ଘରଘର ବୁଲି କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଅଙ୍ଗନଓ୍ବାଡ଼ି କର୍ମୀ
ଭବାନୀପାଟଣା,୧୭ା୪(ଡି.ଏନ୍.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡ଼ିଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି ଦୁର୍ଗମ ଅଞ୍ଚଳରେ ଥିବା ଅଙ୍ଗନଓ୍ବାଡି କର୍ମୀ। ସେମାନେ ଘରଘର ବୁଲି ସଚେତନତାର...
ଜୟପାଟଣା ବ୍ଲକ ପିଏ ନିଲମ୍ବିତ
ଭବାନୀପାଟଣା/ଜୟପାଟଣା,୧୭।୪(ଡି.ଏନ୍.ଏ.) – କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର କାର୍ଯ୍ୟରତ ପିଏ (ପ୍ରଗତି ସହାୟକ) ଶତାମ୍ବର ପ୍ରଧାନୀଙ୍କୁ ବୁଧବାର ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ସଚିବ ଡି. କେ. ସିଂହ ନିଲମ୍ବନ କରିଛନ୍ତି । ସୂଚନା ଅନୁସାରେ, ପିଏ ପ୍ରଧାନୀ...
ପୋଲିସ ଉପସ୍ଥିତି ସତ୍ତ୍ୱେ ସାମାଜିକ ଦୂରତା ନିୟମ ଉଲ୍ଲଂଘନ
ଜୁନାଗଡ଼,୧୬।୪(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ୨୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ପୋଲିସ ଉପସ୍ଥିତି ସତ୍ତ୍ୱେ ସାମାଜିକ ଦୂରତା ନିୟମ ଲୋକମାନେ ଉଲ୍ଲଂଘନ କରିଥିବା ଦେଖିବାକୁ ମିଳିଥିଲା। ସାମାଜିକ ଦୂରତା ଉପରେ ସଚେତନ ଥିବା...
ଏଲ୍ଆଇ ପଏଣ୍ଟରେ ପାଣି ଉଠାଇ ବିକ୍ରି ଅଭିଯୋଗ
ଜୁନାଗଡ,୧୬।୪(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ମସିଗଁା ଗ୍ରାମରେ ଥିବା ବାଗଡିସର ନାଳର ପାଣିକୁ କେତେକ ମୁଷ୍ଟିମେୟ ଲୋକ ଏଲ୍ଆଇ ପଏଣ୍ଟ ସାହାଯ୍ୟରେ ପାଣି ଉଠାଇ ଧାନ ଚାଷ ପାଇଁ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏ ନେଇ...
ଭୟ ଭିତରେ ବି ଲୋକଙ୍କୁ ସଚେତନ କରୁଛନ୍ତି ଅଙ୍ଗନଓ୍ବାଡି କର୍ମୀ
ଲାଞ୍ଜିଗଡ,୧୬।୪(ଡି.ଏନ୍.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡଛି। ଏଥିରୁ ବାଦ ପଡି ନାହାନ୍ତି ଦୁର୍ଗମ ଅଞ୍ଚଳରେ ଥିବା ଅଙ୍ଗନବାଡି କର୍ମୀ। ସେମାନେ ଗ୍ରାମାଞ୍ଚର ଦୁର୍ଗମ...
ଲକ୍ଡାଉନ୍ ନିୟମ ଉଲ୍ଲଘଂନ: ୧୯ ହଜାର ଜରିମାନା ଆଦାୟ ସହ ଜଣେ ଚା’ ଦୋକାନୀ ଗିରଫ
ଜୁନାଗଡ଼,୧୬।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଲକ୍ଡାଉନ୍ କଡ଼ାକଡ଼ି କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜୁନାଗଡ଼ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ହେଳେ ଏହା ସତ୍ତ୍ବେ ବି କେତେକ ଅମାନିଆ ବାଇକ ଚାଳକ ଏହି ନିୟମକୁ ମାନୁନାହାନ୍ତି।...
