ଭିଜିଲାନ୍ସ ଜାଲରେ ମହିଳା ସିଡିପିଓ
ଧର୍ମଗଡ଼, ୩।୧୨(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କୋକସରା ସିଡିପିଓ ଜୟନ୍ତୀ ମହାନ୍ତି। ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବକେୟା ଦରମା କରାଇଦେବା ପାଇଁ ଜୟନ୍ତୀ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର…
କେନାଲରେ ପାଣି ଯୋଗାଇବା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ଜୁନାଗଡ, ୩।୧୨ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗ ପଞ୍ଚାୟତକୁ ଇନ୍ଦ୍ରାବତୀ ଡାହାଣ କେନାଲର ପାଣି ଯୋଗାଇବାକୁ ମଙ୍ଗଳବାର ସ୍ଥାନୀୟ ଚାଷୀ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପଠାଇଛନ୍ତି। ସେମାନେ ଏହି ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କୁ ଜିମେଲ ମାଧ୍ୟମରେ ପଠାଇଛନ୍ତି। ପ୍ରାପ୍ତ ସୂଚନାରୁ ପ୍ରକାଶ…
ଗାଇବନ୍ଧା ଗାଁକୁ ନାହିଁ ରାସ୍ତା କି ପିଇବା ପାଇଁ ପାଣି ନାହିଁ; ସୋଲାର ପାଣି ଟାଙ୍କି ୨ ବର୍ଷ ହେବ ଅଚଳ
କୋକସରା, ୩୦।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଅଧୀନ ଆଦିବାସୀ ବହୁଳ ଗାଁ ହେଉଛି ଗାଇବନ୍ଧା । ଏଠାରେ ୩୦ରୁ ଊଦ୍ଧ୍ୱର୍ର୍ ସାନ୍ତା ପରିବାରର ପାଖାପାଖି ୧ ଶହ ୫୦ରୁ ଊଦ୍ଧ୍ୱର୍ର୍ ଲୋକେ ବାସ କରନ୍ତି ।…
କୋକସରା ଭାଜପା ପକ୍ଷରୁ ସମ୍ବିଧାନ ଦିବସ ପାଳିତ
କୋକସରା, ୨୭।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ଭାରତୀୟ ଜନତା ଦଳ ଓ ଆମପାଣି ଜୋନ ପକ୍ଷରୁ ସମ୍ବିଧାନ ଦିବସ ଟେମରା ଓ ଦରଲୀପଡାରେ ପାଳନ କରାଯାଇଛି। ଡ଼. ଆମ୍ବେଡକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ଭାଜପା ସଦସ୍ୟମାନେ…
ବର୍ଷେ ହେବ ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ
କୋକସରା, ୨୭।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପାଣିଗାଁ ଶବରପଡାରେ ଥିବା ସୋଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଆଜକୁ ୧ ବର୍ଷରୁ ଅଧିକ ହେବ ଅଚଳ ହୋଇ ପଡିଛି। ଫଳରେ ଗାଁର ପ୍ରାୟ ୨୦ରୁ…
ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧୀ ନୀତିକୁ ବିରୋଧ
ଜୁନାଗଡ଼, ୨୭।୧୧ (ଡି.ଏନ.ଏ.) – କେନ୍ଦ୍ର ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧୀ ନୀତି ବିରୋଧରେ ଗୁରୁବାର ସାରା ଦେଶରେ ବନ୍ଦ ପାଳନ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଜୁନାଗଡ଼ଠାରେ ବନ୍ଦ ପାଳନ କରାଯାଇଥିଲା। ସକାଳେ ବିଭିନ୍ନ ସଙ୍ଗଠନ…
