ଟଙ୍କା ନେବାକୁ ଆସି ଧରାପଡ଼ିଲେ ନକଲି ବ୍ୟାଙ୍କ ଅଧିକାରୀ
କୋକସରା,୨୨।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଜଣେ ନକଲି ବ୍ୟାଙ୍କ ଅଧିକାରୀଙ୍କୁ ସ୍ଥାନୀୟ ଲୋକେ ଅଟକ ରଖି ପୋଲିସ ଜିମାଦେଇଛନ୍ତି। ସମ୍ପୃକ୍ତ ଯୁବକ ଜଣଙ୍କ ଖୋର୍ଦ୍ଧା…
ଉଠାଜଳସେଚନ ପ୍ରକଳ୍ପର ୨ ଅଧିକାରୀଙ୍କୁ ଅଟକ ରଖିଲେ ଚାଷୀ
କୋକସରା,୨୧ା୯(ଡି.ଏନ୍.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପରୁ କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ଅଞ୍ଚଳର ଚାଷଜମିକୁ ଜଳସେଚନ ପାଇଁ ବାରମ୍ବାର କୋକସରା ବ୍ଲକ କୁସୁମଖୁଣ୍ଟିଠାରେ ଥିବା ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମୂଷାପାଲି ପଞ୍ଚାୟତର ଚାଷୀମାନେ ବିଗତ କିଛିଦିନ ତଳେ ଯାଇ ଜଳସେଚନ ପାଇଁ ଅଭିଯୋଗ…
ପଦରପଡ଼ାକୁ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା
କୋକସରା,୨୧ା୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନ ପୋଡ଼ାଗୁଡ଼ା ପଞ୍ଚାୟତର ନେଗିଗୁଡ଼ାର ପଦରପଡ଼ାକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ଦାବି ଜଣାଇ ଆସୁଥିଲେ। ତେବେ ରାଜ୍ୟ ସରକାର ନେଗିଗୁଡ଼ାର…
ବର୍ଷା କାରଣରୁ ବାତିଲ ହେଲା ପର୍ବତାରୋହଣ କାର୍ଯ୍ୟକ୍ରମ
କୋକସରା,୨୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲାର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାରେ ୨୧ ତାରିଖ ବୁଧବାର ଦିନ ଏନ୍.ସି.ସି ପକ୍ଷରୁ ଅଲ୍ ଇଣ୍ଡିଆ ଟ୍ରାଇବଲ୍ ପର୍ବତାରୋହଣ ଶିବିର ଅନୁଷ୍ଠିତ ପାଇଁ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଡିଗ୍ରୀ ମହାବିଦ୍ୟାଳୟ କୋକସରା ପକ୍ଷରୁ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ଆନ୍ତର୍ଜାତିକ…
ଦୀର୍ଘ ବର୍ଷର ଦାବି ପରେ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା
କୋକସରା,୨୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଫୁପଗାଁ ପଞ୍ଚାୟତ ଚିଲଡଙ୍ଗରି ଗ୍ରାମକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘ ବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ଦାବି କରି ଆସୁଥିଲେ। ତେବେ ରାଜ୍ୟ ସରକାର ଚିଲଡଙ୍ଗରି…
୩ରେ ଛତର୍ ଯାତ୍ରା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଭବାନୀପାଟଣା,୨୦।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଆସନ୍ତା ୩ ତାରିଖରେ ହେବାକୁ ଥିବା ମା’ ମାଣିକେଶ୍ୱରୀଙ୍କ ଛତର୍ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଏଥିରେ ଅଧ୍ୟକ୍ଷତା କରିଥିଲେ।…
