କଳାହାଣ୍ଡି

ନିମ୍ନମାନର କାମ ନେଇ ଅଭିଯୋଗ

କେସିଙ୍ଗା,୩୧।୧୦(ଡି.ଏନ.ଏ.): ରାଜ୍ୟର ପ୍ରତ୍ୟେକ ବ୍ଲକରେ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ମଞ୍ଜୁର କରୁଛନ୍ତି। ଏହିକ୍ରମରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ୨୦୨୧-୨୨ ଆର୍ଥିକ ବର୍ଷରେ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ଭବାନୀପାଟଣା ପିଡବ୍ଲୁଡ଼ି…

ଭୁଶୁଡ଼ିଲା ପୋଲ, ଖସିପଡ଼ିଲା ୨ ଚଳନ୍ତା କାର୍‌: ୫ ଆହତ

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ପୋଲ ଭୁଶୁଡି ପଡିବାରୁ ୨ ଚଳନ୍ତା କାର୍‌ ବ୍ରିଜ୍‌ ତଳକୁ ଖସିପଡିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟ ଭାଗୀରଥି ପାର୍କ ନିକଟରେ। କାର୍‌ରେ ଥିବା ୫ ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ…

ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

କର୍ଲାମୁଣ୍ଡା,୩୦ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ସମ୍ମୁଖରେ ଥିବା ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀଗୁଡ଼ିକ ଶନିବାର ରାତିରେ ଦୁର୍ବୃତ୍ତମାନେ ଚୋରି କରିଥିବା କର୍ଲାମୁଣ୍ଡା ଫାଣ୍ଡିରେ ଲିଖିତ ଅଭିଯୋଗ ହୋଇଛି। ତେବେ ଦୁର୍ବୃତ୍ତମାନେ ଗ୍ରାହକ ସେବାକେନ୍ଦ୍ରର ତାଲା…

ଚକଡ଼ା ରୋଗ ପୋକ ଯୋଗୁ ସର୍ବସ୍ବାନ୍ତ ହେଲେଣି ଚାଷୀ: କ୍ଷତିପୂରଣ ପାଇଁ ତହସିଲଦାର-କୃଷି ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

କୋକସରା,୨୯।୧୦(ଡି.ଏନ୍‌.ଏ.): ଆଉ କିଛି ଦିନ ପରେ ଧାନ ଅମଳ କ୍ଷମ ହୋଇଥାନ୍ତା । ହେଲେ ଚାଷୀଙ୍କ ପିଛା ଛାଡୁନାହିଁ ଦୁର୍ଦ୍ଦଶା। ଧାନ ଅମଳ କ୍ଷମ ବେଳକୁ ଚାଷୀଙ୍କୁ ସର୍ବସ୍ବାନ୍ତ କରିଛି ଚକଡ଼ା ରୋଗ ପୋକ। ରାତିକ ମଧ୍ୟରେ ଆଖି ପିଛୁଳାକେ ଚରି…

ପ୍ରାୟ ସମୟରେ ଅଫିସ୍‌ରେ ଝୁଲୁଛି ତାଲା

ଜୁନାଗଡ,୨୯।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଇନ୍ଧାରା ଗାନ୍ଧୀ ଛକ ନିକଟରେ ଥିବା ବୈଧମାପ ନିରୀକ୍ଷକ ବିଜ୍ଞାନଙ୍କ କାର୍ଯ୍ୟାଳୟ ଅବ୍ୟବସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଏଠାରେ ଓଡିଶା ସରକାରଙ୍କ ପକ୍ଷରୁ ବିଭାଗୀୟ ନିରୀକ୍ଷକଙ୍କ ପାଇଁ ଅଫିସ ମଧ୍ୟ ରହିଛି। ହେଲେ ଏହି…

ମୁକୁଳା ଟ୍ରାନ୍ସଫର୍ମର ହେଲା କାଳ: ଚାଲିଗଲା ଜୀବନ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ବିଦ୍ୟୁତ ବିଭାଗର ଅବହେଳା ଯୋଗୁ ଅକାରଣେ ଚାଲିଗଲା ଯୁବକଙ୍କ ଜୀବନ। ଏଭଳି ଏକ ଅଭିଯୋଗ ହୋଇଛି କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧମୁଣ୍ଡା ଗାଁରେ। ପ୍ରାତଃଭ୍ରମଣରୁ ଫେରିବା ବେଳେ ବିଦ୍ୟୁତ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟ ଘଟିଛି।…