ଭାଜପା ପକ୍ଷରୁ ସମ୍ବିଧାନ ଦିବସ ପାଳିତ
ଜୁନାଗଡ଼, ୨୭।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାବସପୁର ମଣ୍ଡଳସ୍ଥିତ ଚକୁଳି ଗ୍ରାମଠାରେ ଗୁରୁବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ସମ୍ବିଧାନ ପ୍ରଣେତା ଡ. ବି ଆର ଆମ୍ବେଡକରଙ୍କ ଫୋଟୋ ଚିତ୍ରରେ ଫୁଲମାଲ ଦିଆଯାଇ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।…
ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ରାସ୍ତା ଅବରୋଧ
କେସିଙ୍ଗା,୨୬ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଏକ ଅଭାବନୀୟ ଘଟଣା ଘଟିଛି। ନର୍ଲା ଗ୍ରାମର ଜୟନ୍ତୀ ନଗରପଡ଼ାର କୈବଲ୍ୟ ସେନାପତିଙ୍କ ପୁଅ ମନୋଜ(୧୨)। ବୁଧବାର ବିଳମ୍ବିତ ରାତିରେ ପେଟ ବ୍ୟଥା ହେବାରୁ ନର୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା ପାଇଁ ପରିବାର…
ତଳମଲା ପଞ୍ଚାୟତରେ ନୂତନ ମଣ୍ଡି ଉଦ୍ଘାଟିତ
ଜୁନାଗଡ, ୨୫।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତର ନୂତନ ମଣ୍ଡି ସୋମବାର ଉଦ୍ଘାଟିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ଦୁଶିଲା ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ରାଜନୈତିକ ସଚିବ…
ଅବକାରୀ ଚଢାଉ : ୨୮୦୦କିଗ୍ରା ମହୁଲ ପୋଚ ଜବତ
କୋକସରା,୨୫।୧୧(ଡି.ଏନ୍.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଖୁରସେଲଗୁଡା, ବେହେରା ନାଳ ପାଖରେ ଚୋରାମଦ ରନ୍ଧା ହେଉଥିବା ଖବରପାଇ ଜିଲା ଭ୍ରାମ୍ୟମାଣ ଗୋଷ୍ଠୀ ଓ ଜୟପାଟଣା ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଥିଲା। ସେଠାରେ ଖାନ୍ତଳାସି ପରେ ୨୮୦୦କିଗ୍ରା ମହୁଲ ପୋଚ…
ବିଦ୍ୟୁତ୍ ଖୁଣ୍ଟ, କେବୁଲ ତାର ସଂଯୋଗ ପାଇଁ ଶକ୍ତିମନ୍ତ୍ରୀଙ୍କୁ ଦାବିପତ୍ର
ଜୁନାଗଡ, ୨୫।୧୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ଓ ବାଣ୍ଡିବସୁଲ ଗ୍ରାମରେ ବିଦ୍ୟୁତ୍ ଖୁଣ୍ଟ ଓ କେବୁଲ ତାର ସଂଯୋଗ ପାଇଁ ସ୍ଥାନୀୟ ସମିତି ସଭ୍ୟ ବିକାଶ ରଞ୍ଜନ ସରାଫ ସୋମବାର ଶକ୍ତିମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟ ଶଙ୍କର…
ପର୍ଯ୍ୟଟକଙ୍କ ବିନା ଖାଁ ଖାଁ ଲାଗୁଛି ଗୁଡ଼ହାଣ୍ଡି ଡୋକରୀଚଞ୍ଚରା
କୋକସରା, ୨୫।୧୧ (ଡି.ଏନ.ଏ)-ଶୀତୁଆ ସକାଳରେ ଶୀତର ମଜା ନେବା ସହ ପ୍ରକୃତି ରାଣୀ କୋଳରେ ଦିନ ଟିଏ ବିତାଇବାକୁ କିଏ ବା ନ ଚାହେଁ। ତେବେ ଆଜିକୁ ପ୍ରାୟ ୭ ମାସରୁ ଊର୍ଦ୍ଧ ହେବ ଲୋକେ କୋଭିଡ କଟକଣା ଯୋଗୁ ଘରୁ…
Archives


