କଳାହାଣ୍ଡି

ରକ୍ତ ଜୁୁଡ଼ୁଜୁଡ଼ୁ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କୋକସରା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝିଗୁଡା ପଞ୍ଚାୟତ ମହୁଳମୁଣ୍ଡା ଗ୍ରାମ ନିକଟରେ ଥିବା ଏକ ଧାନ ଖଳାରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ସେ ମହୁଳମୁଣ୍ଡା ଗ୍ରାମର ଦୟାନିଧି ଦୁଣ୍ଡକିଆ ବୋଲି ଜଣାପଡ଼ିଛି। ଦୟାନିଧିଙ୍କୁ ନିର୍ମମ…

ଅଦ୍ଭୁତ ଶିଶୁ ପୁତ୍ର ଜନ୍ମ

ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ଥାନା ଅନ୍ତର୍ଗତ ତାସୀଗୁଡା ଗ୍ରାମରେ ଜନ୍ମ ନେଇଛି ଏକ ଅଦ୍ଭୁତ ଶିଶୁ। ସାଧାରଣ ଭାବରେ ଜନ୍ମ ହୋଇଥିଲେ ହେଁ ଶିଶୁ ପୁତ୍ରର ଶାରୀରିକ ଗଠନ ଅସାଧାରଣ ରହିଛି । ଯାହା ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ମୃତ କୁମ୍ଭୀର ପେଟରୁ ବାହାରିଲା କୁକୁର,ଝୋଟଅଖା

ରାଜନଗର,୨୮ା୧୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନକୁ ସଂଲଗ୍ନ କରୁଥିବା ହଂସୁଆ ନଦୀ ତଟରୁ ଏକ ମୃତ ଅଣ୍ଡିରା ବଉଳା କୁମ୍ଭୀର ରବିବାର ଜବତ କରାଯାଇଥିଲା ା ରାଜନଗର ଗୋପାଳପୁର ଲୁଣା ଘେରିବନ୍ଧର ବିଜୁଳିଆ ନିକଟରୁ ଏହି ମୃତ କୁମ୍ଭୀର ଭାସୁଥିଲା ା ପ୍ରତ୍ୟୁଷରୁ…

ଉଦ୍ଧାର ହେଲେ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକ

କୋକସରା/ଗୋଲାମୁଣ୍ଡା,୨୭ା୧୧(ଡି.ଏନ.ଏ.): ରବିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅଧୀନ ତୁମୁରା ନିକଟରୁ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ଘର କୋକସରା ବ୍ଲକ ମହିମା ପଞ୍ଚାୟତ ଘଣ୍ଟିଗୁଡା ଗ୍ରାମରେ। ଶ୍ରମିକମାନେ ନୂଆପଡା ଜିଲା ହାତୀବନ୍ଧାର ଜଣେ ଦାଦନ…

ଗାଁକୁ ଫେରୁଛି ଦାଦନ ଶ୍ରମିକଙ୍କ ମୃତଦେହ, ଚାତକ ପରି ଚାହିଁ ରହିଛନ୍ତି ପରିବାର ଲୋକେ

କୋକସରା,୨୬ା୧୧(ଡି.ଏନ୍‌.ଏ.): ବିଗତ କିଛି ମାସ ମଧ୍ୟରେ କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଗ୍ରାମକୁ ଦାଦନ ଶ୍ରମିକଙ୍କ ମୃତଦେହ ଫେରିଛି। ପୁଣି ଆଉ ଜଣେ ଦାଦନ ଶ୍ରମିକର ମୃତ୍ୟୁ ପରେ ଗାଁକୁ ମୃତଦେହ ଫେରୁଥିବା ନେଇ ସୂଚନା ମିଳିଛି। ବ୍ଲକର ଡୁଡୁକାଠେଙ୍ଗା…

ତାତିଲେ ଚାଷୀ: ଏଫସିଆଇ କାର୍ଯ୍ୟାଳୟ ଘେରାଉ

କେସିଙ୍ଗା,୨୫।୧୧(ଡି.ଏନ୍‌.ଏ.): ୩ ଦଫା ଦାବି ନେଇ କଳାହାଣ୍ଡି ଜିଲା କେସିଙ୍ଗା ଏଫ୍‌ସିଆଇ କାର୍ଯ୍ୟାଳୟ ଠାରେ ଶୁକ୍ରବାର ଆନ୍ଦୋଳନ କରାଯାଇଛି। ପଛୁଆ ଅଞ୍ଚଳ ବିକାଶ ପରିଷଦ ସଭାପତି ସାମନ୍ତ ଖମାରୀଙ୍କ ନେତୃତ୍ୱରେ ଜିଲାର ଶତାଧିକ ଚାଷୀ ଯୋଗଦେଇ ଏଫସିଆଇ କାର୍ଯ୍ୟାଳୟ ଘେରାଉ କରିଛନ୍ତି।…