କେସିଙ୍ଗା ଏନ୍ଏସିରେ ଶୁଖିଲା ଖାଦ୍ୟ ବଣ୍ଟନ କଲା ମାନବ ସେବା ଟ୍ରଷ୍ଟ
କେସିଙ୍ଗା,୧୫।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର ୬ ନଂ. ୱାର୍ଡରେ ମାନବ ସେବା ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ବୁଧବାର ବଣ୍ଟନ କରାଯାଇଛି। ସମ୍ପୂର୍ଣ୍ଣ ଦେଶ ଲକ୍ଡାଉନ୍ରେ ଥିବାବେଳେ ସହରର ସାହି ବସ୍ତିରେ ରହୁଥିବା ଗରିବ ତଥା ଶ୍ରମିକଶ୍ରେଣୀୟ ଲୋକେ...
ଖୁବ୍ଶୀଘ୍ର କଳାହାଣ୍ଡିରେ କୋଭିଡ ହସ୍ପିଟାଲ: ଦିନିକିଆ ଗସ୍ତରେ ସ୍ଥିତି ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର
ଭବାନୀପାଟଣା/ଧର୍ମଗଡ,୧୫।୪(ଡି.ଏନ୍.ଏ.): ବୁଧବାର ଦିନିକିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆସି ଭବାନିପାଟଣାଠାରେ ହେବାକୁ ଥିବା କୋଭିଡ ହସ୍ପିଟାଲର ସମୀକ୍ଷା କରିଛନ୍ତି। ୨୦୦ ଶଯ୍ୟା ବିଶିଷ୍ଟ ଏହି ସ୍ବତନ୍ତ୍ର କୋଭିଡ ହସ୍ପିଟାଲ...
କରୋନା ପାଇଁ ଅନ୍ ଲାଇନ୍ରେ ପାଠ ପଢାକୁ ଗୁରୁତ୍ୱ
ଜୁନାଗଡ,୧୪।୪(ଡି.ଏନ୍.ଏ): କରୋନା ମୁକାବିଲା ପାଇଁ ଜାରି କରାଯାଇଥିବା କଟକଣା ଯୋଗୁ ଓଡିଶାର ସମସ୍ତ ସରକାରୀ, ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିଛି। ଯାହା ଶିକ୍ଷାଦାନ ଉପରେ ଗୁରୁତର ପ୍ରଭାବ ପକାଇଛି। ଘରେ ବସି ପିଲା ବହି ଖୋଲିବା ସାର ହେଉଛି।...
ସ୍କୁଲରୁ ଚାଉଳ, ଖେଳ ସାମଗ୍ରୀ ଚୋରି
ଜୁନାଗଡ,୧୪।୪(ଡି.ଏନ୍.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସନ୍ୟାସୀ କୁଣ୍ଡାମାଲ ପଞ୍ଚାୟତ ବାଞ୍ଜିନାଳପଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଅଫିସ୍ର ତାଲା ଭାଙ୍ଗି ସେଠାରେ ଥିବା ଚାଉଳ ଓ ଖେଳଣା ସାମଗ୍ରୀ ଚୋରି କରିନେଇଛନ୍ତି। ମଙ୍ଗଳବାର ସକାଳରେ...
ଗ୍ୟାସ ଟାଙ୍କି ଫାଟି ମା’, ପୁଅ ଗୁରୁତର
ଭବାନୀପାଟଣା,୧୩।୪(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଭବାନୀପାଟଣା ସହର ରାମସାଗର ପଡାରେ ପୋଲିସ ଏଏସ୍ଆଇ ଟଙ୍କଧର ଜାଲଙ୍କ ରୋଷେଇ ଘରେ ନୂତନ ଗ୍ୟାସ ରେଗୁଲେଟର ସଂଯୋଗ କରୁଥିବାବେଳେ ସୋମବାର ମଧ୍ୟାହ୍ନରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଯୋଗଁୁ ଟାଙ୍କି ଫାଟିଯାଇଥିଲା। ଏହି ସମୟରେ...
କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ କଳାହାଣ୍ଡିବାସୀ ଆଶ୍ୱସ୍ତ
ଧର୍ମଗଡ଼,୧୩ା୪(ଡି.ଏନ୍.ଏ.) : କଳାହାଣ୍ଡି ଜିଲାର ଜଣେ କୋଭିଡ୍ ପଜିଟିଭ ଆକ୍ରାନ୍ତ ବର୍ତ୍ତମାନ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ମାଧ୍ୟମରେ ସୂଚନା ଦିଆଯାଇଛି। ଏନେଇ ଜିଲାବାସୀଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି। ଗୋଲାମୁଣ୍ଡା...
Archives


