ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ
କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା ଯୋଗୁ ଅତ୍ୟନ୍ତ ଜରାଜୀର୍ଣ୍ଣ ଅବସ୍ଥାରେ ପହଞ୍ଚିଛି। ଘରର ଛାତ ଓ କାନ୍ଥରେ ବଡ଼…
ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍, ଭିତରେ ବସିଥିଲେ ଯାତ୍ରୀ
କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ଗାଈଗା ନିକଟସ୍ଥ ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭରଙ୍କ…
କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ
କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି ଘଟଣାରେ ପୋଲିସ ଭବାନୀପାଟଣା ଅଞ୍ଚଳର ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ…
୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା
ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ ୯ଟି ଶ୍ରେଣୀକୁ ୧୩୩ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ଏହି ସ୍କୁଲରେ ମାତ୍ର…
କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍ସିକ ଯାଞ୍ଚ ଦାବିକଲା…
ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ କରାଯାଇଥିବା ଦାବି କରିଛି କଳାହାଣ୍ଡି ଠିକାଦାର ସଂଘ।…
ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…
କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି। ଗ୍ରାମବାସୀଙ୍କ ସାହସିକତା ଯୋଗୁ ୫ ଜଣ ଦୁର୍ବୃତ୍ତ କାବୁ ହୋଇଥିବା ବେଳେ ପୋଲିସ…
କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ
କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS) ବିଭାଗ ଦ୍ବୟଙ୍କ ମିଳିତ ଆନୁକୂଲ୍ୟରେ ମହାବିଦ୍ୟାଳୟସ୍ଥ ପରିସରରେ ଶତାଧିକ ଛାତ୍ରମାନଙ୍କ ଉପସ୍ଥିତିରେ ବିଭିନ୍ନ…
ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା
କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ କରି ପଶ୍ଚିମ ଓଡିଶାର ମହାନ ସଂସ୍କୃତିକୁ ନୂଆଖାଇକୁ ନିଖୁଣ ଭାବରେ ଚିତ୍ରଣ କରିଛନ୍ତି…
ଅମାଠ ଛକରେ ବଢ଼ିବାରେ ଲାଗିଛି ଅପରାଧ, ପୋଲିସ ଫାଣ୍ଡି ପାଇଁ ଦାବି
କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଶେଷ ସୀମାନ୍ତ ଅଞ୍ଚଳରେ ଥିବା ଅମାଠ ଛକରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କାରଣ ଉକ୍ତ ଛକଟି ଗୋଟିଏ ପଟେ ଜାତୀୟ ରାଜପଥ ୨୬ ଆଗକୁ ବରଗଡ଼ ପର୍ଯ୍ୟନ୍ତ ଲମ୍ବିଥିବା…
୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ
ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର ହୋଇଛି। ଏହି କୁମ୍ଭୀରର ଲମ୍ବ ପ୍ରାୟ ସାଢେ ୮ ଫୁଟ୍ ଥିବାବେଳେ ଓଜନ…
ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ
ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ ପାଜିବାହାଲି ଗ୍ରାମର ଦଶମ ଶ୍ରେଣୀରେ ପଢ଼ୁଥିବା ଏକ ନାବାଳିକାକୁ ଜଣେ ଯୁବକ ଅପହରଣ…
ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ ପରିଦର୍ଶନ କରି ସ୍ଥାନୀୟ ଭାଜପା କାର୍ଯ୍ୟକର୍ତ୍ତା ଏବଂ ଗ୍ରାମବାସୀଙ୍କ ସହ ଗ୍ରାମର ବିଭିନ୍ନ…

