କଳାହାଣ୍ଡି

ଧାନମଣ୍ଡି ଉଦ୍‌ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…

ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି ବୋଲି କୁହାଯାଉଛି। ରିଷିଡା ପାକ୍ସ ଅଧୀନ ପୌରକେଲା ପଞ୍ଚାୟତ ପାଇଁ ପୌରକେଲାଠାରେ ଗତବର୍ଷ ଧାନମଣ୍ଡି…

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ ଏକ ହୋଟେଲରେ ଆମ୍ରାପାଲି କ୍ଲାସିକ ପିଓସିକ୍ୟୁଆଇ(POCQI) ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ସ୍ବାସ୍ଥ୍ୟ କେନ୍ଦ୍ରରେ ମିଳୁଥିବା…

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ ମୁହାଁ ହୋଇ ନୂନମାଠ ଗ୍ରାମକୁ ପଶି ଆସିଥିଲେ। ହାତୀ ପଲ ଧାନ ଖାଇବାକୁ ବଲାଙ୍ଗିର…

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡାକ୍ତର ବୃନ୍ଦା ଡି। ସେ ପ୍ରଥମେ ଲାଞ୍ଜିଗଡ଼ ବ୍ଲକ ଗୁଣ୍ଡରୀ ପଞ୍ଚାୟତର…

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା (୩୩),…

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି ମହିଳା ବେଲ ମାଝୀ(୩୪)ଙ୍କ ମୃତ୍ୟୁ ଘଟିଥିବାରୁ ସ୍ବାମୀ ସୁରଜିତ ମାଝୀ ଜିଲାପାଳଙ୍କ ଜନଶୁଣାଣି ଶିବିରରେ…

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜିଲାର ବରିଷ୍ଠ ଭାଜପା ନେତା…

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ ହାବୁଡ଼ରେ ପଡ଼ିଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ଉକ୍ତ ଗାଡ଼ିକୁ ଜବତ କରି…

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଡ଼ିଓ ସୁଚରିତା…

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଫଳରେ ଗାଁରେ ବସବାସ କରୁଥିବା ୮୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ପାଣି ପାଇଁ ଅସୁବିଧାର…

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍‌ ଥିବା ଗାଁକୁ ମିଳିବ…

କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର ମହକୁମାସ୍ଥିତ ଗୁଡହାଣ୍ଡି ମଞ୍ଚଠାରେ ଆୟୋଜିତ ଏକ ସରକାରୀ କାର୍ଯ୍ୟ କ୍ରମରେ ଯୋଗ ଦେଇଥିଲେ। ଏଥିରେ…

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚ ରିଷିଡ଼ା ଏବଂ ଭାଟେଲ ଦଳ ମଧ୍ୟରେ ହୋଇଥିଲା। ଏଥିରେ ରିଷିଡ଼ା  ଚାମ୍ପିୟନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri