କଳାହାଣ୍ଡି

ଶୋଇଥିବା ବେଳେ ବୃଦ୍ଧଙ୍କୁ ଆକ୍ରମଣ: ପୋଲିର ତଦନ୍ତ ଆରମ୍ଭ

କୋକସରା,୧୮।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଆମପାଣି ଥାନା ଅଧୀନ ଯାନିପଡା ଗ୍ରାମର ମଙ୍ଗଲୁ ମାଝୀ(୬୮)ଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ମଙ୍ଗଲୁ ନିଜ ପନିପରିବା ଚାଷ ଜମିରେ ଏକ କୁଡିଆ ଘରେ ଶୋଇଥିଲେ।…

ଦୁର୍ଗମ ଗାଁକୁ ସଂଯୋଗ କରୁଥିଲା ପୋଲ, ଏବେ ବିପଦସଙ୍କୁଳ

କୋକସରା,୧୭।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତରେ ରହିଛି ଅନେକ ଦୁର୍ଗମ ଗିରି ଅଞ୍ଚଳ। ତାହାରି ମଧ୍ୟରେ ରହିଛି ଅନେକ ବନବାସୀ ଗାଁ। ଜଙ୍ଗଲ ପାହାଡ଼ ଘେରା ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଏହି ବନବାସୀ ଆଜି…

ଥାନାରେ ଖତ ଖାଉଛିି ଜବତ ଗାଡ଼ି

ଭବାନୀପାଟଣା,୧୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଥାନାଗୁଡିକରେ ବିଭିନ୍ନ ମାମଲାରେ ଜବତ ଦୁଇ, ଚାରିଚକିଆ ଗାଡ଼ିଗୁଡିକଦୀର୍ଘ ବର୍ଷ ହେବ ଥାନା ପରିସରରେ ପଡିରହିଛି। ମାମଲାର ଫଇସଲା ହେଉ ନ ଥିବାରୁ ସେଗୁଡିକ ଦୀର୍ଘ ବର୍ଷ ହେଲା ଖୋଲା ଆକାଶ ତଳେ ଖରା…

ବେଆଇନ ଜଙ୍ଗଲ କାଟି ମକାଚାଷ, ୨ ଜଣଙ୍କୁ ୧୫ ହଜାର ଟଙ୍କା ଲେଖାଏ ଜରିମାନା

କୋକସରା,୧୫ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଅମପାଣି ବିରିମୁହାଣ ଜଙ୍ଗଲରେ ଟ୍ରାକ୍ଟର ଲଙ୍ଗଲ କରୁଥିବା ସମୟରେ ବନବିଭାଗ, ଟ୍ରାକ୍ଟର ଜବତ କରିବା ସହ ୧୫ ହଜାର ଟଙ୍କା ଲେଖାଏ ଦୁଇ ଜଣକୁ ଜରିମାନା କରିଥିବା ସୂଚନା ମିଳିଛି। ଦୁଇ ଜଣ ହେଲେ…

ଭାଙ୍ଗିଲା ପୋଲ ସୁରକ୍ଷା ବାଡ଼

ମ.ରାମପୁର,୧୫ା୭(ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ଛକିଗୁଡ଼ା -ନର୍ଲା-ମ.ରାମପୁର ଯାଇଥିବା ରାଜ୍ୟ ରାଜପଥ ଛକରେ ଥିବା ଜାମପଦର ଗ୍ରାମ ନିକଟରେ ନଦୀ ପୋଲ ସଂଲଗ୍ନ ସଡ଼କ ସୁରକ୍ଷା ବାଡ଼ ଭଗ୍ନ ଅବସ୍ଥାରେ ପଡ଼ିରହିଛି। ବିପଦପୂର୍ଣ୍ଣ ଅବସ୍ଥାରେ ଲୋକେ ଯାତାୟାତ କରୁଛନ୍ତି। ନଦୀର ଉଭୟ…

୬ ଦାଦନ ଶ୍ରମିକ ଉଦ୍ଧାର

କର୍ଲାମୁଣ୍ଡା,୧୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ଭୁଏରମୁଣ୍ଡା ଗ୍ରାମର ୬ଜଣ ଯୁବକ ଅର୍ଥ ରୋଜଗାର ଆଶାରେ ଦାଦନ ଶ୍ରମିକ ଭାବେ ଚେନ୍ନାଇ ସହରର ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ତେବେ କମ୍ପାନୀ…

