କଳାହାଣ୍ଡି

ଦାଦନ ଶ୍ରମିକଙ୍କୁ ବନ୍ଦକ ପକାଇ ଗିରଫ ହେଲେ ସର୍ଦ୍ଦାର

କୋକସରା,୨୦।୩: କଳାହାଣ୍ଡି ଜିଲା କୋକସରା ଏବଂ ଆମପାଣି ଥାନା ଅଞ୍ଚଳର ୭ ଜଣ ଶ୍ରମିକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଗତ ଅକ୍ଟୋବର ମାସରେ ମଧ୍ୟପ୍ରଦେଶ ନେଇଯାଇଥିଲେ ଜଣେ ଦାଦନ ସର୍ଦ୍ଦାର। ସେଠାରେ ସର୍ଦ୍ଦାର ଜଣକ ଶ୍ରମିକମାନଙ୍କୁ ଏକ ଠିକାସଂସ୍ଥାରେ ବନ୍ଦକ ପକାଇ…

ସ୍ତ୍ରୀଙ୍କୁ ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ

କୋକସରା, ୨୦।୩: କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବଡ଼ କେନ୍ଦୁଗୁଡା ଗ୍ରାମରୁ ଆମପାଣି ପୋଲିସ ଟଙ୍କଧର ପୁଝାରୀଙ୍କ ସ୍ତ୍ରୀ ଚନ୍ଦ୍ରିକାଙ୍କ ମୃତଦେହ ଜବତ କରିଥିଲା। ହେଲେ ଚନ୍ଦ୍ରିକାଙ୍କ ବାପା ଶଶୀଭୂଷଣ ମାଝୀ ଝିଅଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ…

ମହିଳାଙ୍କ ମୃତଦେହ ଜବତ, ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୧୯।୩: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବଡକେନ୍ଦୁଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ବନ୍ଦ କୋଠରିରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଆମପାଣି ପୋଲିସ ଜବତ କରିଛି। ସେ ହେଲେ ବଡକେନ୍ଦୁଗୁଡା ଗ୍ରାମର ଟଙ୍କଧର ପୂଝାରୀଙ୍କ ସ୍ତ୍ରୀ ଚନ୍ଦ୍ରିକା ପୂଝାରୀ(୩୦)।…

ଭୋଜି ଲୋଭ ଦେଖାଇ ବ୍ୟବସାୟୀଙ୍କୁ ହତ୍ୟା

ମଦନପୁର/ରିଷିଡ଼ା, ୧୭।୩: କଳାହାଣ୍ଡି ଜିଲା ମ.ରାମପୁର ଥାନା ଅଧୀନ ମଦନପୁର ଆଶ୍ରମ ସ୍କୁଲ ଛକ ନିକଟରେ ବୁଧବାର ଯୁବକଙ୍କ ରକ୍ତାକ୍ତ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ରିଷିଡା ଗ୍ରାମର ଯୁବ ବ୍ୟବସାୟୀ ରୁପେଶ ଅଗ୍ରଓ୍ବାଲ(୩୬)। ମୃତକଙ୍କ ବଡଭାଇ ନରେଶ…

ସରକାରଙ୍କୁ ଚେତାବନୀ ଦେଲେ ଚିତ୍ର ଶିଳ୍ପୀ କଳାକାର

କୋକସରା,୧୪।୩: କଳାହାଣ୍ଡି ଚିତ୍ରଶିଳ୍ପୀ କଳାକାର ସଂଘ ଆନୁକୂଲ୍ୟରେ କୋକସରା ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ଜିଲାସ୍ତରୀୟ ଚିତ୍ରଶିଳ୍ପୀ କଳାକାର ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। କୋକସରା ବ୍ଳକ ଚିତ୍ରଶିଳ୍ପୀ ସଂଘ ପକ୍ଷରୁ କଳାହାଣ୍ଡିର ବୀରବାଦ୍ୟ ଘୁମୁରାର ତାଳେ ତାଳେ ରାଜ୍ୟ ଓ…

ବୋହୂଙ୍କୁ ପେଟ୍ରୋଲ ଢାଳି ପୋଡି ଦେଲେ

ଗୋଲାମୁଣ୍ଡା,୧୪।୩: କଳାହାଣ୍ଡି ଜିଲା କେଗାଁ ଥାନା କନକପୁର ଗ୍ରାମ ନିକଟ ଜଙ୍ଗଲରୁ ପୋଲିସ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଥିଲା। ପୋଲିସ ଘଟଣାର ତଦନ୍ତ ପରେ ରବିବାର ମହିଳାଙ୍କୁ ପେଟ୍ରୋଲ ଢାଳି ପୋଡି ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛି। ଏନେଇ…

ପାଣି ଟାଙ୍କିରେ ଚଢ଼ିଥିବା ବେଳେ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସିଲେ ଶ୍ରମିକ

କେସିଙ୍ଗା,୧୪।୩ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଶିରୋଲ ଗ୍ରାମ ପଞ୍ଚାୟତ ଅଧୀନସ୍ତ ପୋଡ଼ଖମ୍ବ ଗ୍ରାମର ନିକଟରେ ଏକ ବ୍ରିଜ କାମ ନିର୍ମାଣ ସମୟରେ ଅଘଟଣ ଘଟିଛି। ଦୁଇ ଜଣ ଶ୍ରମିକ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ସେଥିମଧ୍ୟରୁ ଜଣେ…

ସୁନା, ରୁପା ଭର୍ତ୍ତି ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୧୦।୩: କଳାହାଣ୍ଡି ଜିଲା ଜୁନାଗଡ଼ ସହର କଲମପୁରଛକ ନିକଟ ଏକ ଜୁଏଲର୍ସରୁ ବୁଧବାର ଦିନ ଦ୍ୱିପ୍ରହରେ ସୁନା ଓ ରୁପା ଭର୍ତ୍ତି ବ୍ୟାଗକୁ ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ମିଳିଥିବା ସୂଚନା ମୁତାବକ,  ଜୁଏଲର୍ସର ଦୋକାନ ମାଲିକ ରଞ୍ଜନ କୁମାର ସାହୁ ସୁନା…

ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୧୦।୩: ନାବାଳିକା ବଳାତ୍କାର ମାମଲାରେ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଅଭିଯୁକ୍ତ ଚୌବନ ଜାନି(୩୦)ଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଜରିମାନା ଅନାଦେୟ…

ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା

ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ ଯୁବକ ବୃଦ୍ଧଙ୍କୁ କଚାଡି ମାରିବା ସାଧାରଣରେ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ ସୂଚନା ମୁତାବକ, ମାଟିଗାଁରେ…

ଏକତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ: ଯୁବତୀ ମା’ଙ୍କ ଜୀବନ ଗଲା

କେସିଙ୍ଗା, ୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଞ୍ଚଳର ଏକତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ ଘଟିଛି। କୌଣସି କାରଣକୁ ନେଇ ସୋମବାର ପୂର୍ବାହ୍ନରେ ପ୍ରେମିକ ଉକ୍ତ ଯୁବତୀଙ୍କୁ ଏକ ଛୁରିରେ ଆକ୍ରମଣ କରିଥିଲା। ଯୁବତୀଙ୍କ ମା’ ଝିଅକୁ ବଞ୍ଚାଇବାକୁ ଯାଇ ଆକ୍ରମଣର…

ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଏକା ସାଙ୍ଗରେ ଚାଲିଗଲା ପରିବାରର ୩ ଜୀବନ

ଗୋଲାମୁଣ୍ଡା,୪।୩: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଡୁଙ୍ଗୁରିଗୁଡ଼ାଠାରେ ଗୁରୁବାର ବସ୍‌ ସହିତ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ୨ଜଣ ମୃତ୍ୟୁବରଣ କରିଥିବା ବେଳେ ଝିଅକୁ ଡାକ୍ତରଖାନା ନିଆଯାଉଥିବା ସମୟରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକମାନେ ସ୍ଥାନୀୟ ତୁରେଛଡ଼ା ଗ୍ରାମର ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri