କଳାହାଣ୍ଡି ସିଟିଜେନ୍ ଫୋରମ୍ ପକ୍ଷରୁ ଓୟୁଏଟି କୁଳପତିଙ୍କୁ ଦାବିପତ୍ର
ଭବାନୀପାଟଣା,୧୨।୨(ଡି.ଏନ୍.ଏ.): କଳାହାଣ୍ଡି ସିଟିଜେନ୍ ଫୋରମ୍ ପକ୍ଷରୁ ଓୟୁଏଟି ଭାଇସ୍ଚାନ୍ସେଲର ପ୍ରଫେସର ପବନ କୁମାର ଅଗ୍ରୱାଲଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଭାପତି ରାମଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅଗ୍ରୱାଲଙ୍କୁ ଭେଟିଥିଲେ। ସିଟିଜେନ୍ ଫୋରମ ପକ୍ଷରୁ ଆଗାମୀ ଦିନରେ...
ପଣ୍ଡିଗାଁରେ ମଦ ବିରୋଧରେ ତାତିଲେ ମହିଳା: ଜିଲାପାଳଙ୍କୁ ଅଭିଯୋଗ
ଭବାନୀପାଟଣା,୧୨।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗାଁ ପଞ୍ଚାୟତ ମଦମୁକ୍ତି ଲାଗି ଦାବି ହୋଇଛି। ଏ ନେଇ ସରପଞ୍ଚ ବନଜା ବାସିନୀ ମହାପାତ୍ରଙ୍କ ନେତୃତ୍ୱରେ ଶତାଧିକ ମହିଳା ଏକ ଶୋଭାଯାତ୍ରାରେ ଯାଇ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ସମ୍ମୁଖରେ ସ୍ଲୋଗାନ ଦେବା...
ଚିକିଛା ଲାଗି ଟଁକା ଅଭାବ୍: ଭଗବାନ ଭରସାରେ କର୍କଟ ରୁଗୀ ରତନୀ
ପର୍ଲା, ୧୨ା୨(ଡି.ଏନ୍.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଂଚଲ ପୋଡ଼ାଗୁଡ଼ା ପଁଚେତ୍ ମଙ୍ଗଳପୁର ଗଁାର ହୀରାଧର ନାଏକକଁର ମାଏକିନା ରତନୀ ନାଏକ(୫୫)। ସେ ଅନେକ ଦିନ୍ ହେଲା କର୍କଟ ରୋଗ୍ରେ ପିଡ଼ିତ୍ ଅଛନ୍। ପରିବାର ଲୋକ୍ ଧାରଉଧାର କରି...
ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ କଳାହାଣ୍ଡି ଜିଲାର ବିଭିନ୍ନ ସ୍କୁଲ ଗସ୍ତ: ଖରାପ ଶିକ୍ଷାଦାନ ପାଇଁ ୨ ଶିକ୍ଷକଙ୍କୁ ନୋଟିସ
ଭବାନୀପାଟଣା, ୧୦।୨(ଡି.ଏନ.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କଳାହାଣ୍ଡିର ବିଭିନ୍ନ ସ୍କୁଲକୁ ଅଚାନକ ଗସ୍ତ କରଛନ୍ତି। ଇଂଲିଶ ଶିକ୍ଷାରେ ସ୍କୁଲଗୁଡିକ ପଛରେ ପଡିଯିବାକୁ ନେଇ ମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଇଂଲିଶ ବିଷୟରେ ଖରାପ ଶିକ୍ଷାଦାନ ଲାଗି...
ପ୍ରାଣୀ ଚିକିତ୍ସାଳୟ ପୁନଃ କାର୍ଯ୍ୟକ୍ଷମ ଲାଗି ଜିଲାପାଳ, ବିଧାୟକଙ୍କୁ ଦାବି
ଭବାନୀପାଟଣା,୮।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ମୂଷାନାଳଠାରେ ଭଗ୍ନ ଅବସ୍ଥାରେ ପଡି ରହିଥିବା ପ୍ରାଣୀ ଚିକିତ୍ସାଳୟକୁ ପୁନର୍ବାର ଚାଲୁ ପାଇଁ ମୂଷାନାଳ ଗ୍ରାମବାସୀ ଜିଲାପାଳଙ୍କୁ ଦାବି କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଆଜକୁ ପ୍ରାୟ ୧୫ ବର୍ଷ...
