କଳାହାଣ୍ଡି

ରାତି ଅନିଦ୍ରା ହୋଇ ହାତୀ ଜଗୁଛନ୍ତି ଗ୍ରାମବାସୀ

ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳରେ ଦୀର୍ଘଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ୮ ଦିନ ହେଲା ଏକ ଗୋଠ ଛଡା ଦନ୍ତା ଲାଞ୍ଜିଗଡ଼ ଓ ଛତ୍ରପୁର ପଞ୍ଚାୟତର ବିଭିନ୍ନ ଗାଁ ଲୋକଙ୍କୁ…

ବାପାଙ୍କୁ ହତ୍ୟା କରି ଘରେ ପୋତି ଥିଲା ପୁଅ

ଭବାନୀପାଟଣା,୫।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କାଡମ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାପାଙ୍କୁ ହତ୍ୟା କରି ଏକ ଭଙ୍ଗା ଦଦରା ଘରେ ପୋତି ଦେଇଥିଲେ ଜହ୍ଲାଦ ପୁଅ। ଏହି ଘଟଣା ୧ ତାରିଖରେ ଘଟିଥିବା…

ଡୋକରିଚଞ୍ଚରାରେ ଡୋକରୀ ଦେବୀଙ୍କ ମଣ୍ଡେଇ ଯାତ୍ରା

କୋକସରା,୪।୧(ଡି.ଏନ.ଏ.): କଳାହାଣ୍ଡି ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଠାରେ ମଙ୍ଗଳବାର ଗୁଡହାଣ୍ଡି ଉନ୍ନୟନ କମିଟି ପକ୍ଷରୁ ଡୋକରୀ ଦେବୀଙ୍କ ବାର୍ଷିକ ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ଖଲିଗଡ଼ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା…

ବସ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ଭବାନୀପାଟଣା,୩।୧(ସ୍ବ.ପ୍ର): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥ ଚାଞ୍ଚେର ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ବସ୍‌-କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କାରରେ ବସିଥିବା ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ…

ଟୋକିମରା, ଧାଙ୍ଗଡି ଦୋଳା ପରବ ଉଦ୍‌ଯାପିତ: ନାଚ, ଗୀତରେ ଝୁମିଲେ ଆଦିବାସୀ

କୋକସରା,୨ା୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡା ପଞ୍ଚାୟତ ଓଲମା ଗ୍ରାମରେ ଦୀର୍ଘ ୧୨ ବର୍ଷ ପରେ ପୁଣି ଥରେ ଦୁଇଦିନିଆ ଟୋକିମରା ଓ ଧାଙ୍ଗଡି ଦୋଳା ପରବ ମହାସମାରୋହରେ ପାଳିତ ହୋଇଯାଇଛି। ଟୋକିମରା ପରବ ପାଇଁ ବିଗତ ସପ୍ତାହେ ଧରି…

କଳାହାଣ୍ଡିରେ ହକି ବିଶ୍ୱ କପ୍‌କୁ ଭବ୍ୟ ସ୍ବାଗତ

କୋକସରା,୧।୧(ଡି.ଏନ୍‌.ଏ): ହକି ବିଶ୍ୱକପ୍‌ ଜାନୁୟାରୀ ୧୩ରୁ ୨୯ ତାରିଖ ଯାଏ ଭୁବନେଶ୍ୱର-ରାଉରକେଲାରେ ଖେଳାଯିବ। ଏହି ପରିପ୍ରେକ୍ଷୀରେ ହକି ବିଶ୍ୱକପ୍‌ର ପ୍ରଚାର ପ୍ରସାର ପାଇଁ ବିଶ୍ୱ ହକି କପ୍‌ ଟ୍ରଫିକୁ ରାଜ୍ୟ ସାରା ବୁଲାଯାଉଛି। ନବରଙ୍ଗପୁର ଜିଲାରୁ ରବିବାର ବିଶ୍ୱ ହକି କପ୍‌…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ଭବାନୀପାଟଣା,୩୧।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼-କଲମପୁର ପିଡବ୍ଲୁଡି ମୁଖ୍ୟ ରାସ୍ତାର ଦେପୁର ବୁଲାଣି ନିକଟରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୨ଜଣକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ କଲମପୁର ବ୍ଲକ ଇଚ୍ଛାପୁର ଗ୍ରାମର ଟିକେ ପାତ୍ର ଓ ଦୂତିବାମନ ପୂଝାରୀ। ଖବର…

୫ କି.ମି. ଖଟିଆରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୩୧।୧୨(ସ୍ବ.ପ୍ର.): କଳାହାଣ୍ଡିରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଭାରରେ ବୁହା ହେଲେ ଗର୍ଭବତୀ। ରାସ୍ତା ସମସ୍ୟା ଯୋଗୁ ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଆଉ ସେଥି ପାଇଁ ଖଟିଆ ପାଲଟିଲା ଆମ୍ବୁଲାନ୍ସ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଥୁଆମୂଳ ରାମପୁର…

କଳାହାଣ୍ଡିରେ ରାଜ୍ୟପାଳ

ଭବାନୀପାଟଣା,୨୯ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାକୁ ଗୁରୁବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌। ଆଜି ପୂର୍ବଳହ୍ନରେ ରାଜ୍ୟପାଳ ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶବିଦ୍ୟାଳୟରେ ନୂତନ ଏକାଡେମୀ କୋଠା ଓ ଲାଇବ୍ରେରୀ କୋଠା ଉଦ୍‌ଘାଟନ କରିଥିଲେ। ପରେ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ…

ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଗାଁକୁ ଫେରିପାରିଲାନି ମୃତଦେହ

କୋକସରା,୨୮ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବାଞ୍ଜିବାହାଲ ଗ୍ରାମର ଚମାର କୋଚିଆ (୫୨) ଆନ୍ଧ୍ରପ୍ରଦେଶ ରାଜ୍ୟ ବିଜୟଓ୍ବାଡା ନିକଟରେ ଥିବା ଏକ ଇଟାଭାଟିରେ କାମ କରୁଥିବା ବେଳେ ଅକସ୍ମାତ ଚେତାଶୂନ୍ୟ ହୋଇ ପଡ଼ିବାରୁ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆ…

ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭବାନୀପାଟଣା,୨୮ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଚାରିଛକସ୍ଥିତ ଆଲିଶାନ ହୋଟେଲ ସମ୍ମୁଖରୁ ବୁଧବାର ସ୍ପଷ୍ଟ ଦିବାଲୋକରେ ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତାରାପୁର ଗ୍ରାମର ଗୁଣଧର ଲହଜଳ ଷ୍ଟେଟ୍‌ ବ୍ୟାଙ୍କରୁ ୧ ଲକ୍ଷ ୩୬…

ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ: ପୂର୍ବରୁ କରିଥିଲେ ସରକାରୀ ଅନୁଦାନ ରାଶି ହଡପ

ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ଦେବାନନ୍ଦ ସାଗର ବୁଧବାର ତାଙ୍କ ବାସଭବନରେ ରଶିଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତୁରନ୍ତ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପଞ୍ଚାୟତର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?