୨ ବଛରରେ କିଡ୍ନୀ ରୋଗ୍ ନେଲାନ ୯ ଜୀବନ୍, ୧୫ ଆକ୍ରାଁତ: ସ୍ବାସ୍ଥ୍ୟ ବିଭାଗ ପାସେ ସୂଚନା ନାଇଁ
କେସିଙ୍ଗା, ୧୮।୧୨ (ଡି.ଏନ୍.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ପଁଚେତ୍ କନ୍ଧେଇମାଲ ଗଁାରେ ଦୁଇ ବଛର ଭିତରେ କିଡ୍ନୀ ରୋଗ୍ରେ ୯ ଝନ୍ ମରିଥିଲାବେଲେ ୧୫ରୁ ଅଧ୍କା ଆକ୍ରଁାତ ହେଇଛନ୍। ହେଲେ ଚିକିଛା ସୁବିଧା ଆର ପରତିକାର ବେବସ୍ତା ଅଭାବୁ...
ସରକାରୀ ଯୋଜନାର ବହୁତ୍ ଦୂରେ କ୍ଷେତ୍ର: ବଁଚ୍ବାର ରାହା ଦେଖେଛେ ମହୁରୀ
ପର୍ଲା, ୧୮।୧୨ (ଡି.ଏନ୍.ଏ.)-ସମିଆ ଆର ପରିସ୍ଥିତି ସବୁକେ ଉଲଟ ପାଲଟ କରିଦେସି। ହେଲେ ସମିଆ ଆର ପରିସ୍ଥିତି ସଂଗେ ଯେ ଯୁଝି ଜାନିଛେ ସେ ଜୀବନ୍ରେ କେଭେ ନିରାଶ ନାଇଁହୁଏ। ଏନ୍ତା ଝନେ ନିଆରା ମୁନୁଷ୍କେ ଦେଖ୍ବାକେ ମିଲିଛେ କଳାହାଣ୍ଡି...
ସରକାରୀ ଯୋଜନା ବାଟ୍ବନା: ଦୁରଦିନ୍ରେ ଦମୟନ୍ତୀକଁର ପରିବାର
କେସିଙ୍ଗା, ୧୭।୧୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ପଁଚେତ୍ ଅଧୀନ ରିଗିଡ଼ିମାଲ ପଡ଼ର ବିଧବା ମହିଲା ଦମୟନ୍ତୀ ଜାନୀ। ସେ ୨ ବଛର ତଲେ ଆପ୍ନେ ଅଜିତ ଜାନୀକୁଁ ହରେଇଛନ୍। ଏନ୍ତାଥି ସେ ଦୁଇ ପୁଓକୁ...
ଭତା ପାଏଲେ ଦିବ୍ୟାଙ୍ଗ ସୁବାସ, ମା’ ବଁଚିତ୍
ଲାଞ୍ଜିଗଡ଼, ୧୭।୧୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଁଚେତ୍ ଅଧୀନ ଜଙ୍ଗେରଗୁଡ଼ା ଗଁାର ସ୍ବର୍ଗତ କାଲା ମାଝି ଆର ମନାଙ୍ଗ ମାଝି(୬୫)କଁର ପୁଓ ସୁବାସ ମାଝି(୧୨)। ସେ ଜନ୍ମୁ ଦିବ୍ୟାଙ୍ଗ ଆନ୍। ପରିବାରଟା ନିହାତି ଗରିବ୍...
ବେଆଇନ ମଦଦୋକାନରେ ଚଢ଼ାଉ ଘଟଣା: ୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ
ଭବାନୀପାଟଣା,୧୬।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା ପୋଲିସ ବଡ଼କୁଟରୁ ଫାଣ୍ଡି ଅଞ୍ଚଳରେ ଥିବା ବେଆଇନ ମଦ ଦୋକାନ ଉପରେ ଶନିବାର ଚଢ଼ାଉ କରିଥିଲା। ଏଥିରେ ପୋଲିସ ୨୩.୨ ଲିଟର ମଦ ଜବତ କରିଥିବା ବେଳେ ୪ ଜଣଙ୍କୁ ଅଟକ ରଖିଥିଲା।...
ଅଜଣା ଗାଡ଼ି ଧକ୍କାରେ ୨ ଯୁବକ ମୃତ
ଭବାନୀପାଟଣା,୧୬।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ଥାନା ସର୍ଗିଗୁଡ଼ା ପଞ୍ଚାୟତ ପ୍ରଜା ନାଗଫେଶୀ ଗାଁର ୨ ବ୍ୟକ୍ତିଙ୍କର ଏକ ଅଜଣା ଗାଡ଼ି ଧକ୍କାରେ ରବିବାର ମୃତ୍ୟୁ ଘଟିଛି। ସେମାନେ ହେଲେ ମଧୁ ମାଝି (୩୬) ଓ ହୀରାଲାଲ ଦିସାରୀ (୪୦)। ପ୍ରକାଶ...
ମୋବାଇଲ ଚାର୍ଜ କରିବା ହେଲା କାଳ: ବିଦ୍ୟୁତ୍ ସଂସ୍ପର୍ଶରେ ଯୁବକଙ୍କ ମୃତ୍ୟୁ
ଭବାନୀପାଟଣା,୧୫।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ମେର୍ଘରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ମୋବାଇଲ ଚାର୍ଜ କଲାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୁରେନ୍ଦ୍ର ମାଝି, ବୟସ (୨୦)।...
ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର
କୋକସରା,୧୪।୧୨: କଳାହାଣ୍ଡି ଜିଲା କୋକସରା ବ୍ଲକର ଜଣେ ବିବାହିତ ବ୍ୟକ୍ତିଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ବଡ଼ପଡ଼ାର ରାଜମିସ୍ତ୍ରୀ ରାମଚନ୍ଦ୍ର ବାଗ। ପାରିବାରିକ କଳହକୁ ନେଇ ରାମଚନ୍ଦ୍ର ଶୁକ୍ରବାର ରାତିରେ ବେକରେ ରଶି ଲଗାଇ ଘର...
ଆମପାଣି ଘାଟି ତଳୁ ଦୁର୍ଘଟଣାଗ୍ରସ୍ତ ମକା ବୋଝେଇ ଟ୍ରକ୍ ଠାବ: ଡ୍ରାଇଭର ମୃତ, ଉଦ୍ଧାର କାର୍ଯ୍ୟ ଜାରି
କୋକସରା,୧୪।୧୨(ଡି.ଏନ୍.ଏ.): କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟି ତଳୁ ଦୁର୍ଘଟଣାଗ୍ରସ୍ତ ଏକ ମକା ବୋଝେଇ ଟ୍ରକ୍କୁ ଶନିବାର ଠାବ କରାଯାଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗତ ୫ ତାରିଖ ରାତିରେ ଟ୍ରକ୍ଟି ଉମରକୋଟରୁ କଟକ ଯାଉଥିବା ବେଳେ ଘାଟିର ଏକ...
୧ଲକ୍ଷ ବ୍ୟାଙ୍କରୁ ଉଠାଇ ଫେରୁଥିଲେ ଚାଷୀ: ଝାମ୍ପିନେଲେ ଦୁର୍ବୃତ୍ତ
ଭବାନୀପାଟଣା,୧୩।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉକେତ୍ଲା ଏନ୍ଏଚ୍ ୨୬ରେ ଦୁର୍ବୃତ୍ତମାନେ ଜଣେ ଚାଷୀଙ୍କଠାରୁ ଲକ୍ଷେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଉକେତ୍ଲାର ରୁପଚନ୍ଦ ଜୈନ ଧାନ ବିକା ୧ ଲକ୍ଷ ଟଙ୍କା ବ୍ୟାଙ୍କରୁ ଉଠାଇ ଘରକୁ ଆସୁଥିବା...
ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଟଙ୍କା, ସୁନା ନେଇଗଲେ ଦୁର୍ବୃତ୍ତ
ଭବାନୀପାଟଣା,୧୩।୧୨(ଡି.ଏନ୍ଏ.): କଳାହାଣ୍ଡି ଜିଲା ଥୁ.ରାମପୁର ଥାନା ଅନ୍ତର୍ଗତ ଫଟକିମହୁଲ ଗ୍ରାମରେ ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଆକ୍ରମଣ କରିବା ସହ ଟଙ୍କା, ସୁନା ଓ ଟିଭି ନେଇ ଯାଇଛନ୍ତି। ସେମାନଙ୍କ ଆକ୍ରମଣରେ ମହିଳାଜଣକ ଗୁରୁତର ହୋଇଛନ୍ତି। ତାଙ୍କୁ...
ମହାରାଷ୍ଟ୍ରରେ ବନ୍ଧା ପଡ଼ିଛନ୍ତି ଦୁଇ ଦାଦନ, ଫେରାଇ ଆଣିବାକୁ ପ୍ରଶାସନ ନିକଟରେ ପରିବାର ଲୋକଙ୍କ ନିବେଦନ
ଭବାନୀପାଟଣା,୧୩।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲାର ୨ ଜଣ ଦାଦନ ମହାରାଷ୍ଟ୍ରରେ ବନ୍ଧା ପଡ଼ିଥିବା ଅଭିଯୋଗ ହୋଇଛି। ଦାଦନଙ୍କ ମୁକ୍ତି ପାଇଁ ତାଙ୍କ ପରିବାର ଲୋକେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ପ୍ରକାଶ ଯେ, କାମଧନ୍ଦା ଅନ୍ବେଷଣ ଏବଂ ଅଧିକ ଆୟ ଲୋଭରେ ଦଲାଲଙ୍କ...
Archives


