କଳାହାଣ୍ଡି

ଦାଦନ ଖଟିବାକୁ ଯାଇ ଫସିଛନ୍ତି ସ୍ବାମୀ:ସ୍ତ୍ରୀଙ୍କ କାନ୍ଧରେ ୪ ପିଲାଙ୍କ ବୋଝ

କୋକସରା, ୩୧।୫(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସନପୋଡ଼ାଗୁଡ଼ା ଗ୍ରାମର ମୋହନ ମେହେର ପରିବାର ପ୍ରତିପୋଷଣ ପାଇଁ ଗତ ୬ମାସ ତଳେ ବେଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ା ସେଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ଲକ୍‌ଡାଉନ୍‌…

ଜୁନାଗଡବାସୀ ସାମୂହିକଭାବେ ଗାଇଲେ ବନ୍ଦେ ଉତ୍କଳ ଜନନୀ

ଜୁନାଗଡ,୩୦।୫(ଡି.ଏନ୍‌.ଏ)-କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଶନିବାର କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍‌ଷ୍ଟାଣ୍ଡଠାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସହ ଜୁନାଗଡବାସୀ ସାମୂହିକ ଭାବେ ବନ୍ଦେ ଉକତ୍ଳ ଜନନୀ ଗାନ କରିଥିଲେ। ଏହି…

‘ବନ୍ଦେ ଉତ୍କଳ ଜନନୀ’ରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

କର୍ଲାମୁଣ୍ଡା,୩୦।୫ (ଡି.ଏନ.ଏ.): କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଶନିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତ ଓ ସରକାରୀ ବେସରକାରୀ ଅନୁଷ୍ଠାନରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ…

କେସିଙ୍ଗା ସହରରେ ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ

କେସିଙ୍ଗା,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ବନ୍ଦେ ଉତ୍କଳ ଜନନୀ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଡୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଙ୍ଗୀତ ଗାନ…

ମୂଷା ଖାଇଦେଲା ରବର ଷ୍ଟାମ୍ପ, ବିନା ମୋହରରେ ଦିଆଯାଉଛି ରସିଦ

ଭବାନୀପାଟଣା/କେଗାଁ,୨୯।୫(ସ୍ବ.ପ୍ର/ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଗୋଲାମୁଣ୍ଡା ସିଡିପିଓ କାର୍ଯ୍ୟାଳୟରେ ବିନା ମୋହର(ରବର ଷ୍ଟାମ୍ପ)ରେ ରସିଦ ଦିଆଯାଉଛି। ରବର ଷ୍ଟାମ୍ପକୁ ମୂଷା ଖାଇ ଦେଇଥିବାରୁ ଏପରି କରାଯାଉଥିବା ଦାୟିତ୍ୱରେ ଥିବା ଅଧିକାରୀ କହୁଥିବାରୁ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରାପ୍ତ ସୂଚନାରୁ ପ୍ରକାଶ…

ପ୍ରବାସୀଙ୍କ ପାଇଁ ସାମଗ୍ରୀ ବୋହିଲେ ପ୍ରଶାସନିକ ଅଧିକାରୀ

ଜୁନାଗଡ଼,୨୮।୫(ଡି.ଏନ୍‌.ଏ.)-କୋଭିଡ-୧୯କୁ ମୁକାବିଲା କରିବା ପାଇଁ ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଡିଓଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ଏହି କାମରେ ନିୟୋଜିତ ରହିଛନ୍ତି। ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମସି)ରେ ରହିଥିବା ପ୍ରବାସୀମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର…

ଧାନବସ୍ତା ଟେକିଲେ ମନ୍ତ୍ରୀ

ଜୁନାଗଡ,୨୫।୫(ଡି.ଏନ୍‌.ଏ.)-ଜୁନାଗଡ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୋମବାର କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସେ ଚାଷୀଙ୍କ ସମସ୍ୟା ବୁଝିବା ସହ ଧାନ ବସ୍ତା ଟେକି ଓଜନ କରୁଥିବା ଦେଖିବାକୁ ମିଳିଥିଲା। ଯାହାକୁ…

