କଳାହାଣ୍ଡି

ଠେଙ୍ଗା ମାଡ଼ରେ ଯୁବକଙ୍କ ମୃତ: ଗିରଫ ପରେ ଅଭିଯୁକ୍ତ କୋର୍ଟଚାଲାଣ

ଭବାନୀପାଟଣା,୧୦।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ମହୁଲପାଟଣା ଫାଣ୍ଡି ଅନ୍ତର୍ଗତ ଖମାରପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଜଣେ ଯୁବକଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ଗ୍ରାମର ଡମେନ…

ସରିଲା ଜୁନାଗଡ଼ କଳାହାଣ୍ଡି ଉତ୍ସବ: ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ

ଭବାନୀପାଟଣା,୧୦।୧(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆରେ ୩ ଦିନ ଧରି ଚାଲିଥିବା ବ୍ଲକ ଏବଂ ଏନ୍‌ଏସିସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦ୍‌ଯାପିତ ହୋଇଯାଇଛି। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନୀ ସମାରୋହରେ ଅତିଥି ଭାବେ ରାଜ୍ୟ ସରକାରଙ୍କ…

ରାତିଅଧରେ ଦୋକାନରେ ଲାଗିଲା ନିଆଁ, ଜଳିଗଲା ସବୁ

ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଜିଲାପାଳ ଅଫିସ ସମ୍ମୁଖରେ ଥିବା ଏକ ତେଜରାତି ଦୋକାନରେ ରବିବାର ବିଳମ୍ବିତ ରାତିରେ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିଲା। ପୋଲିସ ପାଟ୍ରୋଲିଂ ସମୟରେ ଦୋକାନରୁ ଧୁଆଁ ବାହାରୁଥିବା ଦେଖିବା ପରେ ଅଗ୍ନିଶମ…

ବନଦୁର୍ଗା ଟ୍ରେଡର୍ସରେ ଜିଏସ୍‌ଟି ଚଢାଉ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ

କୋକସରା,୯।୧(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଜାତୀୟ ରାଜପଥ ୨୬ ଚିଲିଗୁଡା ନିକଟରେ ରହିଥିବା ବନଦୁର୍ଗା ଟ୍ରେଡର୍ସରେ ସୋମବାର ଜିଏସ୍‌ଟି ଚଢାଉ ହୋଇଛି। ଜିଏସ୍‌ଟି ଫାଙ୍କିବା ନେଇ ଅଭିଯୋଗ ହେବାପରେ ଭବାନୀପାଟଣା ଜିଏସ୍‌ଟି ଏନଫୋର୍ସମେଣ୍ଟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିସହ ଯାଞ୍ଚ…

ଦୁର୍ଘଟଣାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୮।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳାରୁ ବଡପୋଡ଼ାଗୁଡାକୁ ସଂଯୋଗ କରୁଥିବା ରାସ୍ତା ବାଞ୍ଜିବାହାଲ ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆମପାଣି ପଞ୍ଚାୟତ ଡୁମେର ବାହାଲ ଗ୍ରାମର ଭାସ୍କର ମାଝୀ(୩୪)। ମିଳିଥିବା ସୂଚନା…

କ୍ରିକେଟ ଖେଳି ଫେରିବା ବେଳେ ଦୁର୍ଘଟଣା: ଚାଲିଗଲା ୩ ଜୀବନ

ଭବାନୀପାଟଣା,୮।୧(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭବାନୀପାଟଣା ସଦର ଥାନା ଅଧୀନ ବେଲାମାଲ ନିକଟ ୨୬ ନମ୍ବର ଜାତୀୟ ରାଜପଥରେ ଏକ ବାଇକ୍‌କୁ ଗ୍ୟାସ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ ବାଇକ୍‌ ଆରୋହୀଙ୍କ…

ଜୁନାଗଡ଼ କଳାହାଣ୍ଡି ଉତ୍ସବ: ଶୀତୁଆ ସନ୍ଧ୍ୟାରେ ଜମୁଛି ସାଂସ୍କୃତିକ କାର୍ଯ୍ୟକ୍ରମ

ଭବାନୀପାଟଣା,୮।୧(ସ୍ବ.ପ୍ର.): ଜୁନାଗଡ଼ କଳାହାଣ୍ଡି ଉତ୍ସବର ପ୍ରଥମ ସନ୍ଧ୍ୟାରେ ଦର୍ଶକଙ୍କୁ ମତୁଆଲା କରିଥିଲେ ସମ୍ବଲପୁରୀ ଲୋକପ୍ରିୟ ଗାୟକ ରୁକୁ ସୁନା। ଗୀତର ତାଳେ ତାଳେ ଝୁମି ଉଠିଥିଲେ ଦର୍ଶକ। ପ୍ରଥମ ଗୀତ ଲଚକି ମଣି ଜୁରା ବେଣୀ…, ଆଲୋ ମୋର ରିବନ ଫିତା……