ମରଣଯନ୍ତା ପାଲଟିଛି ରାସ୍ତା, ପ୍ରତିଦିନ ଘଟୁଛି ଦୁର୍ଘଟଣା

କର୍ଲାମୁଣ୍ଡା,୨୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ପଲମ ଛକଠାରୁ ବେଲଖଣ୍ଡି ପର୍ଯ୍ୟନ୍ତ ପ୍ରଶସ୍ତୀକରଣ ପାଇଁ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ହେଲେ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବା ଲୋକେ ପ୍ରତିଦିନ ଦୁର୍ଘଟଣା ଶିକାର ହେଉଥିବା ଅଭିଯୋଗ ହେଉଛି। ରାସ୍ତାରେ…

ନିଲାମ ହେଉନି, ଖତ ଖାଉଛି ସରକାରୀ ଗାଡ଼ି

ଭବାନୀପାଟଣା,୨୫।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଖତ ଖାଉଛି ସରକାରୀ ଗାଡି। ଦୀର୍ଘ ବର୍ଷ ହେବ ରକ୍ଷଣାବେକ୍ଷଣ ଅଭାବରୁ ଗାଡିଗୁଡିକ ଏବେ ପରିତ୍ୟକ୍ତ ଭାବେ ସେଠାରେ ପଡିରହିଛି। ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗର ସରକାରୀ ଅଧିକାରୀଙ୍କ କ୍ଷେତ୍ର…

ଖବର ପ୍ରସାରଣ ପରେ ଅଙ୍ଗନୱାଡି କୋଠା ନିର୍ମାଣ ଆରମ୍ଭ

ବେହେରା,୨୫ା୧୧(ଡି.ଏନ.ଏ.): ଜିଲା ଧର୍ମଗଡ ବ୍ଲକ ଅନ୍ତର୍ଗତ ବେହେରା ଗ୍ରାମପଞ୍ଚାୟତସ୍ଥିତ ଅଙ୍ଗନୱାଡି କେନ୍ଦ୍ର ନଂ୧ର ଶିଶୁମାନେ ଗଳି ସନ୍ଧିରେ ଶିଶୁ ଦିବସ ପାଳନ କରିଥିଲେ। ଦୀର୍ଘ ଏକ ବର୍ଷ ଧରି କୋଠା ନିର୍ମାଣରେ ବିଳମ୍ବ ଯୋଗୁ ଶିଶୁମାନଙ୍କ ପ୍ରାକ୍‌ ପ୍ରାଥମିକ ଶିକ୍ଷା ସହ…

୨ ବର୍ଷ ହେଲା ସୋଲାର ପମ୍ପ ଅଚଳ

କର୍ଲାମୁଣ୍ଡା,୨୫।୧୧(ଡି.ଏନ.ଏ.): ପିଇବା ପାଣି ସୁବ୍ୟବସ୍ଥା ପାଇଁ ସରକାର ଯୋଜନା ଉପରେ ଯୋଜନା କରୁଥିଲେ ହେଁ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଯୋଜନାଗୁଡିକ ଆରମ୍ଭ ହେଇ ପରବର୍ତ୍ତୀ ସମୟରେ ଠପ ହେଇଯାଉଛି। ଏପରି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା…

ପାଣି ପାଇଁ ପଞ୍ଚାୟତରେ ହଟ୍ଟଗୋଳ କଲେ ମହିଳା

କୋକସରା,୨୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡଙ୍ଗରୀ ଓ ବରାଡଙ୍ଗା ଗ୍ରାମରେ ଦୀର୍ଘ ୩ ମାସ ହେବ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ୨ ଗ୍ରାମର ମହିଳାମାନେ ପଞ୍ଚାୟତରେ ବୈଠକ ଚାଲିଥିବା ବେଳେ ଆସି…

ତାତିଲେ ଅଙ୍ଗନଓ୍ବାଡ଼ୀ କର୍ମୀ

କେସିଙ୍ଗା,୨୨।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତର ସମସ୍ତ ଅଙ୍ଗନଓ୍ବାଡ଼ି କର୍ମୀ ମଙ୍ଗଳବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସିଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ୮ ଦଫା ଦାବି ନେଇ ସେମାନେ ଏହି ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?