କୋଭିଡ ହସ୍ପିଟାଲରେ ପ୍ରବାସୀ ଓଡିଆଙ୍କ ମୃତ୍ୟୁ

ଜୁନାଗଡ,୨୫।୫(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଭବାନୀପାଟଣା କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ୩୫ବର୍ଷୀୟ ପ୍ରବାସୀ ଓଡିଆ ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ତାମିଲନାଡୁରୁ ଫେରିଥିଲେ। ଗତ ୨୧ ତାରିଖ ସେ ଜୁନାଗଡ ବ୍ଲକ ହାବସପୁର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରହିଥିଲେ।…

୨୦ ପ୍ରବାସୀଙ୍କୁ ପଠାଗଲା ମଧ୍ୟପ୍ରଦେଶ

ଜୁନାଗଡ଼,୨୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରକୁ କିଛିମାସ ତଳେ ପେଟପାଟଣା ପାଇଁ ମଧ୍ୟପ୍ରଦେଶ ରାଜ୍ୟ ଜବଲପୁରରୁ ୨୦ ଜଣ ପ୍ରବାସୀ ଲୁହା(କମାର) କାମ କରିବାକୁ ଆସିଥିଲେ। ତେବେ ଲକ୍‌ଡାଉନ୍‌ ଯୋଗୁ ସେମାନେ ନିଜ ଅଞ୍ଚଳକୁ ଯାଇ ନ ପାରି ଏଠାରେ ଫସି…

କଳାହାଣ୍ଡିରେ ମା’ ଝିଅ କରୋନା ପଜିଟିଭ୍‌ : ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଲା

ଜୁନାଗଡ଼,୨୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ର ଏକ ଦେୟଯୁକ୍ତ ଟିଏମ୍‌ସିରେ ଥିବା ୨ ଜଣ ମହିଳାଙ୍କ ସ୍ବାବ୍‌ ନମୁନା କରୋନା ପଜିଟିଭ୍‌ ଆସିଛି। ସେମାନେ ଉଭୟ ମା’ ଝିଅ । ଗତ ୧୨ ତାରିଖରେ ସେମାନେ ପଶ୍ଚିମବଙ୍ଗରୁ ଟ୍ରେନ୍‌ ଯୋଗେ ସମ୍ବଲପୁର ଆସି…

ନିମ୍ନମାନର ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ

କୋକସରା, ୨୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ପୂର୍ତ୍ତ ବିଭାଗ ଅଧୀନ ସାନପୋଡ଼ାଗୁଡାଠାରୁ ଗୋତମୁଣ୍ଡା ରାସ୍ତାର ଏବେ ଦୋହରୀକରଣ ଚାଲିଛି। ଏଥିଲାଗି ସୂଚନା ଫଳକ ଲଗା ଯାଇନାହିଁ। ପୁନଶ୍ଚ ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଠିକାସଂସ୍ଥା କାମ କରୁଛି। ଯାହା ବି କାମ…

କର୍ଲାମୁଣ୍ଡା ବ୍ଲକ: ୧୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୪୩ ପ୍ରବାସୀ ଓଡିଆ

କର୍ଲାମୁଣ୍ଡା,୨୧ା୫,(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କରୋନା ମୁକାବିଲା ପାଇଁ ୧୪ଟି (ଟିଏମସି) ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୫୪୩ ଜଣ ପ୍ରବାସୀ ଓଡିଆଙ୍କୁ ରଖାଯାଇଛି। ବ୍ଲକର ମୋଟ୍‌ ୧୨ଟି ପଞ୍ଚାୟତରେ ୧୪ଟି କେନ୍ଦ୍ର ତଥା ରିଞ୍ଜା ପଞ୍ଚାୟତ ୨ଟି କେନ୍ଦ୍ରରେ ୪୭,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri