କଳାହାଣ୍ଡି

ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ଏହି ଘଟଣା ପରେ ସୋମବାର ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଥୁ. ରାମପୁର…

ବିଭିନ୍ନ ସ୍ଥାନରେ ଅହିଂସା ରଥକୁ ସ୍ବାଗତ

କର୍ଲାମୁଣ୍ଡା, ୪।୯(ଡି.ଏନ.ଏ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅହିଂସା ରଥକୁ ସ୍ବାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେସିଙ୍ଗା ବ୍ଲକ ବେଲଖଣ୍ଡିଠାରୁ ଅହିଂସା ରଥକୁ କର୍ଲାମୁଣ୍ଡା ବ୍ଲକ ଅଧକ୍ଷ୍ୟା କୁନି ସାହୁଙ୍କ ନେତୃତ୍ୱରେ ଶତାଧିକ ଜନସାଧାରଣ କର୍ଲାମୁଣ୍ଡା ନୋଡାଲ…

ଝାଡ଼ାବାନ୍ତିରେ ୨ ମୃତ, ୧୬ ଆକ୍ରାନ୍ତ

ଭବାନୀପାଟଣା,୪।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ ବିରିକୋଟ ପଞ୍ଚାୟତ ସେମେଲପଦର ଗ୍ରାମର କେନ୍ଦୁପଡାରେ ଗତ ୨ଦିନ ହେଲା ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୬ଜଣ ଆକ୍ରାନ୍ତ ଥିବା ଜଣାପଡିଛି।…

କେନାଲରେ ୨୦ ଫୁଟର ଘାଇ: ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ

ଭବାନୀପାଟଣା,୩ା୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲର ବଗାଡ ନିକଟରେ ଶନିବାର ସନ୍ଧ୍ୟାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ନିକଟରେ ଥିବା ପ୍ରାୟ ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମିରେ ପାଣି ମାଡ଼ି ଯିବାରୁ ଧାନଚାଷ…

ରାତିରେ ବୁଲୁଛି ଭାଲୁ, ଆତଙ୍କିତ ଲୋକେ

ଭବାନୀପାଟଣା,୨।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟିସ୍ତ କଶାକେନ୍ଦୁ ଅଞ୍ଚଳରେ ଏକ ଜଙ୍ଗଲୀ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଯାହାର ଚିତ୍ର ସ୍ଥାନୀୟ ଲୋକେ କ୍ୟାମେରାରେ କଏଦ୍‌ କରିଛନ୍ତି। ନିକଟ ଜଙ୍ଗଲରୁ ଗୋଟିଏ ଭାଲୁ ଆସି ଅଞ୍ଚଳରେ ବୁଲୁଛି। ଖବରପାଇ ଘଟଣାସ୍ଥଳରେ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜୁନାଗଡ଼,୨ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୁରୁବାର ସନ୍ଧ୍ୟାରେ ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯିବା…

ଧୁମ୍‌ଧାମରେ ପାଳିତ ହେଲା ନୂଆଁଖାଇ ପର୍ବ

କର୍ଲାମୁଣ୍ଡା,୧।୯(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଗୁରୁବାର ଧୁମ୍‌ଧାମରେ ପାଳିତ ହୋଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର କୁସୁରଲା, ବିଜାପାଟି,ସାଲେପାଲି,ବାଞ୍ଜିପଦର ଭଳି ଅନେକ ଗାଁରେ ଲୋକେ ଏକାଠି ହୋଇ ସମସ୍ତେ ନର୍ବାନ୍ନ ଖାଇଥିଲେ। ଅଧିକାଂଶ ଗ୍ରାମରେ…

ଆଣ୍ଠୁଏ କାଦୁଅ ପାଲଟିଛି ଯିବାଆସିବା ରାସ୍ତା

କୋକସରା,୩୦।୮(ଡି.ଏନ୍‌.ଏ.): ବାରମ୍ବାର ରାସ୍ତାରେ କାମ ହେଉଛି, ହେଲେ ସୁଧୁରୁନାହିଁ ରାସ୍ତା ଅବସ୍ଥା। ଅଳ୍ପ ବର୍ଷା ହେଲେ ଆଣ୍ଠୁଏ କାଦୁଅରେ ଯାତାୟାତ କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତବାସୀ। ଦର୍ଲିପଡା ଛକ ବିଜୁ ଏକ୍ସପ୍ରେସ ୱେରୁ ୪ କି.ମି. ରହିଥିବା…

ସନ୍ଧ୍ୟା ହେଲେ ଦୁର୍ଗମ ଅଞ୍ଚଳରେ ହାତୀ ଭୟ

ଲାଞ୍ଜିଗଡ଼,୩୦।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପ୍ରତ୍ୟେକ ଦିନ ହାତୀ ଗୋଟିଏ ପରେ ଗୋଟିଏ ଗାଁରେ ପଶି ଗରିବଙ୍କ ଘର ଭାଙ୍ଗିବା ସହ କଷ୍ଟ ଉପାର୍ଜିତ ଫସଲ ନଷ୍ଟ କରୁଛନ୍ତି। ଫଳରେ ଅଞ୍ଚଳବାସୀ ରାତିରେ ଶାନ୍ତିରେ ଶୋଇ ପାରୁନାହାନ୍ତି। ଲାଞ୍ଜିଗଡ…

ଝାଡ଼ାବାନ୍ତିରେ ଚାଲିଗଲା ଆଉ ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଳକ କଦମଗୁଡା ପଞ୍ଚାୟତ ସେମେଲପଦର ଏବଂ ବାଲାପଦର ଗାଁରେ ଝାଡ଼ାବାନ୍ତି ରୋଗ ବ୍ୟାପିବାରେ ଲାଗିଛି। ରବିବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସେମେଲପଦର ଗାଁର ବେଣୁଧର ଗଉଡ଼। ଜିଲା…

ବୃହତ୍ତ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ନେଇ ବିଭାଗୀୟ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ଚାଷୀ

କର୍ଲାମୁଣ୍ଡା,୨୭ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା, ଗଜବାହଲ, ରିଷିଡ଼ା ପଞ୍ଚାୟତର ସରପଞ୍ଚ ଓ ଚାଷୀ ପ୍ରତିନିଧି ଶନିବାର ବଲାଙ୍ଗୀର ଜିଲା ତୁଷରା ଏନ୍‌ଏସି ବଙ୍ଗୋମୁଣ୍ଡା ଉଚ୍ଚ ବିଦ୍ୟାପୀଠଠାରେ ଜଳସମ୍ପଦ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କୁ ସାକ୍ଷାତ…

ସମାଧାନର ବାଟ ଫିଟିଲା: ସୋମବାରଠାରୁ ସ୍କୁଲ ଯିବେ ପିଲା

କର୍ଲାମୁଣ୍ଡା,୨୭ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ଦାଣ୍ଡିଭଜା ପ୍ରାଥମିକ ବିଦ୍ୟାଳୟକୁ ଅଭିଭାବକମାନେ ପିଲା ନ ଛାଡ଼ିବା ଘଟଣାର ୨୭ ଦିନ ପରେ ଶନିବାର ବ୍ଲକ ପ୍ରଶାସନ ଓ ଜନପ୍ରତିନିଧିଙ୍କ ହସ୍ତକ୍ଷେପ ପରେ ସୋମବାରଠାରୁ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅଭିଭାବକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?