କଳାହାଣ୍ଡି

ସମିତି ସଭ୍ୟ ଉପନିର୍ବାଚନ: ଶାନ୍ତିପୂର୍ଣ୍ଣ ଭାବରେ ମତଦାନ ଆରମ୍ଭ

ତୁଣ୍ଡଲା,୨୭।୧୧(ଡି.ଏନ.ଏ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମ ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ପଞ୍ଚାୟତର ଦିଗଶିରା, ସିର୍ଜାପାଲି, ବାଦିପଡାଠାରେ ୯ଟି ୱାର୍ଡରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିଗସିରାରେ ୪ଟି ୱାର୍ଡ ପାଇଁ...

ସିରିଜାପାଲିରେ ବୁଧବାର ସମିତି ସଭ୍ୟ ନିର୍ବାଚନକୁ ନେଇ ପ୍ରଶାସନ ପ୍ରସ୍ତୁତ

କେସିଙ୍ଗା, ୨୬।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରିଜାପାଲି ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମଙ୍ଗଳବାର କର୍ମଚାରୀମାନେ ଆବଶ୍ୟକୀୟ ଉପକରଣ ଧରି ପହଞ୍ଚିଛନ୍ତି। ତେବେ ପଞ୍ଚାୟତରେ ୨୭୮୨ଜଣ ଭୋଟର ଅଛନ୍ତି। ସେହିଭଳି ସମିତି...

କାଳିଆ ଟଙ୍କା ପାଇ ନ ଥିବା ହିତାଧିକାରୀଙ୍କ ଗଣଧାରଣା

କେସିଙ୍ଗା,୨୫।୧୧: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ବହୁ ହିତାଧିକାରୀ କାଳିଆ ଯୋଜନା ଟଙ୍କା ପାଇ ନ ଥିବା ପ୍ରତିବାଦରେ ସୋମବାର ବ୍ଲକ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିରୁ ବହୁ ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିଥିବା ନେଇ...

ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ: ମରାମତି ଦାବି

ଭବାନୀପାଟଣା,୨୩।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଇ ଯାଇଥିବା ବରଗଡ଼-ବୋରିଗୁମ୍ମା ୨୬ ନଂ. ଜାତୀୟ ରାଜପଥ କେସିଙ୍ଗା ବ୍ଲକ ପାଷ୍ଟିକୁଡି ନିକଟ ଦେଗାଡି, ଜୋରର ପୋଲ ଉପରେ ଏକ ଗର୍ତ୍ତ ସୃଷ୍ଟି ହୋଇ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ବହୁବାର...

ଡିସେମ୍ବରରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ : କର୍ଲାମୁଣ୍ଡାରେ ଡ୍ରାଇଭିଂ ଲାଇସେନ୍‌ସ କ୍ୟାମ୍ପ ଦାବି କଲେ ବାସିନ୍ଦା

କର୍ଲାମୁଣ୍ଡା,୨୧।୧୧(ଡି.ଏନ୍‌.ଏ.): ଆସନ୍ତା ଡିସେମ୍ବରରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ। ମାତ୍ର କଳାହାଣ୍ଡି ଜିଲା ସଦରମହକୁମାଠାରୁ ପ୍ରାୟ ୯୦କିମି ଦୂରରେ ଥିବା କର୍ଲାମୁଣ୍ଡା ବ୍ଲକ ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଏହି ବ୍ଲକରେ ସ୍ବତନ୍ତ୍ର କ୍ୟାମ୍ପ୍‌...

ବନ୍ୟାକୁ ୩ ମାସ ବିତିଲା: ରାସ୍ତା ମରାମତି ହେଲାନି

କର୍ଲାମୁଣ୍ଡା,୨୧।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗତ ଅଗଷ୍ଟ ମାସରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଆସି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ଏପରିକି ବିଭିନ୍ନ ରାସ୍ତା ଓ ପୋଲ ଭାଙ୍ଗିଯାଇଥିଲା। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ କିଛି...

ମଣ୍ଡିକୁ ଅପେକ୍ଷା

ଚଳିତ ଖରିଫ ଋତୁରେ କଳାହାଣ୍ଡି ଜିଲାରେ ଭଲ ଫସଲ ହୋଇଛି। କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚଳିତ ଖରିଫ ଋତୁରେ କଳାହାଣ୍ଡିରେ ୮୧ ଲକ୍ଷ କୁଇଣ୍ଟାଲ ଧାନ ଉପତ୍ାଦନ ହେବ। ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି...

