ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଟଙ୍କା ପଠାଇଲେ କୋଟନିଆ ପଡାବାସୀ
ଜୁନାଗଡ,୧ା୫(ଡି.ଏନ୍.ଏ)-କୋଭିଡ-୧୯ରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କୋଟନିଆ ପଡାବାସୀ ଆଗେଇ ଆସିଛନ୍ତି। ଏହି ପଡାର ସମସ୍ତ ଲୋକ ନିଜନିଜ ମଧ୍ୟରେ ଚାନ୍ଦା କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିକୁ ଗୁରୁବାର ୭୦୦୭ ଟଙ୍କା...
ପୋଲ,ଗାଡୱାଲ କାମକୁ ଗ୍ରାମବାସୀଙ୍କ ବିରୋଧ
ଜୁନାଗଡ଼,୩୦।୪(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଲିଗୁଡା ପଞ୍ଚାୟତ ବୋଦେଲ ଗ୍ରାମରେ ନିର୍ମାଣଧୀନ ପୋଲ, ଗାଡ଼ୱାଲ ନିର୍ମାଣ କାମ ନିମ୍ନମାନରେ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବୋଦେଲ-ବଣିଜରାକୁ ସଂଯୋଗ କରିବା ପାଇଁ ନିକଟସ୍ଥ ନାଳ(ସର) ଉପରେ ଜୁନାଗଡ଼ ଗ୍ରାମ୍ୟଉନ୍ନୟନ ବିଭାଗ ଉପବିଭାଜନ...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ ହଜାର ପ୍ରଦାନ
କେସିଙ୍ଗା,୩୦ା୪(ଡି.ଏନ୍.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ବୋରିଙ୍ଗପଦରଠାରେ ଥିବା ନିୟୁ ଲାଇଫ୍ ପାଓ୍ବାର ଗସ୍ପେଲ ଫେଲୋସିପ୍ ଅନୁଷ୍ଠାନ ପକ୍ଷରୁ କଳାହାଣ୍ଡି ଅତିରିକ୍ତ ଜିଲାପାଳଙ୍କୁ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ସିଆନି ହରପାଲ ଗୁରୁବାର ୨୫ ହଜାର ଟଙ୍କାର ଏକ ଚେକ୍...
ମାନବିକତା ଦେଖାଇଲେ ବିଏସ୍ଏସ୍ଓ
ଜୁନାଗଡ଼,୨୯।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକରେ କାର୍ଯ୍ୟରତ ବିଏସ୍ଏସ୍ଓ(ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ) ତୁଷାର ରଞ୍ଜନ ସାହୁ ମାନବିକତା ଦେଖାଇଛନ୍ତି। ରାସ୍ତା କଡ଼ ଗଛ ତଳେ ଅସହାୟ ଭାବେ ବସିଥିବା ଜଣେ ମହିଳାଙ୍କୁ ଉଦ୍ଧାର କରି ଧର୍ମଗଡ଼ ବ୍ଲକ ଗମ୍ଭାରୀଗୁଡାସ୍ଥିତ...
୩୩ ପରିବାର ଉଚ୍ଛେଦକୁ ବିରୋଧ
ପର୍ଲା,୨୮।୪(ଡି.ଏଡ଼.ଏ.): କଳାହାଣ୍ଡି ଜିଲା ସଦର ବ୍ଲକ ତଥା ଶଗଡା ସଂରକ୍ଷିତ ଜଙ୍ଗଲ ଜମିରେ ଘରଦ୍ୱାର କରି ରହି ଆସୁଥିବା ୩୩ ଆଦିବାସୀ ପରିବାରକୁ ବନ ବିଭାଗ ଉଚ୍ଛେଦ କରିଛି। ଯୁଗସାଇପାଟଣା ପଞ୍ଚାୟତ, ନେହେଲା ଓ ଶଗଡା ପଞ୍ଚାୟତର ମାଖାଗୁଡା ଗ୍ରାମର...
ବିନା ଅନୁମତିରେ ଘରକୁ ଯାଇଛନ୍ତି ଜୁନାଗଡ଼ର ୬୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ: କାରଣ ଦର୍ଶାଅ ନୋଟିସ ଜାରି
ଜୁନାଗଡ଼,୨୯।୪(ଡି.ଏନ୍.ଏ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି। ଏପରିକି ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିଜ ମହକୁମାରେ ରହି କୋଭିଡ-୧୯ ମୁକାବିଲା କରିବା କାର୍ଯ୍ୟରେ ପ୍ରଶାସନକୁ ସହଯୋଗ କରିବା ପାଇଁ...
ରାଜସ୍ଥାନରେ ଫସିଛନ୍ତି କଳାହାଣ୍ଡିର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଫେରାଇ ଆଣିବାକୁ ନିବେଦନ
ଭବାନୀପାଟଣା, ୨୮ା୪(ସ୍ବ.ପ୍ର): ଲକ୍ଡାଉନ ଯୋଗୁ କଳାହାଣ୍ଡି ଜିଲାର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ରାଜସ୍ଥାନର କୋଟାକୁ ପଢିବାକୁ ଯାଇ ସେଠାରେ ଫସିରହିଛନ୍ତି। ସେଠାରେ କରୋନା ସଂକ୍ରମଣ ଅଧିଜ ହୋଇଥିବା ଯୋଗଁୁ ଛାତ୍ରୀଛାତ୍ରମାନେ ଘରୁ ବାହାରକୁ ବାହାରୁ ନାହାନ୍ତି। ଏହି ପରିସ୍ଥିତିରେ ସେମାନଙ୍କୁ...
୨୫ ଲକ୍ଷ ଟଙ୍କା ଲୋଭରେ ୨୫ ହଜାର ଗଲା
ଲାଞ୍ଜିଗଡ,୨୮।୪(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଲାଞ୍ଜିଗଡ ଡମ୍ବବିଶିପଡାର ଜଣେ ବ୍ୟକ୍ତି ଅନ୍ ଲାଇନ୍ ଠକେଇର ଶିକାର ହୋଇଛନ୍ତି। ସେ ହେଲେ ଗଜେନ୍ଦ୍ର ପରାଭୋଇ। ଦିନ ମଜୁରିଆ ଭାବେ କାମ କରି ସେ ପରିବୁର ଚଳାନ୍ତି। ତେବେ ଗତ ୨୪ତାରିଖ ନ୍ୟାଶନାଲ ଲଟେରୀ ନାମକ...
ମଣ୍ଡିରେ ଗଜା ହେଉଛି ଧାନ
ମୋହନଗିରି,୨୮।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଧୀନ ମୋହନଗିରି ଅଞ୍ଚଳର ୧୧ ଜଣ ଚାଷୀ ୪୫୦ କୁଇଣ୍ଟାଲ ଧାନ ବିକିବାକୁ ଜାନୁୟାରୀରୁ ମୋହନଗିରି ସେବା ସମବାୟ ସମିତି ମଣ୍ଡିରେ ଜଗିଛନ୍ତି। ହେଲେ ଧାନ ଉଠୁନି। ଶେଷରେ ବର୍ଷା ଏବଂ କାକରରେ...
ଲକ୍ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍ ମାଲିକ,କର୍ମଚାରୀ ହତାଶ
ଭବାନୀପାଟଣା,୨୮ା୪(ଡି.ଏନ୍.ଏ.)-ଲକ୍ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ କର୍ମଚାରୀମାନେ ହାତବାନ୍ଧି ବସିଛନ୍ତି ା ଜିଲାର ଭବାନୀପାଟଣା ସମେତ ବିଭିନ୍ନ ସହରଠାରୁ ଆରମ୍ଭ...
୩୨ କୁଇଣ୍ଟାଲ ମହୁଲ ପୋଚ ନଷ୍ଟ କଲା ଅବକାରୀ ବିଭାଗ
ଜୁନାଗଡ,୨୭।୪(ଡି.ଏନ୍.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ରଣପୁର ଗ୍ରାମ ନିକଟି କୁସୁମଖୋଲ, ସୁନାରୀପାଣି ଓ ଆମଖୋଲ ପାହାଡରେ ଦେଶୀ ହାତରନ୍ଧା ମଦ ତିଆରି ହେଉଥିବା ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ସୋମବାର ଚଢାଉ କରାଯାଇଥିଲା। ଚଢାଉର ୩୨.୬୦...
ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ, କ୍ରୟ ସମନ୍ଧୀୟ ପ୍ରଶିକ୍ଷଣ ଶିବିର
ଲାଞ୍ଜିଗଡ,୨୭ା୪(ଡି.ଏନ୍.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସମନ୍ବିତ ଉନ୍ନୟନ ସଂସ୍ଥା ଆନୁକୂଲ୍ୟରେ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଓ ତାହାର କ୍ରୟ ସମନ୍ଧରେ ଏକ ପ୍ରଶିକ୍ଷଣ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଶିବିରକୁ ପ୍ରକଳ୍ପ ପ୍ରଶାସକ...
Archives


