କଳାହାଣ୍ଡି

ଶୋଷଣର ଶିକାର ମହୁଲଫୁଲ ଗୋଟାଳି

ଭବାନୀପାଟଣା,୧୭।୩(ସ୍ବ.ପ୍ର.): ମହୁଲ ଫୁଲ ପଶ୍ଚିମ ଓଡିଶାର ଗ୍ରାମ୍ୟ ଜନଜୀବନରେ ଆର୍ଥିକ ପରିସ୍ଥିତିକୁ ସୁଦୃଢ କରିବାରେ ସହାୟକ ହୁଏ। ଦୁର୍ବଳ ଥିବା ବ୍ୟକ୍ତି ବିଶେଷଙ୍କର ଆଶାର ସଞ୍ଚାର କରି ପରିବାର ପାଇଁ ଆନନ୍ଦ ଉଲ୍ଳାସର ଦ୍ରବ୍ୟ ହେଉଛି ମହୁଲ। କେବଳ ସେତିକି ନୁହେଁ,…

ଆନ୍ଦୋଳନରେ ଡ୍ରାଇଭର, ଯାତ୍ରୀ ହନ୍ତସନ୍ତ

ମ.ରାମପୁର,୧୬ା୩(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ଆହ୍ବାନରେ ଷ୍ଟିୟରିଂ ଛାଡ଼ି ଆନ୍ଦୋଳନରେ କଳାହାଣ୍ଡି ଜି ମ.ରାମପୁର ଗାଡ଼ି ଚାଳକ ମହାସଂଘ ପକ୍ଷରୁ ମ.ରାମପୁରଠାରେ ଗୁରୁବାର ରାସ୍ତା ଅବରୋଧ କରାଯାଇଥିଲା। ୧୧ ଦଫା ଦାବି ନେଇ ମ.ରାମପୁର ଦେଇ ଯାଇଥିବା ଜାତୀୟ ରାଜପଥ ନଂ…

୧୪ କି.ମି. ଖଟିଆରେ ବୁହାହେଲେ ଛାତ୍ରୀ

ଭବାନୀପାଟଣା,୧୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁକୁ ରାସ୍ତା ନ ଥିବାରୁ ଜ୍ୱରରେ ପୀଡିତା ଜଣେ ସ୍କୁଲ ଛାତ୍ରୀଙ୍କୁ ୧୪ କି.ମି. ଖଟିଆରେ ବୋହି ଡାକ୍ତରଖାନା ଅଣାଯାଇଛି। ଘଟଣାଟି ଘଟିଛି ଜିଲାର ଏମ୍‌.ରାମପୁର ବ୍ଲକର…

ଅଭାବୀ ବିକ୍ରିର ଶିକାର ସୂର୍ଯ୍ୟମୁଖୀ ଚାଷୀ

ଭବାନୀପାଟଣା,୧୩।୩(ସ୍ବ.ପ୍ର.): ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଅର୍ଥକାରୀ ଫସଲ ପାଲଟିଛି ସୂର୍ଯ୍ୟମୁଖୀ ଫୁଲ। ଏହାକୁ ଦେଶରେ ଲାଭକାରୀ ଫସଲ ଭାବେ ଗଣାଯାଏ। କୁହାଯାଏ, ଯିଏ ସୂର୍ଯ୍ୟମୁଖୀ ଫୁଲ ଚାଷ କରିଛି ଘରେ ତା’ର କେବେବି ଅଭାବ ରହେନି। ହେଲେ ବଜାର ବ୍ୟବସ୍ଥା କିମ୍ବା…

ସରିଲା ଭିଜିଲାନ୍ସର ୨ ଦିନିଆ ରିମାଣ୍ଡ

ଭବାନୀପାଟଣା,୧୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବିଇଓ ଅଫିସ ଏକ୍ସକ୍ୟାଡ଼ର ଶିକ୍ଷକଙ୍କ ଦରମା ଓ ଅନ୍ୟାନ୍ୟ ବାବଦ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣାର ମୁଖ୍ୟ ଅଭିଯୁକ୍ତ ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆରଙ୍କୁ ଗୁରୁବାରଠାରୁ ୨ଦିନିଆ ରିମାଣ୍ଡରେ ନେଇଥିଲା କଳାହାଣ୍ଡି ଭିଜିଲାନ୍ସ ବିଭାଗ। ଶୁକ୍ରବାର ରିମାଣ୍ଡ…

