କଳାହାଣ୍ଡି

ଅବ୍ୟବସ୍ଥାରେ ଜୁନାଗଡ଼ ଏସ୍‌ବିଆଇ ମୁଖ୍ୟ ଶାଖା

ଭବାନୀପାଟଣା,୨୧।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକରେ ଥିବା ଏସ୍‌ବିଆଇ ମୁଖ୍ୟ ଶାଖା ଏବେ ଅବ୍ୟବସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଫଳରେ ଏହି ବ୍ୟାଙ୍କ ଉପରେ ନିର୍ଭର କରୁଥିବା ହଜାର ହଜାର ହିତାଧିକାରୀ, ଗ୍ରାହକ ଏବେ ନାହଁି ନ ଥିବା…

ମହିଳାଙ୍କୁ ଦଳିଦେଲା ହାତୀ

ରୁପ୍ରାରୋଡ଼,୨୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ବାଗପୁର ଗ୍ରାମରେ ଏକ ଅଘଟଣ ଘଟିଛି। ଏକ ଦନ୍ତାହାତୀ ଜଣେ ମହିଳାଙ୍କୁ ଦଳି ଦେଇଛି। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚମ୍ପା ଗଉଡ଼(୫୨)। ମିଳିଥିବା ସୂଚନା ମୁତାବକ, ଶୁକ୍ରବାର ଚମ୍ପା…

ଖଳା ନିର୍ମାଣ ପ୍ରାପ୍ୟ ଦାବିରେ ଆମରଣ ଅନଶନ

କର୍ଲାମୁଣ୍ଡା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୯-୨୦ ଆର୍ଥିକ ବର୍ଷରେ ବିଭିନ୍ନ ପଞ୍ଚାୟତରେ ଧାନଖଳା ନିର୍ମାଣର ୨ ବର୍ଷ ପରେ ମଧ୍ୟ ଟଙ୍କା ମିଳି ନ ଥିବାରୁ ବୁଧବାର କାମରେ ନିୟୋଜିତ ମେଟ୍‌ ଓ ଶ୍ରମିକମାନେ ବ୍ଲକ ସମ୍ମୁଖରେ ଆମରଣ ଅନଶନରେ…

ଗାଁରେ ଝାଡ଼ାବାନ୍ତି ବ୍ୟାପିବା ପରେ ଚେତିଲା ପ୍ରଶାସନ

କୋକସରା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ…

ବାଇକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତା ଅବରୋଧ

ଭବାନୀପାଟଣା,୧୮ା୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାଲୋପଲା ଛକ ନିକଟରେ ବୁଧବାର ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କୁନ୍ତଳା ବାରିକ୍‌ ହୋଇଥିବା ବେଳେ ତାଙ୍କ ଘର ଧର୍ମଗଡ଼ ବ୍ଲକ ତରାପୁର ଗ୍ରାମ ଟେମରିଆ ପଡ଼ାର…

କୋକସରାରେ ବଢ଼ୁଛି ଝାଡ଼ାବାନ୍ତି

କୋକସରା,୧୭।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି ପ୍ରାଥମିକ ଅନୁସନ୍ଧାନରୁ…

ପାନୀୟ ଜଳ ପାଇଁ ତେଜିଲା ଆନ୍ଦୋଳନ: ରାସ୍ତାକୁ ଓହ୍ଲାଇଲେ ମହିଳା

ଲାଞ୍ଜିଗଡ଼,୧୬।୧(ଡି.ଏନ୍‌.ଏ.): ଜାନୁୟାରୀ ମାସ ନ ସରୁଣୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବନ୍ଧପାରି ଗାଁଠାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଏହାକୁ ନେଇ ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ ପରେ ମଧ୍ୟ କୌଣସି ପଦକ୍ଷେପ ନ ନେବାରୁ ବନ୍ଧପାରି…

ଅବହେଳିତ ଅବସ୍ଥାରେ ଇନ୍ଦ୍ରାବତୀ ନଦୀ ଉତ୍ପତ୍ତିସ୍ଥଳ

ତେନ୍ତୁଳିଖୁଣ୍ଟି,୧୬।୧(ଡି.ଏନ୍‌.ଏ.): ଗୋଟେ ଆମ୍ବଗଛ ପାର୍ଶ୍ୱରୁ ବହିଆସୁଛି ତିନୋଟି ଜଳଧାର। ଏହିଠାରୁ ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି। ନିଜ ଆଖିରେ ନ ଦେଖିଲେ କେବେ ବି ବିଶ୍ୱାସ ହେବନି ଯେ ତିନୋଟି ସରୁ ଜଳଧାର ହିଁ ଇନ୍ଦ୍ରାବତୀ ନଦୀର ଉତ୍ପତ୍ତି ସ୍ଥଳ। ଯେଉଁ…

ବଞ୍ଚିବାର ରାହା ଖୋଜୁଛନ୍ତି ଆଦିବାସୀ

ଭବାନୀପାଟଣା,୧୬।୧(ସ୍ବ.ପ୍ର.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନାଲିଫିତା ତଳେ ସବୁ ଯୋଜନା ଅଟକି ପଡୁଛି। ଏମାନଙ୍କ ପାଇଁ ନା ଅଛି ରାସ୍ତା,…

କଳା, ସଂସ୍କୃତିକୁ ବଞ୍ଚାଇ ରଖିବ ଉତ୍ସବ

ଭବାନୀପାଟଣା,୧୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୫ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱିତୀୟ ଦିବସ ସାଂସ୍କୃତିକ ସଭାରେ ମୁଖ୍ୟ ଅତିଥି…

ପୋଖରୀରେ ବୁଡି ଦେଢ଼ବର୍ଷର ଶିଶୁ ମୃତ

ଭବାନୀପାଟଣା,୧୨।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ସହରରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଖରୀରେ ବୁଡି ଯାଇ ଦେଢ଼ବଷର୍ର୍ର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ମୃତ ପୁଅ ଜଣକ ସ୍ଥାନୀୟ ଏନଏସି ସଫେଇ କର୍ମଚାରୀ ରିତେନ୍ଦ୍ର ସୁନାନିଙ୍କ ବୋଲି ସୂଚନା…

ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ

ଭବାନୀପାଟଣା,୧୨ା୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ। ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର କାର୍ଯ୍ୟାଳୟରେ ଜଣେ ଷ୍ଟାଫ୍‌ଙ୍କ ପାଖରୁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?