କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ
କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ ଅନୁଷ୍ଠିତ ୮୦ତମ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଏନ୍ଏସି ଅଧ୍ୟକ୍ଷ ନୃପରାଜ…
କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ
କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଯୋଗଦେଇ…
କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…
କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍ ପଡ଼ିଆଠାରେ ଆୟୋଜିତ ବ୍ଲକସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ବରଗଡ…
କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ
ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ ସେ ଜିଲାର ବିଭିନ୍ନ ଲୋକନୃତ୍ୟ, ଲୋକସଂସ୍କୃତି, ଦେବୀପୀଠ ଓ ପ୍ରାକୃତିକ ସ୍ଥଳୀ ପରିଦର୍ଶନ…
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ
ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ…
ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ
କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ଆଇଆଇସି ଜିତେନ୍ଦ୍ର କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରୀମାନଙ୍କୁ ସାଇବର…
ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା
କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ ବନ୍ଦ କରିଦିଆଯାଇଥିବାରୁ ଜଳ ନିଷ୍କାସନ ବାଧାପ୍ରାପ୍ତ ହୋଇଛି। ଫଳରେ ରାସ୍ତାରେ ପାଣି ଜମି…
୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ
କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି ସ୍ପେନର ଜଣେ ଗବେଷକ। ସୁଦୂର ୟୁରୋପୀୟ ଦେଶ ସ୍ପେନର ବାର୍ସିଲୋନା ସହରରୁ ଆସିଥିବା…
ନଅ ଫୁଟ୍ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…
କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଏକ ୯ ଫୁଟ୍ ଲମ୍ବର ଅଜଗର ସାପକୁ ବନ…
ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ
କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ ଲଳିତ ପୂଜାରୀ (୩୫)। ଅଭିଯୋଗ ଅନୁସାରେ ଗତ ବୁଧବାର ଲଳିତଙ୍କ ସହ ଶଙ୍କର…
୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…
ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ ଗ୍ରାହକଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଡିଜିଟାଲ୍ ସଂଯୋଗୀକରଣ ପ୍ରଦାନ କରିବା ଆରମ୍ଭ କରିଛି।…