ପ୍ରେମରେ ବିଫଳ: ବେକରେ ଗାମୁଛା ଲଗାଇ ଝୁଲିପଡ଼ିଲେ ଯୁବକ

କୋକସରା,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଗ୍ରାମର ଗୋବର୍ଦ୍ଧନ ମାଝି (୩୦) ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରେମରେ ବିଫଳ ହେବା ପରେ ହତାଶହୋଇ ଗୋବର୍ଦ୍ଧନ ଏଭଳି କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ ଗୋବର୍ଦ୍ଧନ ଜଣେ ନାବାଳିକାକୁ…

ଦାଦନ ଖଟିବାକୁ ଯାଇଥିଲେ: ଟ୍ରେନ ଲାଇନରୁ ମିଳିଲା ମୃତଦେହ

କୋକସରା,୧୦।୩(ଡି.ଏନ୍‌.ଏ.): ଦାଦନ ଖଟିବାକୁ ଯାଇ କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଟ୍ରେନ୍‌ ଲାଇନରୁ ଉଦ୍ଧାର ହୋଇଛି। ସେ ହେଲେ ଦେବାନନ୍ଦ ପୂଝାରୀ(୨୭)। ମିଳିଥିବା ସୂଚନା ମୁତାବକ, ଦେବାନନ୍ଦ ୨ ମାସ ତଳେ…

ବିବାହ ଭୋଜି ଖାଇ ଗୋଟିଏ ପରିବାରର ୬ ଗୁରୁତର

କୋକସରା,୧୦।୩(ଡି.ଏନ୍‌.ଏ): ବିବାହ ଭୋଜି ଖାଇ କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତ ଲଟାପଡା ଗ୍ରାମର ଗୋଟିଏ ପରିବାରର ୬ଜଣ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ଗ୍ରାମରେ ଗୁରୁବାର ଦିନ ବେଳେ ହୋଇଥିବା ବିବାହ ଭୋଜି ଖାଇ ଗୋଟିଏ…

ପୁଣି କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲ ଜଳୁଛି

ଲାଞ୍ଜିଗଡ଼,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ବନାଞ୍ଚଳ ସିକେରକୁପା ସେକ୍ସନ କିଡିଙ୍ଗ ବିଟର କାଉଗୁଡ଼ା ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗିଛି। ନିଆଁ ଲାଗିବା ଫଳରେ ଜଙ୍ଗଲରେ ଥିବା ଶହଶହ ମୂଲ୍ୟବାନ ଗଛ ପୋଡ଼ି ପାଉଁଶ ହେବାରେ ଲାଗିଛି। କୌଣସି ଦୁର୍ବୃତ୍ତ…

କର୍ଲାପାଟରେ ପୁଣି ହାତୀ ମୃତ୍ୟୁ

ଭବାନୀପାଟଣା,୯।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅଧୀନ କର୍ଲାପାଟ ଅଭୟାରଣ୍ୟରେ ପୁଣି ଏକ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଯାକମରୁ ୧୦୦ ମିଟର କୁକୁରଘାଟିର ସେମିଝରନଠାରେ ହାତୀର ମୃତ୍ୟୁ ଘଟିଛି। ଏହି ଘଟଣା ଗତ ୪ ତାରିଖରେ ଘଟିଥିବା ଜଣାଯାଇଛି।…

ନର୍ଲା ପୋଲିସର ବଡ଼ ସଫଳତା: ଶାନ୍ତପୁର କେନାଲ ନିକଟରୁ ଗଞ୍ଜେଇ ମାଫିଆ ଗିରଫ

ରୁପ୍ରାରୋଡ,୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ବଡ଼ ସଫଳତା ହାସଲ କରିଛି। ଇତିମଧ୍ୟରେ କୌଣସି ସୂତ୍ରରୁ ଖବରପାଇ ପୋଲିସ ନର୍ଲା ଥାନା ଅନ୍ତର୍ଗତ ଶାନ୍ତପୁର କେନାଲ ନିକଟରୁ ଏକ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ…

ପିକ୍‌ଅପ୍‌ ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

କୋକସରା,୬।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହାଜନଗୁଡା ସିଉନି ଗାଁ ୨୬ ନଂ. ଜାତୀୟ ରାଜପଥ ରାସ୍ତା ମଝିରେ ରବିବାର କାକୁଡି ବୋଝେଇ ପିକଅପ୍‌ ଧକ୍କାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ଭବାନୀପାଟଣା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?