ଦୁଗ୍ଧ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ: କୁଶପୁତ୍ତଳିକା ଦାହ

କେସିଙ୍ଗା,୨୫।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବେଲଖଣ୍ଡି ପଞ୍ଚାୟତସ୍ଥିତ ଧବଳେଶ୍ୱର ଦୁଗ୍ଧ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳାବର ସ୍ଥାନୀୟ ଦୁଗ୍ଧ ଚାଷୀ ଆନ୍ଦୋଳନ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା ଆଞ୍ଚଳିକ ଦୁଗ୍ଧ ସଙ୍ଘର ବୋର୍ଡ…

ପୋଖରୀରେ ଫସିଲା ହାତୀ, ୫ ଘଣ୍ଟା ପରେ ଉଦ୍ଧାର

ଭବାନୀପାଟଣା/ଲାଞ୍ଜିଗଡ଼,୨୪।୧୦(ସ୍ବ.ପ୍ର/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ହାତୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢିଚାଲି ଥିବା ବେଳେ ସନ୍ଧ୍ୟା ହେଲେ ହାତୀପଲ ଗାଁ ମୁହାଁ ହେଉଛନ୍ତି। ସେତିକିବେଳେ ହାତୀପଲ ଫସଲ ନଷ୍ଟ କରିବା ସହ ଲୋକଙ୍କ ଘର ଦ୍ବାର ଭାଙ୍ଗି…

ଆଶାର ଆଲୋକରେ କୁମ୍ଭକାର

କୋକସରା,୨୪।୧୦(ଡି.ଏନ୍‌.ଏ.): ଆଜି ଆଲୋକର ପର୍ବ ଦୀପାବଳି। ଏନେଇ ଗାଁଠୁ ସହର ଉତ୍ସବମୁଖର। ହେଲେ କିଛି ରୋଜଗାର ଆଶାରେ ସାପ୍ତାହିକ ହାଟ ବଜାର ସାଙ୍ଗକୁ ଘରକୁ ଘର ବୁଲି ମାଟି ଦୀପ ବିକ୍ରି କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକରେ ରହୁଥିବା କୁମ୍ଭକାର…

ପୂର୍ବତନ କୋକସରା ଯୋଗାଣ ନିରୀକ୍ଷକଙ୍କୁ ୫ ବର୍ଷ ଜେଲ ଦଣ୍ଡା ଦେଶ

ଭବାନୀପାଟଣା,୨୩।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା କୋକସରା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ମନୋଜ କୁମାର ପ୍ରଧାନଙ୍କୁ ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ବାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯିବା ସହ ୧୪ ଲକ୍ଷ ଟଙ୍କା…

ଭବାନୀପାଟଣା ଜଳେଶ୍ୱର ମନ୍ଦିରରୁ ଚୋରି

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): ଶେଷରେ ଭଗବାନ୍‌ଙ୍କୁ ଛାଡିଲେନି ଦୁର୍ବୃତ୍ତ। ତାଲା ଭାଙ୍ଗି ମନ୍ଦିରରେ ପଶି ଠାକୁରଙ୍କ ବିଭିନ୍ନ ସାମଗ୍ରୀ ଚୋରି କରିଛନ୍ତି। ଏଭଳି ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହରର ପ୍ରସିଦ୍ଧ ଜଳେଶ୍ୱର ମନ୍ଦିରରେ। ଶୁକ୍ରବାର ବିଳମ୍ବିତ ରାତିରେ…

ସୁନା ଦୋକାନରେ ଜିଏସଟି ବିଭାଗର ଚଢ଼ାଉ

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜିଏସଟି ବିଭାଗ ପକ୍ଷରୁ ଶୁକ୍ରବାର ଭବାନୀପାଟଣା ସହରର ଗାନ୍ଧୀ ଛକରେ ଥିବା ଲକ୍ଷ୍ମୀପ୍ରିୟା ସୁନା ଦୋକାନରେ ଚଢ଼ାଉ କରାଯାଇଛି। ରାଜ୍ୟ ଜିଏସଟି ବିଭାଗ କମିଶନରଙ୍କ ନିର୍ଦ୍ଦେଶକ୍ରମେ ଜିଲା ଜିଏସଟି ବିଭାଗର ଦୁଇଟି ଟିମ ଏହି ଚଢ଼ାଉରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?