ଇପିଏଫ୍ ପେନସନର ଆସୋସିଏଶନ୍ର କଳାହାଣ୍ଡି ଜିଲା ପ୍ରଶାସନକୁ ଦାବିପତ୍ର
ଭବାନୀପାଟଣା,୮।୨(ଡି.ଏନ୍.ଏ.): ଅଲ୍ ଓଡ଼ିଶା ଇପିଏଫ୍ ପେନ୍ସନର ଆସୋସିଏଶନ୍ କଳାହାଣ୍ଡି ଶାଖା ପକ୍ଷରୁ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶନିବାର ଜିଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମାସିକ ସର୍ବନିମ୍ନ ପେନ୍ସନ ୯ ହଜାର ଟଙ୍କା, ମହଙ୍ଗା ଭତ୍ତା, ସୁପ୍ରିମ୍କୋର୍ଟଙ୍କ...
ଦୁର୍ଗମ ଅଞ୍ଚଳରେ ମୋବାଇଲ ଟାୱାର ପ୍ରତିଷ୍ଠା ପାଇଁ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଲେ ଜିଲାପାଳ
ଭବାନୀପାଟଣା,୮।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ବିଏସ୍ଏନ୍ଏଲ୍, ଏୟାରଟେଲ ଏବଂ ଜିଓ ନେଟ୍ଓ୍ବର୍କ ଲାଗି ଟାୱାର ପ୍ରତିଷ୍ଠା ପାଇଁ ଜିଲାପାଳ ଡ. ଗାଭିଲ ପରାଗ ହର୍ଷଦ ସଂପୃକ୍ତ ମୋବାଇଲ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଥିବା ଜଣାପଡ଼ିଛି। ଜିଲାପାଳ ବିଏସ୍ଏନ୍ଏଲ୍ ଭବାନୀପାଟଣାସ୍ଥିତ...
ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଶିକ୍ଷକ ଗିରଫ
କର୍ଲାମୁଣ୍ଡା,୮।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଜଣେ ନକଲି ଶିକ୍ଷକଙ୍କୁ ଗିରଫ କରାଯାଇଛି। ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଘଟଣା ବ୍ଲକରେ...
ସୁପାଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ: ଦୁଇଟା କୁଠି, ୮ଟା ଶ୍ରେଣୀର ୧୧୯ ଛାତ୍ରୀଛାତ୍ର
କୋକସରା, ୭।୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍ ସୁପାଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଏହେଦେ ନାନା ସମସିଆ ଘରରେ ରହିଛେ। ପୁରନା କୁଠି ଯାକ ଭଂଗା ଦଦ୍ରା ହେଇ ବିପଦ୍ ଅବସ୍ତାରେ ରହିଛେ। ଇଆଡ଼େ...
ଜଙ୍ଗଲ ଭିତରେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ: ପୋଲିସର ଛାନ୍ଭିନ
ଭବାନୀପାଟଣା,୬।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ଅନ୍ତର୍ଗତ କିଡିଙ୍ଗ ଗାଁକୁ ଲାଗିଥିବା ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଥିବାବେଳେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ ଚଳାଇଛି। ମୃତଦେହର ମୁଣ୍ଡ ଓ ଶରୀର ସମ୍ପୂର୍ଣ୍ଣ ପୋଡ଼ି...
୧୫ ମେଣ୍ଢା ମାରିଲା ଅଜଣା ଜନ୍ତୁ, ୮ ଗୁରୁତର
କର୍ଲାମୁଣ୍ଡା/ମ.ରାମପୁର/କେସିଙ୍ଗା(ଡି.ଏନ.ଏ) ୬।୨: କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୁଡିଙ୍ଗ ପଞ୍ଚାୟତ ଡଙ୍ଗାପଡା ଗାଁରେ ବୁଧବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୧୫ ମେଣ୍ଢାଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ମେଣ୍ଢା ଗୁରୁତର ଥିବା ଜଣାପଡିଛି। ସୂଚନାନୁଯାୟୀ, ଡଙ୍ଗାପଡା ଗାଁର କୈଳାସ...
ତେଲେଙ୍ଗାନାରେ ବଁଧା ପଡ଼ିଛନ୍ ୧୮ ଦାଦନ ଶ୍ରମିକ
ପର୍ଲା, ୬।୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଦଣ୍ଡପାଟ ଅଂଚଲରେ ଦିନୁଦିନ୍କେ ଦାଦନ ସମସିଆ ବଢ଼ତେଲ ଯାଉଛେ। ଦାଦନ ସମସିଆର ସଂଗେ ଯୁଝବାର ଲାଗି ସରକାର ଅନେକ ଯୋଜନା କାଯ୍କାରୀ କରୁଥିଲେ ବି କିଛି କାମ୍ ନାଇଁଦେବାର। ଶ୍ରମିକମାନେ ଟଁକା ଲୋଭ୍ରେ...
Archives