ଗିରଫ ପରେ ଜେଲ ଗଲେ ଶିକ୍ଷକ

ଭବାନୀପାଟଣା,୭।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମାଲିଗଁା ପଞ୍ଚାୟତରେ ଗତ ନଭେମ୍ଭର ୧୧ରେ ମାସିକ ପଞ୍ଚାୟତ ବୈଠକ ସାରି ସ୍ଥାନୀୟ ୱାର୍ଡମେମ୍ବରମାନେ ଫେରୁଥିବା ବେଳେ ବାଟରେ ଶିକ୍ଷକ ଅରୁଣ ନାଏକ ସେମାନଙ୍କ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ…

କୁଇଣ୍ଟାଲ ପ୍ରତି ୬୦ଟଙ୍କା କ୍ଷତି ସହୁଛି ଚାଷୀ

ଭବାନୀପାଟଣା,୭।୧(ସ୍ବ.ପ୍ର.): ବର୍ତ୍ତମାନ ଚାଷୀଙ୍କୁ ଘାରିଛି ମଣ୍ଡି ସମସ୍ୟା। କେତେବେଳେ କଟନି ଛଟନି ତ କେତେବେଳେ ଟୋକନ ସମସ୍ୟା। ମଣ୍ଡିରେ ଚାଷୀଙ୍କୁ ଶୋଷଣ କରିବା ପାଇଁ ପ୍ରଶାସନ ଓ ମିଲର୍ସ କୋଣସି ସୁଯୋଗ ଛାଡୁ ନାହାନ୍ତି। ସରକାର ଧାନ କିଣା ପ୍ରକ୍ରିୟାରେ ସ୍ବଚ୍ଛତା…

ରାତି ଅନିଦ୍ରା ହୋଇ ହାତୀ ଜଗୁଛନ୍ତି ଲୋକେ

ଭବାନୀପାଟଣା/ଲାଞ୍ଜିଗଡ଼,୬।୧(ସ୍ବ.ପ୍ର./ଡି.ଏନ.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳର ଅଞ୍ଚଳରେ ଦୀର୍ଘଦିନ ହେଲା ହାତୀଙ୍କ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ଗତ ୮ ଦିନ ହେଲା ଗୋଟିଏ ଏକୁଟିଆ ଦନ୍ତା ଲାଞ୍ଜିଗଡ଼ ଓ ଛତ୍ରପୁର ପଞ୍ଚାୟତ ବିଭିନ୍ନ ଗାଁ…

ମେଗା ଲିଫ୍ଟ କେନାଲ ଡିଏମ୍‌ ୧୧ରୁ ଜଳସେଚନ ଦାବି

କୋକସରା,୫।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମୁଖିଗୁଡ଼ା ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଗତବର୍ଷଠାରୁ ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଲକ ଅଞ୍ଚଳର ଜମିକୁ ଜଳସେଚନ ଆରମ୍ଭ ହୋଇଥିବା ବେଳେ ରବି ଋତୁ, ଧାନଚାଷ ପାଇଁ ଡିଏମ୍‌ ୧୩ ପର୍ଯ୍ୟନ୍ତ ଜୟପାଟଣା ଓ କୋକସରା…

ମଣ୍ଡିରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ଧାନକିଣା ବାଧାପ୍ରାପ୍ତ

ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲାର ୧୩୬ରୁ ଊଦ୍ଧର୍‌ବ ମଣ୍ଡିରେ ଗୁରୁବାର ୨ ଦଫା ଦାବି ନେଇ ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି । ଏହାଦ୍ୱାରା ମଣ୍ଡିରେ ଧାନ କିଣା ବାଧାପ୍ରାପ୍ତ ହୋଇଛି। ସେହିପରି ଧାନ ନ ଉଠିବା ଓ ଅନ୍ୟପକ୍ଷେ କୋହଲା ପାଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?