ବେଆଇନ ମୋରମ ଖୋଳାକୁ ଗ୍ରାମବାସୀଙ୍କ ବିରୋଧ

ଭବାନୀପାଟଣା,୧୭।୧୧(ଡି.ଏନ୍‌.ଏ.): ଭବାନୀପାଟଣା ସଦର ବ୍ଲକ ବଳରାମପୁର ଶ୍ମଶାନରୁ ବେଆଇନ ମୋରମ ଖୋଳାକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ଏହି ଗ୍ରାମ ନିକଟ ପାହାଡ଼ ତଳେ ସରକାରୀ ଜାଗାକୁ ଗ୍ରାମବାସୀ ବହୁ ବର୍ଷରୁ ଶ୍ମଶାନ ପାଇଁ ବ୍ୟବହାର କରିଆସୁଛନ୍ତି ...

ମାଟିଆଗୁଣ୍ଡି ପୋକ ଫସଲ ଉଜାଡ଼ିଲା:ଧାନ କ୍ଷେତରେ ନିଆଁ ଲଗାଇଲେ ଚାଷୀ

କର୍ଲାମୁଣ୍ଡା,୧୩।୧୧(ଡି.ଏନ.ଏ.):ବର୍ଷକର ଧାନ ଅମଳ ହେବା ପୂର୍ବରୁ ଲାଗିଲା ରୋଗ ପୋକ। ବିପିଏଚ୍‌ ରୋଗ ଲାଗି ପ୍ରାୟ ୧ ଏକର ସ୍ବର୍ଣ୍ଣ ଧାନ ଚାଷ ସମ୍ପୂର୍ଣ୍ଣ ଉଜୁଡିଗଲା। ଏକାଧିକବାର କୀଟନାଶକ ସିଞ୍ଚନ କରିଥିଲେ ମଧ୍ୟ ତାହା କାମରେ ଆସିଲାନି। ଶେଷରେ ନିରୂପାୟ...

ଭତା, ଆବାସ ଯୋଜନାରୁ ବଁଚିତ: ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ ସୂର୍ଯ୍ୟକାନ୍ତି

ପର୍ଲା,୧୩।୧୧(ଡି.ଏନ.ଏ.)-କଳାହାଣ୍ଡି ଜିଲା ଦଣ୍ଡପାଟ ଅଂଚଳର ଅନେକ ଗରିବ୍‌ ଦୁଖି ଭଲ ଘରଖେଁ ଅଭାବୁ ବଡ଼ା ଗୁଲଗୁଲା ହେଇ ଜୀବନ ବିତଉଛନ୍‌। କିଏ ଝାଟି ମାଟି ଘରେ ତ କିଏ ଦଦରା କୁରିଆରେ ପଲିଥିନ ଢାପି ଜୀବନ୍‌ ବିତଉଛେ। ଏନ୍‌ତା ଗୁଟେ...

କର୍ଲାମୁଣ୍ଡା ବ୍ଲକ: ୯ କେନ୍ଦ୍ରର ଘର ନାଁଇଁନ, ବିପଦ୍‌ ଅବସ୍‌ତାରେ ୩ କେନ୍ଦ୍ର

କର୍ଲାମୁଣ୍ଡା, ୧୧।୧୧(ଡି.ଏନ୍‌.ଏ.)- ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ଜରିଆନେ ଜନସାଧାରନକୁଁ ଭିନେ ଭିନେ ସେବା ଯୁଗେଇ ଦେଉଛନ୍‌। ସେଥିରଲାଗି କେନ୍ଦ୍ରରେ ଝନେ କରମୀ ଆର ସହାୟିକାକୁଁ ନିଯୁକ୍ତ କରିଛନ୍‌। ହେଲେ ଅନେକ ଜାଗାରେ ଭିତିଭୂମି ଅଭାବୁ ସରକାରକଁର ଇ ମହତ୍‌ ଯୋଜନା...

୯ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ : ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କର୍ଲାମୁଣ୍ଡା,୧୦।୧୧(ଡି.ଏନ୍‌.ଏ.): ଅଙ୍ଗନୱାଡ଼ି କେନ୍ଦ୍ର ଜରିଆରେ ସାଧାରଣ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାର ଲକ୍ଷ୍ୟ ନେଇ ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ କେନ୍ଦ୍ରଗୁଡ଼ିକ ଖୋଲି କର୍ମୀ ଓ ସହାୟିକାଙ୍କୁ ନିଯୁକ୍ତି ଦେଇଛନ୍ତି। ତେବେ ଉପଯୁକ୍ତ ଭିତ୍ତିଭୂମି ନ ଥିବାରୁ ସେବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri