ମନଇଚ୍ଛା ପାସ୍ ବଣ୍ଟନ କରୁଛି ବ୍ଲକ ପ୍ରଶାସନ: ସରପଞ୍ଚଙ୍କ ସ୍ବାମୀଙ୍କୁ ସରପଞ୍ଚ ମାନ୍ୟତା
ଜୁନାଗଡ,୨୯।୩(ଡି.ଏନ୍.ଏ): କୋଭିଡ-୧୯ ପାଇଁ ରାଜ୍ୟରେ ଲକ୍ଡାଉନ ହୋଇଛି। ଜରୁରୀକାଳୀନ ସେବା ପାଇଁ ପଞ୍ଚାୟତ ଓ ବ୍ଲକ କର୍ମଚାରୀଙ୍କୁ ଭେଇକିଲ ପାସ୍ ଦିଆଯାଉଛି। ଏହି ପାସ୍ଗୁଡିକ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ମନଇଚ୍ଛା ଦିଆଯାଉଥିବା ଅଭିଯୋଗ ହେଉଛି। ଏକାଧିକ...
କରୋନା ଭୟ: ମୁଖ୍ୟରାସ୍ତା ବନ୍ଦ କଲେ ଯୁବଗୋଷ୍ଠୀ
କେଗାଁ, ୨୯ା୩(ଡି.ଏନ.ଏ.)-କରୋନା ଭୟରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ସାନଚେରଗାଁ ଗ୍ରାମର ଯୁବଗୋଷ୍ଠୀ ରବିବାରଠାରୁ ଗାଁକୁ ଥିବା ତିନି ପ୍ରବେଶ ପଥରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ କରଛନ୍ତି। ବାଉଁଶରେ କରୋନା ସଚେତନତା ବାର୍ତ୍ତା ଲେଖାଯାଇଛି। ଯୁବଗୋଷ୍ଠୀଙ୍କ କହିବା କଥା...
ଶହେରୁ ଊର୍ଦ୍ଧ୍ବ ଦାଦନ ଫସି ରହିଛନ୍ତି ମହାରାଷ୍ଟ୍ରରେ: ଭୋକ ଉପାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ
କେସିଙ୍ଗା,୨୯।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର ମଶାଣିବନ୍ଧା, କୋକୋଡ଼ମାଲ ଓ ଭବାନୀପାଟଣା ବ୍ଲକର ଭିକାଝରଣ ଗ୍ରାମର ଶତାଧିକ ଦାଦନ ଶ୍ରମିକ ମହାରାଷ୍ଟ୍ରରେ ଫସି ରହିଛନ୍ତି। କେନ୍ଦ୍ର ସରକାର କରୋନା ମୁକାବିଲା ଲାଗି ୨୧ ଦିନ...
ହୋମ କ୍ୱାରାଣ୍ଟାଇନ୍ରେ ଜିଲାର ୪,୭୭୩ ଜଣ
ଫୁଲବାଣୀ ଅଫିସ, ୨୮ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନ ମଧ୍ୟ ଜାଗ୍ରତ ଅଛି। ରାଜ୍ୟ ଏବଂ ଜିଲା ବାହାରୁ ଆସିଥିବା...
କେରଳରୁ ଫେରି ଗାଁ ମୁଣ୍ଡ ତମ୍ବୁରେ ରହିଲେ ୧୨ ଯୁବକ
ଭବାନୀପାଟଣା, ୨୮।୩ (ଡି.ଏନ.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଳକ ଅନ୍ତର୍ଗତ ପାଇକେନ୍ଦୁମୁଣ୍ଡି ପଞ୍ଚାୟତର କୁମ୍ଭାରପିପଲଗୁଡାର ୧୨ ଜଣ ଯୁବକ ଗାଁକୁ ଫେରିଛନ୍ତି। ହେଲେ ଏମାନେ ଘରକୁ ନ ଯାଇ ଗାଁ ମୁଣ୍ଡ ତମ୍ବୁରେ ଆଶ୍ରୟ ନେଇଛନ୍ତି। କେରଳ ରାଜ୍ୟର ତ୍ରିଶୁଳ...
ବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକ
ଭବାନୀପାଟଣା, ୨୮।୩ (ଡି.ଏନ.ଏ.): ବରିଷ୍ଠ ଆଦିବାସୀ ନେତା ତଥା ନିୟମଗିରି ସୁରକ୍ଷା ସମିତିର ପୂର୍ବତନ ସଭାପତି କୁମୁଟି ମାଝିଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ୭୨ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନରୁ ନିୟମଗିରି ଆନ୍ଦୋଳନରେ ସାମିଲ ହୋଇ...
ତରଭୁଜ ଲାଗି ବଜାର ବେବସ୍ତାର ଅଭାବ: କ୍ଷତି ସହୁଛନ୍ ଚାଷୀ, ଲାଭ ଉଠଉଛନ୍ ବେପାରୀ
ଭବାନୀପାଟଣା,୨୪।୩ (ଡି.ଏନ୍.ଏ.)- ବଜାର ବେବସ୍ତା ଅଭାବୁ ଭାବାନୀପାଟଣା ଆର ଧର୍ମଗଡ଼ ଉପଖଣ୍ଡର ଚରଭୁଜ ଚାଷୀ ଯେନ୍ ହିସାବେ ଲାଭ ପାଏବାର କଥା ନାଇଁ ପାଉଥିବାର ଜନାପଡ଼ିଛେ। ଇତାର ସୁଯୋଗ ନେଇ ବେପାରୀମାନେ ଚାଷୀକରନୁ ଅଲପ୍ ଦାମରେ ତରଭୁଜ ଘିନି...
ଜନତା କର୍ଫ୍ୟୁ : ଚାରିଆଡ଼େ ଖାଁ ଖାଁ ପରିବେଶ
କେସିଙ୍ଗା,୨୨।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତର ୧୧୦ଟି ଗ୍ରାମର ଲୋକେ ରବିବାର ସକାଳ ୭ଟାରୁ କେନ୍ଦ୍ର ସରକାରଙ୍କ ଜନତା କର୍ଫ୍ୟୁ ନିୟମ ସମ୍ପୂର୍ଣ୍ଣ ଭାବେ ମାନି ଚଳିଛନ୍ତି। ଫଳରେ ଚାରିଆଡ଼େ ଖାଁ ଖାଁ ପରିବେଶ ଦେଖିବାକୁ ମିଳିଛି।...
କରୋନା ନେଇ ଜରୁରୀ ବୈଠକ: କାର୍ଯ୍ୟରେ ଅବହେଳା ନେଇ ଏଏନ୍ଏମ୍ଙ୍କୁ ନିଲମ୍ବନ କଲେ ଜିଲାପାଳ
ଭବାନୀପାଟଣା,୨୧।୩(ଡି.ଏନ୍.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏଭଳି ପରିସ୍ଥିତିରେ ଜରୁରୀ ବୈଠକ ହୋଇ କରୋନା ମୁକାବିଲା ଲାଗି ଆଲୋଚନା ହେଉଥିଛି। ଏଥିରେ ଅବହେଳା...
ମା’ ମାଣିକେଶ୍ୱରୀ ମନ୍ଦିର ସମେତ ଅନ୍ୟାନ୍ୟ ମନ୍ଦିରରେ ଭକ୍ତଙ୍କ ଦର୍ଶନରେ କଟକଣା: ଦାଦନଙ୍କୁ ଷ୍ଟେଶନରେ ଯାଞ୍ଚ
ଭବାନୀପାଟଣା,୨୧।୩(ଡି.ଏନ୍.ଏ.): କରୋନା ପ୍ରତିଷେଧକ ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବାବେଳେ କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଦର୍ଶନ ନିମନ୍ତେ ସମୟ ପରିବର୍ତ୍ତନ କରାଯାଇଛି। ଏହା ସହ ଅନ୍ୟାନ୍ୟ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା କଡ଼ାକଡ଼ି...
ଭବାନୀପାଟଣା ମ୍ୟାରେଜ ପ୍ୟାଲେସରେ ଚଢ଼ାଉ ପରେ ସିଲ୍ : ମାଲିକ ଅଟକ
ଭବାନୀପାଟଣା,୨୧।୩(ଡି.ଏନ୍.ଏ.): କରୋନା ମୁକାବିଲା ଗାଇଡଲାଇନ ଅନୁସାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ମ୍ୟାରେଜ ପ୍ୟାଲେସରେ ପୋଲିସ ଚଢ଼ାଉ କରିଛି। ମ୍ୟାରେଜ ପ୍ୟାଲେସ ମାଲିକ ପ୍ରକାଶ ଅଗ୍ରଓ୍ବାଲଙ୍କୁ ପୋଲିସ ଅଟକ ରଖିଥିବା ସହ ତାଙ୍କୁ ନୋଟିସ ଜାରି ରହିଛି। ଶନିବାର ମ୍ୟାରେଜ...
କରୋନା ଭୟାବହତା: କଳାହାଣ୍ଡି ଜିଲାର ୧୬୮ ଗ୍ରାମରେ ୩୧୦ଙ୍କୁ ସ୍କାନିଂ
ଭବାନୀପାଟଣା,୨୦।୩(ଡି.ଏନ୍.ଏ.): ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ଓଡ଼ିଶାରେ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଏହି ସଂକ୍ରମଣକୁ ରୋକିବା ପାଇଁ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। କଳାହାଣ୍ଡି ଜିଲାପାଳ ଡା. ଗାଭାଲି ପରାଗ...
Archives