ଶିରୋଲକୁ ଗଜା ମରୁଡି ଘୋଷଣା ନେଇ କ୍ଷେତ୍ର ପରିଦର୍ଶନ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ପଞ୍ଚାୟତର ୪ଟି ଗ୍ରାମ ଗଜା ମରୁଡି ନେଇ କୃଷି ବିଭାଗ ପକ୍ଷରୁ ଶୁକ୍ରବାର କ୍ଷେତ୍ର ପରିଦର୍ଶନ କରାଯାଇଛି। ଗତ ୧୦ ତାରିଖରେ ଶିରୋଲ ପଞ୍ଚାୟତର କୃଷକମାନେ ତହସିଲ ଓ କୃଷିସୂଚନା ଓ…

ସାହାଜଖୋଲରେ ପଶିଲା ଗୋଠଛଡ଼ା ଦନ୍ତା

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ସାହାଜ ଖୋଲ ସଂରକ୍ଷିତ ଜଙ୍ଗଲରେ ପଡୋଶୀ ନବରଙ୍ଗପୁର ଜିଲା ପଟୁ ଏକ ଗୋଠଛଡ଼ା ଦନ୍ତା ହାତୀ ପଶି ଆସିଥିବା ଜଣାପଡିଛି। ଏନେଇ ଧର୍ମଗଡ଼ ବନ ବିଭାଗ ରେଞ୍ଜର ଭବାନୀ ଶଙ୍କର କାଉରଙ୍କ…

ବଳାତ୍କାର ଅଭିଯୋଗରେ ବନ୍ଧା ହେଲେ ଶିକ୍ଷକ

କୋକସରା,୧୩।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବଳାତ୍କାର ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଞ୍ଚଳର ଏକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଡାକ୍ତରୀ ମାଇନା ପରେ ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି। ଗିରଫ ଶିକ୍ଷକ…

୧୨ ମହିଳାଙ୍କୁ ମିଶନଶକ୍ତି ‘କାଫେ’ର ଦାୟିତ୍ୱ

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦର ଅମ୍ବାଜି ମନ୍ଦିର ନିକଟରେ ଥିବା ମିଶନ ଶକ୍ତି କାଫେ ଓ ଭେଣ୍ଡିଂ ଜୋନ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ କରକମଳରେ ଗୁରୁବାର ଉଦଘାଟନ ହୋଇଯାଇଛି। ୱାର୍ଡ ନମ୍ବର-୩ସ୍ଥିତ ଗାୟତ୍ରୀ ମହିଳା ସ୍ବୟଂ…

ଚେନ୍ନାଇରେ ଅଟକ ଅଛନ୍ତି ୬ ଦାଦନ ଶ୍ରମିକ

କର୍ଲାମୁଣ୍ଡା,୧୩ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ଭୁଏରମୁଣ୍ଡା ଗ୍ରାମର ୬ଜଣ ଯୁବକ ଅର୍ଥ ରୋଜଗାର ଆଶାରେ ଦାଦନ ଶ୍ରମିକ ଭାବେ ଚେନ୍ନାଇ ସହରର ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ତେବେ କମ୍ପାନୀ…

ରେତ୍‌ ଡ୍ୟାମ୍‌ରେ ବୁଡ଼ି ଛାତ୍ର ନିଖୋଜ

ଭବାନୀପାଟଣା/ନର୍ଲା,୧୩।୭(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅନ୍ତର୍ଗତ ଧୁଷଗୁଡାର ରେତ ଡ୍ୟାମରେ ବୁଡି ବୁଧବାର ଜଣେ ଛାତ୍ର ନିଖୋଜ ହୋଇଛନ୍ତି। ସେ ହେଲେ ଭବାନୀପାଟଣା ସହରର ପଣ୍ଡା ଫ୍ରୁଡସ୍‌ ମାଲିକ ସୁଦାମ ପଣ୍ଡାଙ୍କ ପୁଅ ସାଲୁ ପଣ୍ଡା (୨୧)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?