ଏସ୍ସି, ଏସ୍ଟି ଛାତ୍ରୀଙ୍କ ପାଇଁ ବୃହତ୍ ନିଯୁକ୍ତି ମେଳା
ଭବାନୀପାଟଣା,୨୦।୯(ସ୍ବ.ପ୍ର.): ଭବାନୀପାଟଣାସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରରେ ଟାଟା ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ତାମିଲନାଡୁର ହୋସୁରଠାରେ ଥିବା ପ୍ଲାଣ୍ଟ ପାଇଁ ଏକ ବୃହୃତ ନିଯୁକ୍ତି ମେଳା ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର କଳାହାଣ୍ଡି ଜିଲା ପ୍ରଶାସନ…
ପୋଲିସ ଏସ୍ଆଇଙ୍କ ଘରୁ ଲୁଟ୍: ଚୋରଙ୍କୁ ଗିରଫ ଦାବିରେ ପୋଲିସ ଗାଡ଼ି ଅଟକାଇଲେ ଗ୍ରାମବାସୀ
କେସିଙ୍ଗା,୧୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ବୋରିଆ ପଞ୍ଚାୟତ ଖଜୁରପଡ଼ା ଗାଁରେ ଏକ ଡକାୟତି ହୋଇଛି। ଜଣେ ମହିଳା ଡକାୟତ ଘରେ ପଶି ମହିଳାଙ୍କ ଗଳାରେ ଛୁରି ଲଗାଇ ରବିବାର ଦିନଦ୍ୱିପ୍ରହରେ ଲୁଟ୍ କରିଛନ୍ତି। ଏ ନେଇ କେସିଙ୍ଗା ଥାନାରେ ଏକ…
ରାଜପଥରେ ସିରିଜ୍ ଦୁର୍ଘଟଣା
କୋକସରା,୧୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ କୋକସରା ବ୍ଲକ କାଉଡୋଲା ଛକ ନିକଟରେ ରବିବାର ସାରେ ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଛନ୍ତି। ଖବର ପାଇ କୋକସରା ଦମକଳ କର୍ମଚାରୀ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ…
୨ ବର୍ଷ ପରେ ମା’ଙ୍କ ଦର୍ଶନ କରିବେ ଭକ୍ତ
ଜୁନାଗଡ,୧୭।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଟାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଆଜି (ଶନିବାର) ପାଳନ ହେବ। କୋଭିଡ୍ କଟକଣା ଯୋଗୁ ଗତ ୨ ବର୍ଷ ହେଲା ବିନା ଭକ୍ତରେ ମା’ଙ୍କ ପର୍ବ ପାଳିତ ହେଉଥିଲା। ଏହି ସମୟରେ ପ୍ରଶାସନ…
‘ଦୁର୍ଘଟଣା ନୁହେଁ, କରାଯାଇଛି ହତ୍ୟା’
କୋକସରା,୧୬।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗଡିଆଯୋର ବିଜୁ ଏକ୍ସପ୍ରେସ ୱେ ନିକଟରେ ଗତ ୪ତାରିଖରେ ଘଟିଥିବା ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏହା ଦୁର୍ଘଟଣା ନୁହେଁ, ଆକ୍ରମଣ କରି ହତ୍ୟା କରାଯାଇଥିବା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି…
ଭୈରବ ଦେବଙ୍କ ଝାମୁଯାତ୍ରା, କଣ୍ଟା ଦୋଳିରେ ଝୁଲିଲେ କାଳିଶି
ଭବାନୀପାଟଣା/କୋକସରା,୧୬।୯(ସ୍ବ.ପ୍ର/ଡି.ଏନ୍.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଅଗ୍ନି ଭୈରବ ଦେବଙ୍କ ଝାମୁଯାତ୍ରା ତଥା ବାଲିଯାତ୍ରା ଉତ୍ସବ ପାରମ୍ପରିକ ରୀତିନୀତିରେ ସମ୍ପନ୍ନ ହୋଇଯାଇଛି। ପୀଠରେ ତାନ୍ତ୍ରିକ ଓ ଗୁପ୍ତ ପଦ୍ଧତିରେ ପୂଜାର୍ଚ୍ଚନା କରାଯାଉଥିବାରୁ ଝାମୁଯାତ୍ରା ଦିନ କାଳିଶିଙ୍କ ଦେହରେ ଅଗ୍ନି ଭୈରବ ପ୍ରବେଶ…

