ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି
କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ଆରକ୍ଷୀ…
ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ
ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ ସଫାରୀ ଗାଡି ସ୍କୁଟିକୁ ଧକ୍କା ଦେଇଛି । ଦୁର୍ଘଟଣାରେ ସ୍କୁଟିରେ ଥିବା ଦୁଇ ଜଣଙ୍କର…
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ ଯୁବକ ସଂଘ ପକ୍ଷରୁ ଆୟୋଜିତ ଟୁର୍ନାମେଣ୍ଟ ଚଳିତ ମାସ ୮ ତାରିଖରୁ ଆରମ୍ଭ ହୋଇଥିବା…
ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି ଉଦ୍ଘାଟନ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବୋରପଦର ସରପଞ୍ଚ ସୁବାଷ ସାହୁ,…
ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ
କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ କହିଥିଲେ ଯେ, ବର୍ଷ ସାରା ବିଜ୍ଞାପିତ ଅଞ୍ଚଳ ପରିଷଦରେ ସଫେଇ କର୍ମଚାରୀମାନେ ସଫା କରିଥାନ୍ତି।…
ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ ୪ ଡିଗ୍ରୀ ତଳକୁ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଥିବା…
ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…
ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଜଣେ ବୃଦ୍ଧଙ୍କୁ ମହଙ୍ଗା ପଡିଛି। ମହିଳାଙ୍କ ସମର୍କୀୟ ବୃଦ୍ଧଙ୍କୁ…
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର ଚଣ୍ଡୀ (୫୫)ଙ୍କ ମୃତ୍ୟୁ ହୋଇଥିଲା ଏବଂ ତାଙ୍କ ସହିତ ଥିବା ନରସିଂ ଚଣ୍ଡି ଗୁରୁତର…
କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…
କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ଏଥିରେ କର୍ଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ସୁଚରିତ୍ରା ମୁଗ୍ରୀ, ଆରଆଇ ଶାଶ୍ୱତ…
ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…
ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି ଲାଞ୍ଜିଗଡ ପୋଲିସ। ଅଭିଯୁକ୍ତ ଜଣକ ଲାଞ୍ଜିଗଡ଼ ବ୍ଳକ…
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ ଏଲପିଜି ଗ୍ୟାସ ଟ୍ୟାଙ୍କର (ଓଡି-୨୯-ଏଫ-୯୩୮୩) ଅନ୍ୟ ଏକ ଟ୍ରକକୁ ସାଇଡ୍ ଦେବାକୁ ଯାଇ ଭାରସାମ୍ୟ…
ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ
ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଏହି ସମୟରେ ଜୁନାଗଡ଼ ହାଇସ୍କୁଲ ପଡିଆ ସମ୍ମୁଖରେ ସରକାରୀ ଜାଗା ଉପରେ ଥିବା ବେଙ୍ଗାଲୁରୁ…
Archives


