ରେଞ୍ଜସ୍ତରୀୟ ବନସୁରକ୍ଷା ସମିତି କମିଟି ବୈଠକ
କେସିଙ୍ଗା,୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଞ୍ଜ କାର୍ଯ୍ୟାଳୟ ପରିସରରେ ରେଞ୍ଜସ୍ତରୀୟ ବନ ସୁରକ୍ଷା ସମିତି କମିଟି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ରେଞ୍ଜର ଦୀନବନ୍ଧୁ ମେହେରଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ବୈଠକରେ ଏହି ରେଞ୍ଜସ୍ତରୀୟ ବନସୁରକ୍ଷା ସମିତି ଅଧୀନରେ ଥିବା...
ଦେଦରରେ ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ
ଜୁନାଗଡ, ୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦେଦର ଗ୍ରାମରେ ସୋମବାର ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେୟାର ଇଣ୍ଡିଆର ତରିନା ପ୍ରକଳ୍ପ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ୨୨ଟି ଗ୍ରାମର ଶହେରୁ ଊର୍ଦ୍ଧ୍ୱ ମହିଳା...
କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର, ରାଜ୍ୟସରକାରଙ୍କ ସମସ୍ତ ଅଫିସ୍, ବ୍ୟାଙ୍କ ବନ୍ଦ
ଭବାନୀପାଟଣା,୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଚାଲିଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । କଳାହାଣ୍ଡି ଜିଲା ଓକିଲ ସଂଘର ଆହ୍ବାନକ୍ରମେ ସୋମବାର ଭବାନୀପାଟଣାର ସମସ୍ତ କୋର୍ଟ, କଚେରୀ, ତହସିଲ ସମେତ ସମସ୍ତ ଅଫିସ, ବ୍ୟାଙ୍କ,...
ଓଡ଼ିଶା ୪ର୍ଥ ଶ୍ରେଣୀ ପଞ୍ଚାୟତ କର୍ମଚାରୀ ସଂଘର ବୈଠକ
ଜୁନାଗଡ,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ରବିବାର ଓଡିଶା ୪ର୍ଥ ଶ୍ରେଣୀ କର୍ମଚାରୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ସଭାପତି ହର ପ୍ରସାଦ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକ ସମସ୍ତ ପଞ୍ଚାୟତର ପିଅନ,...
ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ, ନୂଆଖାଇ ଭେଟ୍; ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହିତ ସାମିଲ ହେଲେ ଆଦିବାସୀ
ଲାଞ୍ଜିଗଡ଼,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତ ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ ଓ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଦିସ୍କନ୍ଦ ସମାଜ ଚାନ୍ଦାର ପ୍ରଗଣା ଓ କଳାହାଣ୍ଡି ଆଦିବାସୀ ଚେତନା ମଞ୍ଚର...
ଜୁନାଗଡ଼ ଗଣବଳାତ୍କାର ମାମଲା : ମୋଟ ଗିରଫ ସଂଖ୍ୟା ୧୦, ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍ପି
ଭବାନୀପାଟଣା,୨୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗଣ ବଳାତ୍କାର ମାମଲା ନୂଆମୋଡ଼ ନେଇଛି। ଶୁକ୍ରବାର ପୀଡ଼ିତା ମୁଖ୍ୟ ଅଭିଯୁକ୍ତ ଲଳିନ୍ଦ୍ର ଶବର ତାଙ୍କୁ ଗିରଫ କରା ନ ଗଲେ ଆତ୍ମହତ୍ୟା କରିବେ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିବା ପରେ ଯାଦବ...
ଜୁନାଗଡ଼ ଗଣବଳାତ୍କାର ଘଟଣା: ଗିରଫ ହେଲେ ଡ୍ରାଇଭର ଲଳିନ୍ଦ୍ର
ଜୁନାଗଡ଼,୨୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ବସ୍ ଡ୍ରାଇଭର ଧର୍ମଗଡ଼ ବ୍ଲକ ପର୍ଲା ଗ୍ରାମର ଲଳିନ୍ଦ୍ର ଶବରଙ୍କୁ ଗିରଫ କରାଯାଇଛି। ପୀଡ଼ିତାଙ୍କ ବୟାନ ଆଧାରରେ ଜୁନାଗଡ଼ ପୋଲିସ ଲଳିନ୍ଦ୍ରଙ୍କୁ...
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଦ୍ୱାଦଶତମ ଦିବସ:ଆଇଆରବି ନାଇଥ୍ ବାଟାଲିୟନ୍ ବିଜୟୀ
ଭବାନୀପାଟଣା,୨୮।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଶୁକ୍ରବାର ୧୩ ତମ ମ୍ୟାଚ୍ରେ ଗୁଡମର୍ନିଂ କ୍ଲବ ବନାମ ଆଇଆରବି ନାଇଥ୍ ବାଟାଲିୟନ୍ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଆଇଆରବି...
ଲେବର ବଜେଟ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
କର୍ଲାମୁଣ୍ଡା,୨୮।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧି ସେବାକେନ୍ଦ୍ରଠାରେ ଏମ୍ଜିଏନ୍ଆରଇଜିଏସ୍ର ସଫଳତା ପାଇଁ ପ୍ଲାନିଙ୍ଗ କମିଟି ସଭ୍ୟାସଭ୍ୟମାନଙ୍କୁ ନେଇ ଗୁରୁବାରଠାରୁ ଚାଲିଥିବା ଲେବର ବଜେଟ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଦ୍ୱିତୀୟ ଦିବସରରେ ତାଲିମାଥିୀମାନଙ୍କୁ ନେଇ କ୍ଷେତ୍ର...
ଡ୍ରାଇଭର ଲଳିନ୍ଦ୍ରଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ, ନହେଲେ ଆତ୍ମହତ୍ୟା କରିବି: ଜୁନାଗଡ଼ ପୀଡ଼ିତା
ଜୁନାଗଡ଼,୨୭।୯(ଡି.ଏନ୍.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ପୀଡ଼ିତା ଗୁରୁବାର ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏକ ୱେବ୍ ଚ୍ୟାନେଲକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ଏହି ଘଟଣାରେ ତାଙ୍କୁ ବାଇକ୍ରେ ଲିପ୍ଟ ଦେଇଥିବା...
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଦ୍ୱାଦଶତମ ଦିବସ: ଗୋଲଡେନ୍ ଏଫ୍ସି ୬-୦ ଗୋଲରେ ବିଜୟୀ
ଭବାନୀପାଟଣା,୨୭।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ ଗୁରୁବାର ଦ୍ୱାଦଶତମ ମ୍ୟାଚ୍ ଇଣ୍ଡିଆନ୍ କ୍ଲବ ବନାମ ଗୋଲଡେନ୍ ଏଫ୍ସି ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଇଣ୍ଡିଆନ୍ କ୍ଲବକୁ ଗୋଲଡେନ୍ ଏଫ୍ସି...
ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୮ ଅଭିଯୁକ୍ତ କୋର୍ଟଚାଲାଣ
ଜୁନାଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀ ଗଣବଳାକତ୍ାର ଘଟଣାରେ ପୋଲିସ ବୁଧବାର ୮ଜଣଙ୍କୁ ଗିରଫ କରିଥିଲା । ଅନ୍ୟ ଜଣେ ନାବାଳକ ଏଥିରେ ସମ୍ପକ୍ତ ଥିବା ପୋଲିସ କହିଥିଲା। ଗୁରୁବାର ସମସ୍ତ ଅଭିଯୁକ୍ତଙ୍କୁ ଜୁନାଗଡ ଗୋଷ୍ଠୀ...
Archives


