକ୍ଷ ୫୦ ହଜାର ଟଙ୍କା, କାର ଓ ମୋବାଇଲ…

ଲାଇଫ୍‌ ଲାଇନ ପାଲଟିଛି ହାଲେର ଯୋର

ଭବାନୀପାଟଣା,୬।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାର ପନିପରିବାର ଗାଁ କହିଲେ ଜୁନାଗଡ ବ୍ଲକର କେଲିଆକୁ ବୁଝାଏ। କାରଣ ଏହି ଗଁା ବର୍ଷ ତମାମ ଜିଲାର ବିଭିନ୍ନ ଅଞ୍ଚଳକୁ ପନିପରିବା ଯୋଗାଣ କରିଥାଏ। ବର୍ତ୍ତମାନ ଏହି ଗଁାରେ ପ୍ରାୟ ୮୦ ଏକର ଜମିରେ ପନିପରିବା ଚାଷ…

କଳାହାଣ୍ଡି ରାଇସ ମିଲର୍ସ ଆସୋସିଏଶନ ପକ୍ଷରୁ ଗଣଧାରଣା

କେସିଙ୍ଗା,୪।୪(ଡି.ଏନ.ଏ.): ଚାଉଳ ନ କିଣିବାରୁ କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଏଫସିଆଇର ମୁଖ୍ୟ ଗେଟ୍‌ରେ କଳାହାଣ୍ଡି ଜିଲା ମିଲର୍ସ ଆସୋସିଏଶନ ପକ୍ଷରୁ ମଙ୍ଗଳବାର ଗଣଧାରଣା ଦେଇଥିବା ଜଣାପଡ଼ିଛି। କେସିଙ୍ଗା ଅଞ୍ଚଳର ୧୫ଟି ଏବଂ ଭବାନୀପାଟଣା ସବଡିଭିଜନର ପ୍ରାୟ ୪୦ଟି ମିଲର୍ସଙ୍କ ଠାରୁ ଠିକ୍‌…

ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୨୦ରେ ନିଜ କକାଙ୍କୁ ପୁତୁରା ଛୁରି ଭୁଶିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣ ଭିତ୍ତିକରି ଜୟପାଟଣା ଜେଏମଏଫିସ କୋର୍ଟ ବିଚାରପତି ପ୍ରତାପ ଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?